ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ଏମ୍‌ପି ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଧାୟକ ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଥିଲେ। ତେବେ ଏହା ଭିତରେ ସମ୍ବିତ ପାତ୍ରଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଥିରେ ସେ କହିଛନ୍ତି, ମୋଦିଙ୍କୁ ଦେଖିବା ପାଇଁ ଲକ୍ଷାଧିକ ଲୋକଙ୍କ ଭିଡି ଜମିଛି। ମୋଦିଙ୍କ ଭକ୍ତ ଜଗନ୍ନାଥ। ଆମେ ସବୁ ମୋଦିଙ୍କ ପରିବାର ଜନ। ଏ ଅଦ୍ଭୁତ ଦୃଶ୍ୟ ଦେଖି ମୁଁ ଭବାପ୍ରବଣ। ମୋତେ ଲାଗୁଛି ସବୁ ଓଡ଼ିଆଙ୍କୁ ପାଇଁ ଆଜି ଗୋଟେ ବିଶେଷ ଦିନ। ସମ୍ବିତଙ୍କ ଏହି ଭାଇରାଲ ଭିଡିଓକୁ ନେଇ ଲୋକେ ତାଙ୍କୁ ଟାର୍ଗେଟ୍‌ କରୁଛନ୍ତି।
ସିଂହଦ୍ୱାର ସାମ୍ନାରୁ ମେଡିକାଲ ଛକ ପର୍ଯ୍ୟନ୍ତ ରୋଡ ଶୋ’ କରିଥିଲେ ପ୍ରଧାନମନ୍ତ୍ରୀ। ମୋଦିଙ୍କ ରୋଡ ଶୋ’ରେ ଲୋକଙ୍କ ପ୍ରବଳ ଭିଡ ଜମିଥିଲା। ଦୁଇ ପାର୍ଶ୍ୱରେ ଉପସ୍ଥିତ ଲୋକଙ୍କ ଅଭିବାଦନ ଗ୍ରହଣ କରିଥିଲେ ମୋଦି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri