ନିର୍ବାଚନ ସରିବା ପରେ ହଟିଲା ଆଦର୍ଶ ଆଚରଣ ବିଧି

ଭୁବନେଶ୍ୱର,୬।୬: ରାଜ୍ୟରେ ଉଭୟ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଗୁରୁବାର ହଟାଯାଇଛି। ଏନେଇ ନିର୍ବାଚନ ଆୟୋଗ ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ ସଚିବଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ସାଧାରଣ ନିର୍ବାଚନ ପାଇଁ ଗତ ମାର୍ଚ୍ଚ ୧୬ତାରିଖରୁ ଲାଗୁ କରାଯାଇଥିଲା। ରାଜ୍ୟରେ ୪ଟି ପର୍ଯ୍ୟାୟରେ ବିଧାନସଭା ଓ ଲୋକ ସଭା ନିର୍ବାଚନ ଶେଷ ହୋଇଥିବା ବେଳେ ଜୁନ୍‌ ୪ରେ ଫଳାଫଳ ପ୍ରକାଶ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କୁ ରୋକଠୋକ୍‌ ଶୁଣାଇଦେେଲେ ସୋଫିଆ ଫିର୍ଦ୍ଦୋସ୍‌: କାମ କରିବାର ଇଚ୍ଛା ନ ଥିଲେ କଟକ ଛାଡ଼…

କଟକ,୧୯ା୧୧(ଶିଳ୍ପା ପ୍ରିୟଦର୍ଶିନୀ):ବାଲିଯାତ୍ରାରେ ଲିଚୁଲାଇଟ୍‌ ଧରିପକାଇବାରୁ ଜଗତ୍‌ସିଂହପୁର ଅଞ୍ଚଳର ଛାତ୍ର ବିଶ୍ୱପ୍ରକାଶ ମନ୍ଥନଙ୍କ ମୃତ୍ୟୁ ଘଟିଛି। ଏସ୍‌ସିବି ମେଡିକାଲରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ବାରବାଟୀ-କଟକ ବିଧାୟିକା...

ଉପଜିଲାପାଳ ଗିରଫ: ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୧୯ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକ ଶେଷରେ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କୁ ଭିଜିଲାନ୍ସ ଗିରଫ...

ଓଡ଼ିଶା ଆସିବେ ମୋଦି-ଶାହା: ଜାଣନ୍ତୁ କାହିଁକି

ଭୁବନେଶ୍ବର,୧୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଉଭୟ ଡିଜିପି ସମ୍ମିଳନୀରେ ଯୋଗ ଦେବେ ବୋଲି...

ପ୍ରବାସୀଙ୍କ ପାଇଁ ଖୁସିଖବର: କାନାଡାରେ ପଢାହେବ ଓଡ଼ିଆ

ଭୁବନେଶ୍ୱର,୧୯ା୧୧(ଅନୁରାଧା ମହାରଣା):କାନାଡ଼ାରେ ଓଡ଼ିଆ ଭାଷାରେ ପାଠପଢ଼ିବେ ପ୍ରବାସୀଙ୍କ ପିଲା। ଟରୋଣ୍ଟୋ ଡିଷ୍ଟ୍ରିକ୍ଟ ସ୍କୁଲ ବୋର୍ଡ ପକ୍ଷରୁ ଓଡ଼ିଆ ଶିକ୍ଷା ପ୍ରଚଳନ ପାଇଁ ଅନୁମତି ମିଳିବା ପରେ...

ରାଜ୍ୟ ଯୋଗାଣମନ୍ତ୍ରୀଙ୍କ ଇସ୍ତଫା ଦାବିକଲା ବିଜେଡି

ଭୁବନେଶ୍ୱର,୧୯ା୧୧(ଅନିଲ ଦାସ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକର ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ମୃତ ଘଟଣାରେ ସୋମବାର ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁସଂଖ୍ୟା...

ହାତୀ ମୃତ୍ୟୁ ଘଟଣା:୩ କ୍ଷେତ୍ର ବନ କର୍ମଚାରୀ ସସ୍‌ପେଣ୍ଡ

ନାକଟିଦେଉଳ,୧୯ା୧୧(ବୈକୁଣ୍ଠନାଥ ସାହୁ):ବାର୍‌ହା ଶିକାର ପାଇଁ ଶିକାରୀ ବିଛାଇଥିଲେ ବିଦ୍ୟୁତ୍‌ ତାର। ଏହି ଫାଶରେ ପଡ଼ି ୩ଟି ହାତୀଙ୍କର ଯାଇଛି ଜୀବନ। ସେଥିରେ ରହିଛନ୍ତି ଗୋଟିଏ ଶାବକ...

ଖସୁଛି ପାରଦ: ୨୧ ପର୍ଯ୍ୟନ୍ତ ରହିବ କୁହୁଡ଼ିର ଆସ୍ତରଣ

ଭୁବନେଶ୍ୱର,୧୯ା୧୧: ରାଜ୍ୟରେ ଗତ କିଛିଦିନ ହେଲା ପାରଦ ଖସିବାରେ ଲାଗିଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢୁଥିବା ଦେଖିବାକୁ ମିଳୁଛି। ରାଜ୍ୟର କୋଇଡ଼ାରେ ବିଭିନ୍ନ...

ଅମିନଙ୍କୁ ନିଲମ୍ବିତ ପରେ ତହସିଲଦାରଙ୍କୁ ବଦଳି

ରେଢାଖୋଲ ୧୯।୧୧(ଅଚ୍ୟୁତାନନ୍ଦ ପୁରୋହିତ): ରେଢାଖୋଲ ଜୋନ-୨ ନମ୍ବର ଜିଲାପରିଷଦ ସଭ୍ୟ ଶରତ ପ୍ରଧାନଙ୍କୁ ତହସିଲଦାର ଦେବାଶିଷ ପାତ୍ର ଦୁର୍ବ୍ୟବହା କରିବା ଘଟଣା ମହଙ୍ଗା ପଡିଛି। ରାଜସ୍ବ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri