ରୁଷିଆରେ ପହଞ୍ଚିଲେ ମୋଦି: କୃଷ୍ଣ ଭଜନ ଗାଇ କରାଗଲା ଭବ୍ୟ ସ୍ବାଗତ

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କାଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ।

ଭଗବାନ କୃଷ୍ଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଭଜନ ଦୁଇ ଦେଶ ମଧ୍ୟରେ ଆଧ୍ୟାତ୍ମିକତା ଏବଂ ସାଂସ୍କୃତିକ ଐତିହ୍ୟର ସହଭାଗୀ କୃତଜ୍ଞତାକୁ ପ୍ରତିଫଳିତ କରି ଉପସ୍ଥିତ ଲୋକଙ୍କୁ ଉତ୍ସାହିତ କରିଥିଲା। ଅନ୍ତର୍ଜାତୀୟ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ପ୍ରଧାନମନ୍ତ୍ରୀ ମୋଦି ନିଜର କୃତଜ୍ଞତା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାଗତ କରିବା ପାଇଁ ତାଙ୍କ ଦଳ ସହିତ ଭାରତୀୟ ନୃତ୍ୟ ପରିବେଷଣ କରିଥିବା ଜଣେ ରୁଷୀୟ କଳାକାର କହିଛନ୍ତି, ଆମେ ବହୁତ ନର୍ଭସ ଥିଲୁ। ଏହି ନୃତ୍ୟ ପ୍ରଦର୍ଶନ ପାଇଁ ଆମେ ପ୍ରାୟ ତିନିମାସ ଅଭ୍ୟାସ କରିଥିଲୁ। ଲୋକମାନେ ପ୍ରକୃତରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବହୁତ ପସନ୍ଦ କରନ୍ତି। ପ୍ରଧାନମନ୍ତ୍ରୀ ମୋଦି ଆମ ସମସ୍ତଙ୍କୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ମାଟିରୁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ...

ମୋଦିଙ୍କୁ ଭେଟିବା ପରେ ଏମିତି କଥା କହିଦେଲେ ପୁଟିନ

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ...

ଏବେବି ବାଂଲାଦେଶର ପ୍ରଧାନମନ୍ତ୍ରୀ ଅଛନ୍ତି ଶେଖ ହାସିନା! ରାଷ୍ଟ୍ରପତିଙ୍କ ଦାବିକୁ ନେଇ ବଢୁଛି ରାଜନୈତିକ ଉଷ୍ମତା

ଢାକା,୨୨।୧୦: ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ କହିଛନ୍ତି ଯେ ଶେଖ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାର କୌଣସି ଡକ୍ୟୁମେଣ୍ଟାରୀ ପ୍ରମାଣ ନାହିଁ। ବାଂଲାଦେଶରେ ତତ୍କାଳୀନ...

ରୁଷିଆ ଯିବା ପୂର୍ବରୁ ସାରା ବିଶ୍ୱକୁ ଏମିତି ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୁଷିଆର କଜାନ ଅଭିମୁଖେ ବାହାରିଛନ୍ତି। ସେ ସକାଳ ପ୍ରାୟ ୭.୪୦ ସମୟରେ...

ହସ୍ପିଟାଲ ତଳେ ନଗଦ ସୁନା ଲୁଚାଇ ରଖିଛି ହେଜବୋଲ୍ଲା!

ଜେରୁଜେଲମ,୨୨।୧୦: ଏକ ବର୍ଷରୁ ଅଧିକ ସମୟ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଏହି ସମୟରେ, ଏହି ଯୁଦ୍ଧର ନିଆଁ ଲେବାନାନ ଏବଂ...

ଅଷ୍ଟ୍ରେଲିଆ ପାର୍ଲାମେଣ୍ଟରେ କିଙ୍ଗ୍‌ ଚାଲର୍‌ସଙ୍କୁ ସିନେଟରଙ୍କ ଦୁର୍ବ୍ୟବହାର

ମେଲ୍‌ବୋର୍ନ,୨୨ା୧୦ : ବ୍ରିଟେନ ରାଜା ଚାଲର୍‌ସ ଅଷ୍ଟ୍ରେଲିଆ ପାର୍ଲାମେଣ୍ଟକୁ ଯାଇଥିବାବେଳେ ସେଠାରେ ଲିଡିଆ ଥୋର୍ପେ ନାମ୍ନୀ ଜଣେ ସ୍ବାଧୀନ ସିନେଟର ତାଙ୍କୁ ଅପମାନିତ କରିଛନ୍ତି। କିଙ୍ଗ...

ଆଣ୍ଡାମାନ ସାଗରରେ ବୁଡ଼ିଗଲା ବୋଟ୍‌: ୭ ମୃତ, ୩୦ ନିଖୋଜ

ବ୍ୟାଙ୍କ୍‌କ,୨୧ା୧୦: ମ୍ୟାନ୍‌ମାରର ଏକ ବୋଟ୍‌ ଆଣ୍ଡାମାନ ସାଗରରେ ବୁଡ଼ିଯିବାରୁ ୭ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୩୦ ଜଣ ନିଖୋଜ ଅଛନ୍ତି। ବୋଟ୍‌ଟି ୭୦ରୁ...

ଭିନ୍ନ ଅବତାରରେ ଟ୍ରମ୍ପ, ପ୍ରସ୍ତୁତ କଲେ McDonald ଫ୍ରେଞ୍ଚ ଫ୍ରାଇଜ

ପେନସିଲଭାନିଆ,୨୧।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ସେଠାରେ ଭିନ୍ନ ଭିନ୍ନ ନିର୍ବାଚନ କୌଶଳ ମଧ୍ୟ ଗ୍ରହଣ କରାଯାଉଛି। ଏବେ ରିପବ୍ଲିକାନ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri