ଟୁଇଟରରେ ମୋଦି ଏକ ନମ୍ବର

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟୁଇଟର ଆକାଉଣ୍ଟ୍‌ ଉପରେ ପ୍ରତିବନ୍ଧକ ଲାଗିଛି। ଫଳରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଟୁଇଟର ଆକାଉଣ୍ଟରେ ସର୍ବାଧିକ ଫଲୋଅର୍ସ ରହିବା ସହ ସେ ପୃଥିବୀର ଏକ ନମ୍ବର ସକ୍ରିୟ ରାଜନେତା ପାଲଟି ଯାଇଛନ୍ତି। ବର୍ତ୍ତମାନ ମୋଦିଙ୍କ ଟୁଇଟର ପେଜର ଫଲୋଅର୍ସଙ୍କ ସଂଖ୍ୟା ୬ କୋଟି ୪୭ ଲକ୍ଷ ରହିଛି। ଏହି ସମୟରେ ଟ୍ରମ୍ପଙ୍କର ଫଲୋଅର୍ସ ସଂଖ୍ୟା ୮ କୋଟି ୮୭ ଲକ୍ଷ ରହିଥିଲା। ଦେଶ ବିରୋଧୀ ଓ ସୋସିଆଲ ମିଡିଆର ନିୟମାବଳୀ ଯୋଗୁ ତାଙ୍କ ଆକାଉଣ୍ଟ ବନ୍ଦ କରାଯାଇଛି। ସେଥିପାଇଁ ମୋଦି ଟ୍ରମ୍ପଙ୍କୁ ପଛରେ ପକାଇ ଏକ ନମ୍ବର ହୋଇଯାଇଛନ୍ତି। ଏହା ପୂର୍ବରୁ ମୋଦି ଫଲୋଅର୍ସ ସଂଖ୍ୟାରେ ସକ୍ରିୟ ରାଜନେତା ଭାବେ ଦ୍ୱିତୀୟ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ଓ ଗ୍ରାମୀଣ ଶ୍ରମିକଙ୍କ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ 

ଭୁବନେଶ୍ୱର,୨୪ା୧୨(ଅନୁରାଧା ମହାରଣା): କୃଷି କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକ ଏବଂ ଗ୍ରାମୀଣ ଶ୍ରମିକମାନଙ୍କ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ସମ୍ପର୍କିତ ତଥ୍ୟ ସୋମବାର ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ଜାରି...

ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ନିଯୁକ୍ତ

ନୂଆଦିଲ୍ଲୀ,୨୪ା୧୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ଙ୍କୁ ଭାରତର ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି)ର ୯ମ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ପୂର୍ବରୁ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ...

ଏକାଧିକ ବିବାହ କରି ୧.୨୫ କୋଟି ଠକେଇ

ଜୟପୁର, ୨୪।୧୨: ରାଜସ୍ଥାନର ଜୟପୁର ପୋଲିସ ସୀମା ଅଗ୍ରୱାଲ ଓରଫ ନିକ୍କି ନାମ୍ନୀ ଜଣେ ଯୁବତୀଙ୍କୁ ରବିବାର ଉତ୍ତରାଖଣ୍ଡର ଡେରାଡୁନ୍‌ରୁ ଗିରଫ କରିଛି। ଲୁଟେରା କନ୍ୟା...

ଭଏସ୍ କଲ୍, ମେସେଜ ପାଇଁ ସ୍ବତନ୍ତ୍ର ପ୍ଲାନ ଆଣିବାକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩ା୧୨: ଟେଲିକମ୍ ରେଗୁଲେଟର ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ (ଟ୍ରାଇ) ସୋମବାର ଶୁଳ୍କ ନିୟମରେ ସଂଶୋଧନ କରିଛି। ଏହା ଅଧୀନରେ ମୋବାଇଲ୍ ସେବା ପ୍ରଦାନକାରୀ...

ବଢ଼ିଲା ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଡୁଆ, ପୁଣି ପୋଲିସ ନିକଟରେ ହାଜର ହେବାକୁ ନୋଟିସ

ହାଇଦ୍ରାବାଦ,୨୩ା୧୨: ହାଇଦ୍ରାବାଦ ପୋଲିସ ସନ୍ଧ୍ୟା ଥିଏଟର ଦଳାଚକଟା ଘଟଣାରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ନୂଆ ସମନ ଜାରି କରିଛି ହାଇଦ୍ରାବାଦ ଚିକ୍କଡପଲ୍ଲୀ ପୋଲିସ। ଘଟଣା ସମ୍ପର୍କରେ...

କୋର୍ଟରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୩ା୧୨: ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ...

କଟକଣା ହଟାଇଲେ କେନ୍ଦ୍ର ସରକାର: ଫେଲ୍‌ ହେଲେ ପରବର୍ତ୍ତୀ ଶ୍ରେଶୀକୁ ଯାଇ ପାରିବେ ନାହିଁ

ନୂଆଦିଲ୍ଲୀ,୨୩।୧୨: ଶିକ୍ଷାର ମାନ ବୃଦ୍ଧି ପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ସୋମବାର ଆଉ ଏକ ନିୟମକୁ କଡ଼ାକଡ଼ି କରିଛନ୍ତି। ଏଣିକି ପଞ୍ଚମ...

ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି! ପୂରା ଖବର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୧୨: ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଛତିଶଗଡ଼ରୁ ଆସିଛି ଏଭଳି ଏକ ସଂଗୀନ ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri