Posted inଜାତୀୟ

ରାହୁଲଙ୍କ ହିଂସକ ହିନ୍ଦୁୁ ବୟାନକୁ ନେଇ ବର୍ଷିଲେ ମୋଦି, କହିଲେ ଏମିତି ଆପଣଙ୍କ ସଂସ୍କାର…

ନୂଆଦିଲ୍ଲୀ,୨।୭: ସଂସଦରେ ରାହୁଲ ଗାନ୍ଧୀ ହିନ୍ଦୁ ଧର୍ମକୁ ନେଇ ଭାଜପା ହିଂସା କରୁଛି ବୋଲି କହି କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ ନେଇ ମଙ୍ଗଳବାର ସଂସଦରେ ପ୍ରବଳ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶବାସୀ କେବେ କଂଗ୍ରେସକୁ କ୍ଷମା କରିବେ ନାହିଁ ବୋଲି ମୋଦି କହିଛନ୍ତି।

ହିନ୍ଦୁ ଧର୍ମର ସହିଷ୍ଣୁତା ନେଇ ମୋଦି ସ୍ବାମୀ ବିବେକାନନ୍ଦଙ୍କ ଉଦାହରଣ ଦେଇଛନ୍ତି। ସେ କହିଛନ୍ତି, ୧୩୧ ବର୍ଷ ପୂର୍ବେ ସ୍ବାମୀ ବିବେକାନନ୍ଦ ଆମେରିକାର ସିକାଗୋରେ କହିଥିଲେ ଯେ, ମୁଁ ଗର୍ବିତ ଯେ ମୁଁ ସେହି ଧର୍ମରୁ ଆସୁଛି ଯେଉଁ ଧର୍ମ ସାରା ବିଶ୍ୱକୁ ସଂହିଷ୍ଣୁତା ଶିଖାଇଛି। ହେଲେ ଆଜି ଲୋକେ ହିନ୍ଦୁ ଧର୍ମକୁ ନିନ୍ଦା କରୁଛନ୍ତି।

କଥା ହେଲା ଆଜି ହିନ୍ଦୁମାନଙ୍କ ଉପରେ ମିଛି ଅଭିଯୋଗ ଲଗାଯାଉଛି। ହିନ୍ଦୁଙ୍କୁ ହିଂସକ ବୋଲି କୁହା ଗଲା ଯାଇଛି। ଏଇଟା ଆପଣଙ୍କ ସଂସ୍କାର, ଆପଣଙ୍କ ବିଚାର। ଦେଶର ହିନ୍ଦୁମାନଙ୍କ ସହ ଏଭଳି ବ୍ୟବହାରକୁ ଦେଶ ଏହାକୁ ଶତାବ୍ଦୀ ପର୍ଯ୍ୟନ୍ତ ଭୁଲିବ ନାହିଁ ବୋଲି ମୋଦି କହିଛନ୍ତି।

କଂଗ୍ରେସକୁ ଟାର୍ଗେଟ କରି ମୋଦି କହିଛନ୍ତି ଯେ, ଏମାନେ ହିନ୍ଦୁଙ୍କୁ ଆତଙ୍କବାଦୀ ବୋଲି କହିବା ସହ ତାଙ୍କୁ ଡେଙ୍ଗୁ ମ୍ୟାଲେରିଆ ବୋଲି କହୁଛନ୍ତି। ସେ କହିଛନ୍ତି ଯେ, ସଂସଦରେ ଏହି ବୟା ନ ତ୍ରୁଟି ଥିଲା ନା କୌଣସି ଷଡ଼ଯନ୍ତ୍ର ଥିଲା ହିନ୍ଦୁ ସମାଜକୁ ଏହା ଭାବିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୫।୧୦: ଜମ୍ମୁ କଶ୍ମୀରରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ଆତଙ୍କବାଦୀଙ୍କ ଯୋଜନା ପଣ୍ଡ ହୋଇଛି। ସୁରକ୍ଷା ବାହିନୀ ଦ୍ୱାରା ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନାନୁସାରେ,...

ଡଲ୍‌ଫିନ୍‌ ହସିପାରନ୍ତି

ନୂଆଦିଲ୍ଲୀ,୫ା୧୦(ପି.ଟି.): ଡଲ୍‌ଫିନ୍‌ଗୁଡ଼ିକ ଖେଳିବା ସମୟରେ ପାଟି ଖୋଲା ରଖି ପରସ୍ପରକୁ ସେମାନଙ୍କ ଭାବନା ବ୍ୟକ୍ତ କରିଥାନ୍ତି। ଅନେକ ସମୟରେ ସେମାନଙ୍କର ଏହି ଅଭିବ୍ୟକ୍ତି ‘ହସ’ ହୋଇପାରେ ବୋଲି...

ସରକାର ବିରୋଧୀ ଲେଖା ପାଇଁ ଖବରଦାତାଙ୍କ ନାଁରେ ମାମଲା କରନାହିଁ

ନୂଆଦିଲ୍ଲୀ,୫ା୧୦: ସରକାରଙ୍କ ପ୍ରତି ସମାଲୋଚନାମୂଳକ ଲେଖା ପାଇଁ ଖବରଦାତାଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ ନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତରପ୍ରଦେଶ ସରକାରଙ୍କୁ ତାଗିଦ କରିଛନ୍ତି।...

ଅମେଠିରେ ଦଳିତ ପରିବାରର ୪ ଜଣଙ୍କୁ ହତ୍ୟା

ଆମେଠି,୫ା୧୦(ପି.ଟି.): ଉତ୍ତରପ୍ରଦେଶର ଅମେଠିରେ ଜଣେ ସ୍କୁଲ ଶିକ୍ଷକ, ତାଙ୍କ ସ୍ତ୍ରୀ ଓ ୨ ଝିଅଙ୍କୁ ସେମାନଙ୍କ ଭଡ଼ାଘରେ ଗୁରୁବାର ଗୁଳିକରି ହତ୍ୟା କରାଯାଇଛି। ସେମାନଙ୍କ ପ୍ରତି ଯଦି...

ଅଦାଲତ ଅବମାନନା କରି ଘର ଭାଙ୍ଗିଲେ ନିର୍ମାଣ ନିର୍ଦ୍ଦେଶ ଦିଆଯିବ

ନୂଆଦିଲ୍ଲୀ,୫ା୧୦(ପି.ଟି.): ଅଦାଲତଙ୍କ ନିର୍ଦ୍ଦେଶର ଅବମାନନା କରି ଯଦି ଅଧିକାରୀ କାହାର ଘର ଭାଙ୍ଗନ୍ତି, ତେବେ ତାଙ୍କୁ ଉକ୍ତ ଘର ନିର୍ମାଣ ପାଇଁ ନିର୍ଦ୍ଦେଶ ଦିଆଯିବ ବୋଲି ସୁପ୍ରିମକୋର୍ଟ...

ଆଜି ୯.୪ କୋଟି ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍‌-କିଷାନ ଟଙ୍କା: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୫ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଏମ୍‌-କିଷାନ ଯୋଜନାର ୧୮ତମ କିସ୍ତି ବାବଦରେ ୨୦ ହଜାର କୋଟି ଟଙ୍କା ପ୍ରଦାନ କରିବେ। ଦେଶର ୯.୪ କୋଟିରୁ...

ହରିୟାଣାର ୯୦ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ, ଲୋକଙ୍କ ମଧ୍ୟରେ ଅଦ୍ଭୁତ ଉତ୍ସାହ

ଚଣ୍ଡିଗଡ଼,୫।୧୦: ହରିୟାଣା ବିଧାନସଭା ଆସନ ପାଇଁ ହେବାକୁ ଥିବା ଭୋଟ ଗ୍ରହଣର ଅପେକ୍ଷାର ଅନ୍ତ ହୋଇଛି। ଶନିବାର ସକାଳୁ ସମସ୍ତ ୯୦ ଟି ଆସନ ପାଇଁ...

ମଙ୍କିପକ୍ସ ଟେଷ୍ଟିଂ କିଟ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୫ା୧୦:ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri