ମା’ କାଳୀଙ୍କୁ ମୋଦି ପିନ୍ଧାଇଥିବା ମୁକୁଟ ଚୋରି: ଚୋରଙ୍କୁ ଖୋଜୁଛି ପୋଲିସ

ଢାକା,୧୧।୧୦: ବାଂଲାଦେଶର ସାଥିରାଠାରେ ଅବସ୍ଥିତ ମା’ କାଳୀଙ୍କ ଜେଶେରେଶ୍ୱରୀ ମନ୍ଦିର ବହୁତ ପ୍ରସିଦ୍ଧ। ୨୦୨୧ରେ ପ୍ରଧାନମନ୍ତ୍ରୀ ମୋଦି ବାଂଲାଦେଶ ଗସ୍ତ ସମୟରେ ସେହି ମନ୍ଦିରରେ ଥିବା ମା’ କାଳୀଙ୍କୁ ମୁକୁଟ ଉପହାର କରିଥିଲେ। ଏବେ ସୁନା ଲେପ ଦିଆ ରୂପା ମୁକୁଟ ଚୋରି ମନ୍ଦିରରୁ ଚୋରି ହୋଇଛି। ଏହି ପ୍ରସଙ୍ଗରେ ସ୍ଥାନୀୟ ପୋଲିସ ଅଧିକାରୀ କହିଛନ୍ତି,ଆମେ ଚୋରକୁ ଚିହ୍ନିବା ପାଇଁ ମନ୍ଦିରର ସିସିଟିଭି ଫୁଟେଜ ଯାଞ୍ଚ କରୁଛୁ।

ପ୍ରଧାନମନ୍ତ୍ରୀ ମୋଦି ବାଂଲାଦେଶ ଗସ୍ତ ସମୟରେ ୨୭ ମାର୍ଚ୍ଚ ୨୦୨୧ରେ ଜେଶେରେଶ୍ୱରୀ ମନ୍ଦିର ପରିଦର୍ଶନ କରିଥିଲେ। ସେଦିନ ସେ ଦେବୀଙ୍କ ମସ୍ତକରେ ମୁକୁଟ ପିନ୍ଧାଇଥିଲେ। ଚୋରି ହୋଇଥିବା ମୁକୁଟ ଭକ୍ତମାନଙ୍କ ପାଇଁ ସାଂସ୍କୃତିକ ଏବଂ ଧାର୍ମିକ ମହତ୍ତ୍ୱ ରଖେ। ହିନ୍ଦୁ ପୁରାଣରେ, ଜେଶେରେଶ୍ୱରୀ ମନ୍ଦିର ଭାରତ ଏବଂ ପଡୋଶୀ ଦେଶରେ ବ୍ୟାପିଥିବା ୫୧ ଶକ୍ତିପୀଠ ମଧ୍ୟରୁ ଅନ୍ୟତମ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱୀକାର କଲେ ଜଷ୍ଟିନ ଟ୍ରୁଡୋ, କାନାଡ଼ା ପାଖରେ ନାହିଁ ନିଜ୍ଜାର ହତ୍ୟାର ପ୍ରମାଣ

ନୂଆଦିଲ୍ଲୀ, ୧୬ା୧୦: ବୁଧବାର କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସ୍ୱୀକାର କରିଛନ୍ତି ଯେ କାନାଡା ମାଟିରେ ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ହତ୍ୟାକୁ ନେଇ...

କାନାଡ଼ାର ସାର୍ବଭୌମତ୍ୱକୁ ଉଲ୍ଲଂଘନ କରି ବଡ ଭୁଲ କରିଛି ଭାରତ: ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ, ୧୬ା୧୦: କାନାଡ଼ାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବୁଧବାର ଅଭିଯୋଗ କରିଛନ୍ତି ଯେ, ଭାରତ କାନାଡ଼ାର ସାର୍ବଭୌମତ୍ୱକୁ ଉଲଂଘନ କରି ଏକ ବଡ ଭୁଲ କରିଛି।...

ପାକିସ୍ତାନକୁ ନିଜ ଘରେ ମୁହଁତୋଡ ଜବାବ ଦେଲେ ଜୟଶଙ୍କର: ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୧୬।୧୦: ଭାରତୀୟ ବୈଦେଶିକ ମନ୍ତ୍ରୀ ଜୟଶଙ୍କର ବର୍ତ୍ତମାନ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗଦେବା ପାଇଁ ପାକିସ୍ତାନରେ ଅଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ବିବୃତ୍ତି...

ପାକିସ୍ତାନରେ ମର୍ନିଂ ଓ୍ବାକ୍‌ କଲେ ଏସ ଜୟଶଙ୍କର: ଫଟୋ ଶେୟାର କରି କହିଲେ…

ଇସଲାମାବାଦ୍‌,୧୬।୧୦: ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀ (ଏସ୍‌ସିଓ)ରେ ଯୋଗଦେବା ପାଇଁ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଆଜିକାଲି ପାକିସ୍ତାନ ଗସ୍ତରେ ଅଛନ୍ତି। ବିଭିନ୍ନ ଦେଶର...

ଶତ୍ରୁତା ପରେ ବି ପାକିସ୍ତାନରୁ ଅନେକ ଜିନିଷ କିଣୁଛି ଭାରତ, ପ୍ରତି ଘର ପାଇଁ ଆବଶ୍ୟକ…

ନୂଆଦିଲ୍ଲୀ/ଇସଲାମାବାଦ,୧୬।୧୦: ୨୦୧୯ରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାଣିଜ୍ୟ ସମ୍ପର୍କ ସ୍ଥଗିତ ରହିଛି। ଅଗଷ୍ଟ ୫, ୨୦୧୯ରେ ଭାରତ ସରକାର ଜମ୍ମୁ କଶ୍ମୀରରୁ ଧାରା ୩୭୦...

ଜୟଶଙ୍କର ପହଞ୍ଚିବାର କିଛି ଘଣ୍ଟା ବଦଳିଗଲା ପାକିସ୍ତାନର ସ୍ବର

ଇସଲାମାବାଦ୍‌,୧୬।୧୦: ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀରେ ଯୋଗଦେବା ପାଇଁ ଇସ୍‌ଲାମାବାଦ ଯାଇଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ...

ଭାରତ ସରକାରଙ୍କ ଏଜେଣ୍ଟ ସହ ବିଷ୍ଣୋଇ ଗ୍ୟାଙ୍ଗ୍‌ ସମ୍ପୃକ୍ତ: କାନାଡା ପୋଲିସ

ଓଟ୍ଟାଓ୍ବା,୧୬ା୧୦: ଦକ୍ଷିଣ ଏସୀୟ ସମ୍ପ୍ରଦାୟ ବିଶେଷ ଭାବେ ଖଲିସ୍ତାନୀ ତତ୍ତ୍ୱଙ୍କୁ ଟାର୍ଗେଟ କରିବା ପାଇଁ ଭାରତର ସରକାରୀ ଏଜେଣ୍ଟଗୁଡ଼ିକ ଅପରାଧୀମାନଙ୍କୁ ବ୍ୟବହାର କରୁଥିବା କାନାଡା ପୋଲିସ...

୨୦୩୫ ସୁଦ୍ଧା ଚନ୍ଦ୍ରରେ ମହାକାଶ କେନ୍ଦ୍ର ନିର୍ମାଣ କରିବ ଚାଇନା

ବେଜିଂ,୧୬ା୧୦:ଚନ୍ଦ୍ରରୁ ମାଟି ନମୁନା ଆଣିବା ପରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମିଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଚାଇନା। ୨୦୫୦ ସୁଦ୍ଧା ଚାଇନା ପକ୍ଷରୁ ମାନବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri