Posted inଜାତୀୟ

ୟୁନୁସ୍‌ଙ୍କ ଏମିତି ପ୍ରତିଶ୍ରୁତି ଦେଲେ ମୋଦି: ସମ୍ପର୍କ ସୁଦୃଢ ପାଇଁ….

ନୂଆଦିଲ୍ଲୀ,୨୮ା୩:ହିନ୍ଦୁଙ୍କ ପ୍ରତି ହିଂସା ବଢ଼ିବାକୁ ନେଇ ବାଂଲାଦେଶ ସହ ଭାରତର ରାଜନୈତିକ ସମ୍ପର୍କ ଉତ୍ତେଜନାପୂର୍ଣ୍ଣ ରହିଥିବାବେଳେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ନୂଆଦିଲ୍ଲୀର ପ୍ରତିଶ୍ରୁତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୋହରାଇଛନ୍ତି। ବାଂଲାଦେଶ ସ୍ବାଧୀନତା ଦିବସ ଅବସରରେ ମୋଦି ଏହାର ଅନ୍ତରୀଣ ସରକାରର ମୁଖ୍ୟ ଉପଦେଷ୍ଟା ମହମ୍ମଦ ୟୁନୁସ୍‌ଙ୍କୁ ଅଭିନନ୍ଦନ ଜଣାଇବା ଅବସରରେ ଉପରୋକ୍ତ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ବାଂଲାଦେଶର ଜାତୀୟ ଦିବସ ଆମ ମିଳିତ ଇତିହାସ ଏବଂ ବଳିଦାନର ପ୍ରତୀକ, ଯାହା ଆମ ସ୍ଥାୟୀ ଦ୍ୱିପାକ୍ଷିକ ସମ୍ପର୍କର ମୂଳଦୁଆ ପକାଇଥିଲା। ବାଂଲାଦେଶ ମୁକ୍ତି ଯୁଦ୍ଧର ଭାବନା ବିଭିନ୍ନ କ୍ଷେତ୍ରରେ ଆମ ସମ୍ପର୍କକୁ ପ୍ରେରଣା ଏବଂ ମାର୍ଗଦର୍ଶନ ଦେଇଚାଲିଛି ଓ ଉଭୟ ଦେଶର ଲୋକଙ୍କ ପାଇଁ ବାସ୍ତବରେ ଲାଭଦାୟକ ହୋଇଛି । ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ଦିଗରେ ଏହି ସମ୍ପର୍କକୁ ଆହୁରି ସୁଦୃଢ଼ କରିବାକୁ ଆମେ ସଂକଳ୍ପବଦ୍ଧ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପାଣ୍ଡିଆନଙ୍କ ପାଇଁ ଓକିଲାତି କଲେ ନବୀନ, କହିଲେ ‘ତାଙ୍କୁ ବଦନାମ କରିବା ଉଚିତ ନୁହେଁ’

ଭୁବନେଶ୍ୱର,୯।୪: ପୁଣିଥରେ ଭିକେ. ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ ପଟ୍ଟନାୟକ। ”ପାଣ୍ଡିଆନ କେବଳ ଦଳ ପାଇଁ ନୁହେଁ ରାଜ୍ୟ ପାଇଁ ମଧ୍ୟ ଅନେକ କାମ କରିଛନ୍ତି।...

କେନ୍ଦ୍ରମନ୍ତ୍ରୀଙ୍କ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ଗୁଳିକରି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୯।୪: ବୁଧବାର ବିହାରର ଗୟାରେ କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଥିଲା ​​ଯେତେବେଳେ...

ଏୟାର ଇଣ୍ଡିଆ ବିମାନରେ ପରିଚାଳନା ନିର୍ଦ୍ଦେଶକଙ୍କ ଉପରେ ପରିଶ୍ରା କରିଦେଲେ ମଦ୍ୟପ ବ୍ୟକ୍ତି

ନୂଆଦିଲ୍ଲୀ,୯।୪: ଦିଲ୍ଲୀରୁ ବ୍ୟାଙ୍ଗକକ୍ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନରେ ଜଣେ ଭାରତୀୟ ମଦ୍ୟପ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିଶ୍ରା କରିଦେଇଥିବା ଜଣାପଡିଛି। ଏୟାର...

ସରକାରୀ ଶିକ୍ଷାନୁଷ୍ଠାନରେ ନିର୍ଯାତନାର ଶିକାର ହେଉଛନ୍ତି ଛାତ୍ରୀଛାତ୍ର, ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଥିବା ବିଭିନ୍ନ ପ୍ରାଥମିକ ସ୍କୁଲଠାରୁ ହାଇ ସ୍କୁଲ ଯାଏ ବିଭିନ୍ନ ସ୍କୁଲରେ ଛାତ୍ରୀଛାତ୍ର ନିର୍ଯାତନାର ଶିକାର ହେଉଛନ୍ତି।...

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୪: ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଭେଟିଛନ୍ତି। ନର୍ଥ ବ୍ଲକ୍‌ରେ ଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଯାଇ ମୁଖ୍ୟମନ୍ତ୍ରୀ...

ଏଣିକି ଇପିଏଫଓ UAN କାର୍ଯ୍ୟକାରୀ କରିବା ହେଲା ସହଜ, ଆସିଲା ନୂଆ ଫିଚର

ନୂଆଦିଲ୍ଲୀ,୯।୪: ଆଧାର-ଆଧାରିତ ଫେସ୍ ଅଥେଣ୍ଟିକେସନ୍ ଟେକ୍ନୋଲୋଜି (ଏଫଏଟି) ଏହାର ଅତିରିକ୍ତ ସୁରକ୍ଷା ପାଇଁ ପ୍ରତିଷ୍ଠାନଗୁଡ଼ିକ ମଧ୍ୟରେ ଲୋକପ୍ରିୟ ହେବାରେ ଲାଗିଛି। ବର୍ତ୍ତମାନ, କର୍ମଚାରୀ ଭବିଷ୍ୟନିଧି ପାଣ୍ଠି...

ଅସହ୍ୟ ହେଲା ଋଣଭାର, ବିଷ ପିଇ ଜୀବନ ହାରିଲେ ଦମ୍ପତି

ପୁରୁଷୋତ୍ତମପୁର,୯ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ତଥା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ବେଢ଼ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାରରେ...

ଆସିଲା ବଡ଼ ଅପଡେଟ୍‌: ଏଥର ଅକ୍ଷୟ ତୃତୀୟାରେ ବଢିବ ନା କମିବ ସୁନା!

ନୂଆଦିଲ୍ଲୀ,୯।୪: ଆଉ କିଛିଦିନ ପରେ ଅକ୍ଷୟ ତୃତୀୟା। ଏହି ଅବସରରେ ସୁନା କିଣିବାର ପରମ୍ପରା ରହିଛି। ଏବେ ସୁନାଦର ଖସୁଥିବାବେଳେ ସୁନାପ୍ରେମୀମାନେ ଅପେକ୍ଷା କରିଛନ୍ତି। ଯଦି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image