ପୋଲାଣ୍ଡରେ ପହଞ୍ଚିଲେ ମୋଦି

ଓ୍ବାର୍ସ/ନୂଆଦିଲ୍ଲୀ,୨୧ା୮: ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି। ପୋଲାଣ୍ଡ ପରେ ମୋଦି ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ।

ଓ୍ବାର୍ସରେ ମୋଦି ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେ ସେବାଷ୍ଟିଆନ ଡୁଡା ଏବଂ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କୁ ଭେଟିବେ। ପୋଲାଣ୍ଡରେ ଥିବା ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟା ୟୁଜର୍ସଙ୍କ ପାଇଁ ବଡ଼ ସୂଚନା, ଏବେ ପବ୍ଲିକ ରଖିପାରିବେନି…

ନୂଆଦିଲ୍ଲୀ,୧୭।୯: ମେଟା ପ୍ଲାଟଫର୍ମ ସୋସିଆଲ ମିଡିଆରୁ ନକରାତ୍ମକ ପ୍ରଭାବକୁ ଦୂର କରିବା ପାଇଁ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ପ୍ରାଇଭେଟ୍‌ ଆକାଉଣ୍ଟ କରିବାକୁ...

ଯୁବକଙ୍କୁ ୨ କୋଟି ଟଙ୍କାର ଚାକିରୀ ଅଫର ଦେଲା ଗୁଗୁଲ୍

ନୂଆଦିଲ୍ଲୀ,୧୭।୯: ବିହାର ଜମୁଇ ଜିଲାର ଜଣେ କମ୍ପ୍ୟୁଟର ଇଂଜିନିୟର ଗୁଗୁଲ ଲଣ୍ଡନ ଅଫିସରେ ୨ କୋଟି ଟଙ୍କାର ଚାକିରୀ ପାଇଛନ୍ତି। ଏନଆଇଟି ପାଟନାରେ ନିଜର ବିଟେକ୍...

ମହିଳାମାନେ ନାଇଟ୍‌ ଡ୍ୟୁଟି କରିବା ଉଚିତ୍‌ କି? ସରକାରଙ୍କୁ କଡ଼ା ତାଗିଦ୍‌ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୯: ନାଇଟ୍‌ ଡ୍ୟୁଟିକୁ ନେଇ ସୁପ୍ରିମକୋର୍ଟ ବଙ୍ଗଳା ସରକାରଙ୍କୁ କଡ଼ା ତାଗିଦ କରିଛନ୍ତି। ଡାକ୍ତରଖାନାରେ ମହିଳା ଡାକ୍ତରଙ୍କ ନାଇଟ୍‌ ସିଫ୍ଟ ରଦ୍ଦ କରିବା ନେଇ ସୁପ୍ରିମକୋର୍ଟ...

ସୋସିଆଲ ମିଡିଆରୁ ପ୍ରେମ, ତା’ ପରେ ଗାଁରେ…ଜାଣନ୍ତୁ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ହଟ୍‌କେ ଲଭ୍‌ ଷ୍ଟୋରୀ

ନୂଆଦିଲ୍ଲୀ,୧୭।୯: ୪୩ ବର୍ଷୀୟା ଆତିଶୀ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । କେଜରିଓ୍ବାଲଙ୍କ ଜେଲ୍‌ ଯିବା ପରେ ସେ ଆକ୍ସନ ମୁଡ୍‌କୁ ଆସିଥିଲେ। ଭାଜପାକୁ ସେ...

ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜର୍ଜିଆ ମେଲୋନୀ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୭।୯: ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମଙ୍ଗଳବାର ମୋଦୀଙ୍କୁ ୭୪ ବର୍ଷ ହୋଇଛି। ସୋସିଆଲ ମିଡିଆରେ...

ମୁଖ୍ୟମନ୍ତ୍ରୀ ପଦ ଛାଡିବା ପରେ କମିଯିବ କେଜରିଓ୍ବାଲଙ୍କ ପାଓ୍ବାର! ଆତିଶୀଙ୍କ ଠାରୁ କେତେ କମିଯିବ ଦରମା-ଭତ୍ତା ଓ ସୁବିଧା

ନୂଆଦିଲ୍ଲୀ,୧୭।୯: ଅରବିନ୍ଦ କେଜରିୱାଲ ରବିବାର ମୁଖ୍ୟମନ୍ତ୍ରୀ ପଦ ଛାଡିବା ନେଇ ଘୋଷଣା କରିଥିଲେ। ଏହାର ଦୁଇଦିନ ପରେ ଅର୍ଥାତ ମଙ୍ଗଳବାର ସେ ପଦରୁ ଇସ୍ତଫା ଦେଇଛନ୍ତି।...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍‌ରିୱାଲ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆମ ଆଦମୀ ପାର୍ଟି(ଏଏପି) ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ । ଅବକାରୀ ନୀତି ଘୋଟାଲା ମାମଲାରେ ଜାମିନ ମିଳିବା...

ଡାକ୍ତରଙ୍କ ସହିତ ବୈଠକ ପରେ ପୋଲିସ ମୁଖିଆ ବଦଳାଇଲେ ମମତା

କୋଲକାତା,୧୭।୯: ଟ୍ରେନିଂ ଡାକ୍ତରଙ୍କ ବଳାତ୍କାର ଓ ହତ୍ୟାକୁ ବିରୋଧ କରୁଥିବା ଜୁନିୟର ଡାକ୍ତରଙ୍କ ସହ ସାକ୍ଷାତ କରିବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri