କମ୍ପିଲା ରାଜଧାନୀ, ଆରମ୍ଭ ହେଲା ମୋଦି ଶୋ’

ଭୁବନେଶ୍ୱର,୧୦।୫: ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ ଶୋ’। ଭୁବନେଶ୍ୱର ସ୍ଥିତ ଭାଜପା ରାଜ୍ୟ କାର୍ଯ୍ୟାଳୟରୁ ଆରମ୍ଭ ହୋଇଛି ମୋଦିଙ୍କ ରୋଡ ଶୋ’। ଯାହା ବାଣୀବିହାର ପର୍ଯ୍ୟନ୍ତ ଚାଲିବ। ଏହି ରୋଡ ଶୋ’ରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟ ଭାଜପାର ୨ ବରିଷ୍ଠ ନେତା ସଭାପତି ମନମୋହନ ସାମଲ ଓ ଏମପି ଅପରାଜିତା ଷଡ଼ଙ୍ଗୀ ସାମିଲ ହୋଇଛନ୍ତି।

 

Share