Posted inଜାତୀୟ

ରାଷ୍ଟ୍ରପତିଙ୍କୁ ଭେଟି ସରକାର ଗଠନ ନେଇ ଦାବି ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୭।୬: ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସର ସଂସଦୀୟ ଦଳ ବୈଠକରେ ଶୁକ୍ରବାର ନରେନ୍ଦ୍ର ମୋଦିଙ୍କୁ ଏନ୍‌ଡିଏ ଦଳର ନେତା ଚୟନ କରାଯାଇଛି। ନେତା ଚୟନ ପରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତିଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ। ରାଷ୍ଟ୍ରପତି ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ପ୍ରଦାନ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସରକାର ଗଠନ ନେଇ ରାଷ୍ଟ୍ରପତିଙ୍କଠାରେ ଦାବି ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୯।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଖୁବଶୀଘ୍ର ଭାରତ ଗସ୍ତ କରିବେ। ପୁଟିନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ଖବରକୁ ସୁନିଶ୍ଚିତ କରାଯାଇଛି। ଏହି ଗସ୍ତ ପାଇଁ...

ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ ନେଲେ ବଡ଼ ନିଷ୍ପତ୍ତି, ଅନ୍‌ଲାଇନରେ ଚାଲିବ କୋର୍ଟ

ନୂଆଦିଲ୍ଲୀ,୧୯।୧୧: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ନେଲେ ବଡ଼ ନିଷ୍ପତ୍ତି। ସବୁ କୋର୍ଟଙ୍କୁ ଯଥାସମ୍ଭବ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ। ଭିଡିଓ କନଫରେନ୍ସିଂ...

କେମିକାଲ ଆଳୁ ଖାଉଥିଲେ ସାବଧାନ, ହୋଇପାରେ ସ୍ବାସ୍ଥ୍ୟହାନୀ

ନୂଆଦିଲ୍ଲୀ,୧୯।୧୧: ବର୍ତ୍ତମାନ ସୁଦ୍ଧା ଆପଣ ଅମଳ ବୃଦ୍ଧି, ପନିପରିବା ସତେଜ ରଖିବା, ଲାଉ, କଖାରୁ ଆଦି ଶୀଘ୍ର ବଢିବା ଏବଂ ଫଳ ପାଚିବା ପାଇଁ ରାସାୟନିକ...

ଭାଜପା ନିକଟରେ ‘ବାଣ୍ଟିବା’ ଛଡା ଅନ୍ୟ ବିକଳ୍ପ ନାହିଁ: ମନୋଜ ଝା

ପାଟନା,୧୯।୧୧: ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ନିର୍ବାଚନକୁ ନେଇ ଆରଜେଡି ଏମପି ମନୋଜ ଝା ମଙ୍ଗଳବାର କହିଛନ୍ତି ଯେ ସେଠାରେ ଏକପାଖିଆ ବାତାବରଣ ରହିଛି। ଭାଜପା ସେଠାରେ...

ମହାରାଷ୍ଟ୍ର-ଝାଡ଼ଖଣ୍ଡ ବିଧାନସଭା ପାଇଁ କାଲି ଭୋଟିଂ, ବାହାରିଲେଣି ପୋଲିଂ ପାର୍ଟି

ନୂଆଦିଲ୍ଲୀ,୧୯।୧୧: ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ବ୍ୟତୀତ ଆସନ୍ତାକାଲି ଅର୍ଥାତ୍‌ ବୁଧବାର (୨୦ ନଭେମ୍ବର) ଉପ-ନିର୍ବାଚନ ପାଇଁ ଭୋଟ ମଧ୍ୟ ଅନୁଷ୍ଠିତ ହେବ। ପୋଲିଂ...

ବିଶ୍ୱର ସବୁଠାରୁ ଧନୀ ହିନ୍ଦୁ ମନ୍ଦିରର ନିର୍ଦ୍ଦେଶ ଶୁଣି ଚିନ୍ତାରେ ୩୦୦ କର୍ମଚାରୀ

ତିରୁପତି,୧୯।୧୧: ବିଶ୍ୱର ସବୁଠାରୁ ଧନୀ ହିନ୍ଦୁ ମନ୍ଦିର ଏହାର ବୋର୍ଡରେ କାମ କରୁଥିବା ଅଣ ହିନ୍ଦୁ କର୍ମଚାରୀଙ୍କ ପାଇଁ ଏକ ନୂତନ ଆଦେଶ ଜାରି କରିଛି...

ଏହି ଯୋଜନାରେ ମହିଳାଙ୍କୁ ମିଳିବ ୨୪ହଜାର, ଜାଣନ୍ତୁ କିପରି କରିବେ ଆବେଦନ

ନୂଆଦିଲ୍ଲୀ,୧୯।୧୧: ଭାରତ ସରକାର ଦେଶରେ ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରୁଛନ୍ତି। ସମାଜରେ ମହିଳାଙ୍କ ଅଂଶଗ୍ରହଣ ବୃଦ୍ଧି ପାଇଁ ସରକାର ନୂତନ ଉଦ୍ୟମ କରୁଛନ୍ତି। ବିଶେଷକରି ସରକାର...

‘ଲୋକଙ୍କୁ ବ୍ୟବହାର କରି ତଡ଼ିଦେବା ଭାଜପାର ଚରିତ୍ର’

ନୂଆଦିଲ୍ଲୀ,୧୯।୧୨:ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଅଭିଯାନର ଶେଷ ପର୍ଯ୍ୟାୟରେ ଦଳର ନେତା ଓ ବିରୋଧୀଙ୍କ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏହି ସମୟରେ କଂଗ୍ରେସ ନେତା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri