ଜଳଖିଆରେ ଛେନାପୋଡ଼ ଖାଇଲେ ମୋଦି, ପ୍ରସ୍ତୁତ ହେଲା ସ୍ପେଶାଲ ଖାଇବା

ଭୁବନେଶ୍ୱର,୬।୫: ସାଧାରଣ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ରବିବାର ଆସି ଓଡ଼ିଶାରେ ପହଁଞ୍ଚିଛନ୍ତି। ରାତି ପ୍ରାୟ ୧୦ଟା ୪୫ ମିନିଟ୍‌ ସମୟରେ ଆସି ସେ ରାଜଭବନରେ ପହଞ୍ଚି ସେଠାରେ ରାତ୍ରିଯାପନ କରିଥିଲେ। ସୋମବାର ସକାଳୁ ସକାଳୁ ପ୍ରଧାନମନ୍ତ୍ରୀ ଜଳଖିଆରେ ଓଡ଼ିଶା ପ୍ରସିଦ୍ଧ ଛେନାପୋଡ଼ ଖାଇ ବ୍ରହ୍ମପୁର ଅଭିମୁଖେ ପ୍ରଚାର ପାଇଁ ବାହାରିଥିଲେ।

କୁହାଯାଉଛି ପ୍ରଧାନମନ୍ତ୍ରୀ ଛେନାପୋଡ଼କୁ ବେଶ ପସନ୍ଦ କରନ୍ତି। ତେବେ ରାଜଭବନରେ ଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ସ୍ୱତନ୍ତ୍ର ଭାବେ ଛେନାପୋଡ ପ୍ରସ୍ତୁତ କରାଯାଇଥିଲା। ହୋଟେଲ ମେ’ଫେୟାର ପକ୍ଷରୁ ଏହି ଛେନାପୋଡ଼ ପ୍ରସ୍ତୁତ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ରାଜଭବନକୁ ନେବା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାକର୍ମୀ ଏହାକୁ ତନ୍ନ ତନ୍ନ ମେଶିନ ମାଧ୍ୟମରେ କରି ଯାଞ୍ଚ କରିଥିଲେ।

ମୋଦି ସୋମବାର ପୂର୍ବାହ୍ନ ୧୦ଟାରେ ବ୍ରହ୍ମପୁର ନିକଟସ୍ଥ କନିସି ଛକ ଏବଂ ମଧ୍ୟାହ୍ନ ୧୨.୩୦ରେ ନବରଙ୍ଗପୁରର ଚିକିଲି ଛକଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧନ କରିବାର କାର୍ଯ୍ୟ


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri