Posted inଜାତୀୟ

ସୋନିଆଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୯।୧୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ତାଙ୍କର ୭୭ ତମ ଜନ୍ମଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ମୋଦି ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି।

ଦୀର୍ଘ ଦିନ ଧରି କଂଗ୍ରେସ ସଭାପତି ଭାବେ କାର୍ଯ୍ୟଭାର ସମ୍ଭାଳିଥିବା ସୋନିଆ ଗାନ୍ଧୀ ସ୍ବାସ୍ଥ୍ୟଗତ କାରଣରୁ ଗତ କିଛି ବର୍ଷ ମଧ୍ୟରେ ସକ୍ରିୟ ରାଜନୀତିରୁ ଟିକେ ଦୂରେଇ ଯାଇଛନ୍ତି ଏବଂ ତାଙ୍କ ପୁଅ ରାହୁଲ ଗାନ୍ଧୀ ଏବଂ ଝିଅ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଂଗ୍ରେସ ଦଳରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶରେ ରହି ଭୋଟ ଦେଇ ପାରିବେ ଭାରତୀୟ? ସଂସଦୀୟ ପ୍ୟାନେଲରେ ରଖାଗଲା ପ୍ରକ୍ସି, ଇ-ବାଲଟର ପ୍ରସ୍ତାବ

ନୂଆଦିଲ୍ଲୀ,୨୭।୩: ଏକ ସଂସଦୀୟ କମିଟି ପ୍ରକ୍ସି ଭୋଟିଂ କିମ୍ବା ଇଲେକ୍ଟ୍ରୋନିକ ବାଲଟ ସିଷ୍ଟମ ମାଧ୍ୟମରେ ଭାରତୀୟ ନାଗରିକତା ଧାରଣ କରିଥିବା ପ୍ରବାସୀ ଭାରତୀୟଙ୍କୁ ଭୋଟ ଅଧିକାର...

Hurun Global Rich List 2025: ବିଶ୍ୱର ଶ୍ରେଷ୍ଠ ୧୦ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଭାରତରୁ କେହି ନାହାନ୍ତି, ଜାଣନ୍ତୁ କେଉଁ ନମ୍ବରରେ ଅଛନ୍ତି ଅମ୍ବାନୀ-ଆଦାନୀ

ନୂଆଦିଲ୍ଲୀ,୨୭।୩: Hurun Global Rich List 2025 ପ୍ରକାଶିତ ହୋଇଛି। ଭାରତର ସବୁଠାରୁ ଧନୀ ବ୍ୟବସାୟୀ ମୁକେଶ ଅମ୍ବାନୀ ଏହି ତାଲିକାର ଶ୍ରେଷ୍ଠ ୧୦ରୁ ବାଦ...

ତୁର୍କି ସିରିଜରେ ନଜର ଆସିଲେ ବିରାଟ କୋହଲି? ଆଖିରୁ ଦାଢି ସବୁ ସମାନ, ଧୋକା ଖାଇଯିବ ଆଖି

ନୂଆଦିଲ୍ଲୀ,୨୭।୩: କୁହାଯାଏ ଯେ ବିଶ୍ୱରେ ସାତ ଜଣ ଲୋକ ଅଛନ୍ତି ଯେଉଁମାନଙ୍କର ମୁହଁ ସମାନ, କିନ୍ତୁ ଏହି ଲୋକମାନେ ମୁହାଁମୁହିଁ ହେବା ବହୁତ କମ। ବେଳେବେଳେ...

‘ମନ୍ତ୍ରୀଙ୍କ କାନ୍ଧରୁ ହାତ ହଟାନ୍ତୁ…’, ରାହୁଲ ଗାନ୍ଧୀଙ୍କ ପରେ ପପୁ ଯାଦବଙ୍କ କ୍ଲାସ ନେଲେ ଓମ ବିର୍ଲା

ନୂଆଦିଲ୍ଲୀ,୨୭।୩: ଲୋକ ସଭା ବାଚସ୍ପତି ଓମ ବିର୍ଲା ଗୁରୁବାର (୨୭ ମାର୍ଚ୍ଚ, ୨୦୨୫) ପୁଣି ଥରେ ଗୃହ ଭିତରେ ଶିଷ୍ଟାଚାର ଉପରେ ପାଠ ପଢ଼ାଇଛନ୍ତି। ଲୋକ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ପ୍ରଶଂସାରେ ପୋତି ପକାଇଲା ଜାତିସଂଘ

ନ୍ୟୁୟର୍କ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସ୍ବାସ୍ଥ୍ୟକର ଭାରତ ମିଶନ’ ଅଧୀନରେ ଦେଶବ୍ୟାପୀ ଚାଲିଥିବା ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଦେଶରେ ବ୍ୟାପକ ପରିବର୍ତ୍ତନ ଆଣିଛି। ସମଗ୍ର ବିଶ୍ୱ...

ଅମିତ ଶାହାଙ୍କ ବଡ଼ ଘୋଷଣା: Ola-Uber-Rapidoକୁ ଚ୍ୟାଲେଞ୍ଜ୍‌ ଦେବ Sahkar Taxi ସର୍ଭିସ୍‌

ନୂଆଦିଲ୍ଲୀ,୨୭।୩: କେନ୍ଦ୍ର ସରକାର ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍‌ଶୀଘ୍ର କୋଅପରେଟିଭ୍‌ ଟ୍ୟାକ୍ସି ସେବା ‘ସହକାର ଟ୍ୟାକ୍ସି’ (Sahkar Taxi Service) ଆରମ୍ଭ ହେବ...

ATM-UPIରୁ ବାହାର କରିପାରିବେ PF ଟଙ୍କା, ଏହି ମାସରୁ ଲାଗୁ ହେବ ନିୟମ

ନୂଆଦିଲ୍ଲୀ,୨୭।୩: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) ମେ ଶେଷ କିମ୍ବା ଜୁନ ୨୦୨୫ ଆରମ୍ଭ ସୁଦ୍ଧା ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛି। ଏହି...

ଆସୁଛି ବଡ଼ ବିପଦ: ୨୦୩୦ ସୁଦ୍ଧା ମୃତ୍ୟୁକୁ ସାମ୍ନା କରିବେ ୩୦ ଲକ୍ଷରୁ ଅଧିକ ଲୋକ, ସତର୍କ କଲେ ବୈଜ୍ଞାନିକ

କାନବେରା/ନୂଆଦିଲ୍ଲୀ,୨୭ା୩: ୨୦୩୦ ସୁଦ୍ଧା ୩୦ ଲକ୍ଷରୁ ଅଧିକ ଲୋକ ମୃତ୍ୟୁର ସାମ୍ନା କରିବେ। ଗୁରୁବାର ସଦ୍ୟ ପ୍ରକାଶିତ ଏକ ଅଧ୍ୟୟନ ଅନୁଯାୟୀ, ବୈଜ୍ଞାନିକମାନେ ସତର୍କ ସୂଚନା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image