ଭୁବନେଶ୍ୱରରେ ମୋଦି

ଭୁବନେଶ୍ୱର,୫।୩: ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ପରେ ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଚଣ୍ଡିଖୋଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ।

Share