Categories: ଜାତୀୟ

ଅପରାହ୍ନରେ ମୁଖ୍ୟମନ୍ତ୍ରୀମାନଙ୍କୁ ନେଇ ବୈଠକ କରିବେ ମୋଦି

ନୂଆଦିଲ୍ଲୀ,୧୧।୧: ଦେଶରେ କରୋନା ସଂକ୍ରମଣ ବଢିଚାଲିଛି। ଅନେକ ରାଜ୍ୟରେ କୋଭିଡ କଟକଣା ମଧ୍ୟ ଲାଗୁ କରାଯାଇଛି। ଏହାରି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନେଇ ଏକ ବୈଠକ ଡାକିଛନ୍ତି। ଅପରାହ୍ନ ୪ଟା ସମୟରେ ଭର୍ଚ୍ଚୁଆଲ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହେବ। ଶନିବାର ମଧ୍ୟ ମୋଦି କୋଭିଡକୁ ନେଇ ଅଧିକାରୀଙ୍କ ସହ ବୈଠକ କରିଥିଲେ ।

Share