ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିବା ବେଳେ ଜୟ ଶ୍ରୀରାମ ମଧ୍ୟ କହିଛନ୍ତି। ସେ କହିଛନ୍ତି, ପ୍ରଭୁ ରାମଲାଲାଙ୍କ ମନ୍ଦିର ମୋଦି ନିର୍ମାଣ କରିନାହାନ୍ତି, ଆପଣମାନଙ୍କ ଭୋଟ୍‌ ନିର୍ମାଣ କରିଛି। ଜଗନ୍ନାଥ ଭୂମିକୁ ଆପଣମାନଙ୍କ ଆଶୀର୍ବାଦ ପାଇଁ ଆସିଛି। ଏହା ପରେ ମୋଦି କହିଛନ୍ତି, ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ହେବ। ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ଅଛି। ଭାଜପା ସରକାର ଏଥର ଗଠନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Video: ରାଜଧାନୀରେ ନିଶାଶକ୍ତ ଅବସ୍ଥାରେ ଉତ୍ପାତ ହେଉଥିଲେ ମହିଳା

ଭୁବନେଶ୍ୱର,୧୪ା୩: ନିଶା ଖାଇ ଉତ୍ପାତ ହେଲେ ଯୁବତୀ। ରାଜଧାନୀର ରଙ୍ଗୀନ ରାତିରେ ନିଶାଶକ୍ତ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଗୁରୁବାର ବିଳମ୍ବିତ ରାତିରେ ଚନ୍ଦ୍ରଶେଖରପୁରର ଏକ...

ଭୁବନେଶ୍ୱରର ସାଲିଆ ସାହିରେ ବିପୁଳ ପରିମାଣର ଦେଶୀ ମଦ ଜବତ, ୯ ଗିରଫ

ଭୁବନେଶ୍ୱର,୧୪ା୩: ଶୁକ୍ରବାର ଅବକାରୀ ବିଭାଗ ଅଧିକାରୀମାନେ ଭୁବନେଶ୍ୱରର ସାଲିଆ ସାହିରେ ବେଆଇନ ଦେଶୀ ମଦ ଆଡ୍ଡାକୁ ଟାର୍ଗେଟ କରି ଚଢାଉ କରିଛନ୍ତି। ଏକ ସୂଚନା ପାଇ,...

ସକାଳୁ ସକାଳୁ ଥରିଲା ଲଦାଖଠାରୁ ଜମ୍ମୁ-କଶ୍ମୀର ପର୍ଯ୍ୟନ୍ତ

ଜମ୍ମୁ,୧୪।୩: ହୋଲି ଦିନ, ଭାରତର ଉତ୍ତର ଭାଗରେ ଭୋର ସମୟରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା। ଲଦାଖର କାରଗିଲରେ ୫.୨ ତୀବ୍ରତାର ଭୂମିକମ୍ପ ହୋଇଥିଲା। ଏହି...

ରୋଜଭ୍ୟାଲି ଚିଟଫଣ୍ଡ ଦୁର୍ନୀତି: ଖୁବ୍ ଶୀଘ୍ର ନିବେଶକମାନେ ଫେରି ପାଇବେ ଜମା

ଭୁବନେଶ୍ୱର,୧୪ା୩: ଚିଟଫଣ୍ଡ ଫାର୍ମ, ରୋଜଭ୍ୟାଲି ଗ୍ରୁପ୍ ଅଫ୍ କମ୍ପାନୀଜ୍‌ର ଠକ ନିବେଶକମାନେ ଖୁବ୍ ଶୀଘ୍ର ସେମାନଙ୍କର ଟଙ୍କା ଫେରି ପାଇବେ। ଗୁରୁବାର ଭୁବନେଶ୍ୱରସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ...

ଇଭି ଗାଡ଼ି ମାଲିକମାନଙ୍କୁ ସବସିଡିରେ ମିଳିଛି ₹୨୩୨.୪୫ କୋଟି ଟଙ୍କା

ଭୁବନେଶ୍ୱର,୧୪ା୩: ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସବସିଡି ବଣ୍ଟନ ତଥ୍ୟରୁ ଜଣାପଡିଛି ଯେ ଓଡ଼ିଶାରେ ପଞ୍ଜିକୃତ ଇଲେକ୍ଟ୍ରିକ୍ ଯାନ (ଇଭି)...

ଶିକ୍ଷକଙ୍କ ସହ ପ୍ରାତଃ ଭ୍ରମଣ ରୋକିବ ଛାତ୍ର ଆତ୍ମହତ୍ୟା

ନୂଆଦିଲ୍ଲୀ,୧୪ା୩ (ପି.ଟି.): ଦେଶରେ ପ୍ରତିବର୍ଷ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ବଢ଼ିବାରେ ଲାଗିଛି। ପିଲାମାନଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଇବା ଚିନ୍ତାର କାରଣ ହୋଇଥିବାବେଳେ ଏହାକୁ ରୋକିବା...

୨ ପୁଅ, ସ୍ତ୍ରୀଙ୍କ ସହ ଡାକ୍ତରଙ୍କ ଆତ୍ମହତ୍ୟା

ଚେନ୍ନାଇ, ୧୪।୩: ତାମିଲନାଡ଼ୁର ଚେନ୍ନାଇସ୍ଥିତ ଆନ୍ନା ନଗର ଅଞ୍ଚଳରେ ଗୁରୁବାର ଗୋଟିଏ ପରିବାରର ୪ ସଦସ୍ୟ ଆତ୍ମହତ୍ୟା କରିଛନ୍ତି। ଡାକ୍ତର ତଥା ସୋନୋଲୋଜିଷ୍ଟ ବାଲା ମୁରୁଗାନ...

ରୋଶନୀ ନାଦର ମାଲ୍‌ହୋତ୍ରା ଭାରତର ତୃତୀୟ ସବୁଠୁ ଧନୀ

ମୁମ୍ବାଇ, ୧୪।୩: ଭାରତରେ ସବୁଠାରୁ ଧନୀ ବ୍ୟକ୍ତିଙ୍କ ଶ୍ରେଣୀରେ ରୋଶନୀ ନାଦର ମାଲହୋତ୍ରାଙ୍କର ନାମ ଯୋଡ଼ି ହୋଇଛି। ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀ ଏବଂ ବିଲୟନେୟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image