ସଚ୍ଚୋଟ ଟିକସଦାତାଙ୍କୁ ମୋଦିଙ୍କ ନୂଆ ଉପହାର

ନୂଆଦିଲ୍ଲୀ, ୧୩।୮: ଦେଶର ସଚ୍ଚୋଟ ଟିକସଦାତାଙ୍କୁ ସମ୍ମାନୀତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ ନୂଆ ପ୍ଲାଟଫର୍ମର ଲୋକାର୍ପଣ କରିଛନ୍ତି। ଟିକସ ବ୍ୟବସ୍ଥାରେ ସଚ୍ଛତା ବଜାୟ ରଖିତ୍ବା ଲାଗି ଏହି ପ୍ଲାଟଫର୍ମ ଉପଯୋଗୀ ହୋଇପାରିବ। ଏହାକୁ ‘ସଚ୍ଛ କର: ସଚ୍ଚୋଟଙ୍କୁ ସମ୍ମାନ’(ଟ୍ରାନ୍ସପେରେଣ୍ଟ ଟ୍ୟାକ୍ସେ୍‌ଶନ୍‌: ଅନରିଙ୍ଗ୍‌ ଦି ଅନେଷ୍ଟ) ଭାବେ ନାମିତ କରାଯାଇଛି। ଏହି ପ୍ଲାଟଫର୍ମ ପ୍ରଚଳିତ ଟିକସ ବ୍ୟବସ୍ଥାକୁ ଅଧିକ ସହଜ କରିବାକୁ ସକ୍ଷମ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହା ଦ୍ୱାରା ସିମ୍‌ଲେସ୍‌, ଫେସ୍‌ଲେସ୍‌ ଏବଂ ପେନ୍‌ଲେସ୍‌ ଭାବେ ଟିକସ ପୈଠ କରାଯାଇ ପାରିବ। ନୂତନ ପ୍ଲାଟଫର୍ମରେ ଫେସଲେସ ଆସେସମେଣ୍ଟ୍‌,ଅପିଲ ଏବଂ ଟିକସଦାତା ଚାଟର୍ର୍‌ ଭଳି ପ୍ରମୁଖ ସଂସ୍କାରଗୁଡ଼ିକୁ ଅନ୍ତର୍ଭୁକ୍ତ କରାଯାଇଛି। ଏହା ଦ୍ୱାରା ଟିକସ ସମ୍ବନ୍ଧୀୟ ମାମଲାଗୁଡ଼ିକର ଅନୁସନ୍ଧାନ ଏବଂ ଆବେଦନ ଫେସ୍‌ଲେସ୍‌ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେପ୍ଟେମ୍ବର ୨୫ରୁ ଏହି ନୂଆ ପ୍ଲାଟଫର୍ମ କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

SBIର ‘ହର ଘର ଲକ୍ଷପତି’ ଯୋଜନା କ’ଣ? ମିଳୁଛି ମୋଟା ଅଙ୍କର ସୁଧ, କିଏ କରିପାରିବେ ନିବେଶ, ଜାଣନ୍ତୁ ସବୁକିଛି…

ନୂଆଦିଲ୍ଲୀ,୧୦।୧: କିଛିଦିନ ପୂର୍ବେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ‘ହର ଘର ଲକ୍ଷପତି’ ଯୋଜନା ଆରମ୍ଭ କରିଛି। ଏହା ଏକ RD ଯୋଜନା, ଯେଉଁଥିରେ ଛୋଟ ରାଶି...

ଯେଉଁମାନେ ଉପକୃତ ହୋଇ ସାରିଛନ୍ତି ସେମାନଙ୍କୁ ସଂରକ୍ଷଣରୁ ବାଦ ଦେବା ଉଚିତ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦।୧: ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି ଯେ ଅନୁସୂଚିତ ଜାତି (SC) ଏବଂ ଅନୁସୂଚିତ ଜନଜାତି (ST) ର ଯେଉଁମାନେ ସଂରକ୍ଷଣ ସୁବିଧା ପାଇଛନ୍ତି ଏବଂ ଅନ୍ୟମାନଙ୍କ...

ଟ୍ରମ୍ପଙ୍କ ଶପଥଗ୍ରହଣ ଉତ୍ସବକୁ ଜିନ୍‌ପିଙ୍ଗଙ୍କୁ ସ୍ବତନ୍ତ୍ର ନିମନ୍ତ୍ରଣ, ହେଲେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କାହିଁକି ନୁହେଁ? ଜାତୀୟ ରାଜନୀତିରେ ଚର୍ଚ୍ଚା ବଢ଼ିଲା… 

ନୂଆଦିଲ୍ଲୀ,୧୦।୧: ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବରେ ଜାନୁଆରୀ ୨୦ରେ ଶପଥ ନେବେ। ଟ୍ରମ୍ପ ତାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା...

ଏମିତି ବି ଆସେ ମୃତ୍ୟୁ: ସ୍କୁଲରେ ହେଲା ହୃଦ୍‌ଘାତ, ୮ ସେକେଣ୍ଡ ମଧ୍ୟରେ ଚାଲିଗଲା ୩ୟ ଶ୍ରେଣୀ ଛାତ୍ରୀଙ୍କ ଜୀବନ

ଅହମ୍ମଦାବାଦ,୧୦।୧: ଗୁଜରାଟର ଅହମ୍ମଦାବାଦରେ ଏକ ଦୁଃଖଦ ଘଟଣା ଘଟିଛି। ସ୍କୁଲ ପରିସରରେ ଜଣେ ଛାତ୍ରୀ ହୃଦଘାତରେ ପ୍ରାଣ ହରାଇଛନ୍ତି। ଏହାର ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିବା...

ଆଶ୍ଚର୍ଯ୍ୟ, ହେଲମେଟ ନ ପିନ୍ଧି ଚାଲିବାରୁ ବ୍ୟକ୍ତିଙ୍କର ୩୦୦ ଟଙ୍କା ପୋଲିସ କାଟିଲା ଜୋରିମାନା

ମଧ୍ୟପ୍ରଦେଶ,୧୦।୧: ମଧ୍ୟପ୍ରଦେଶ ପନ୍ନା ଜିଲାରୁ ଏକ ଅଜବ-ଗଜବ ମାମଲା ସାମ୍ନାକୁ ଆସିଛି। ରାସ୍ତାରେ ଚାଲି ଚାଲି ଯାଉଥିବା ଜଣେ ବ୍ୟକ୍ତି ହେଲମେଟ ନ ପିନ୍ଧିଥିବାରୁ ପୋଲିସ...

କେନ୍ଦ୍ର ସରକାରଙ୍କ ସହ ମିଶି କାମ କରିବାକୁ ରାଜି ହେଲେ ହେମନ୍ତ ସୋରେନ

ରାଞ୍ଚି,୧୦।୧: ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ଜି. କିଶନ ରେଡ୍ଡୀଙ୍କ ଉପସ୍ଥିତିରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ଏକ ବୈଠକରେ, ମୁଖ୍ୟମନ୍ତ୍ରୀ...

କିଏ ସେହି ବ୍ୟକ୍ତି ଯିଏ ପ୍ରଧାନମନ୍ତ୍ରୀଙ୍କୁ ତୁ ବୋଲି ସମ୍ବୋଧନ କରନ୍ତି, ମୋଦି କହିଲେ ଏବେ ଏମିତି ମୋତେ ଡାକିବାକୁ କେହି…

ନୂଆଦିଲ୍ଲୀ,୧୦ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ପଡ୍‌କାଷ୍ଟରେ ତାଙ୍କ ପିଲାଦିନ ଏବଂ ପିଲାଦିନର ବନ୍ଧୁମାନଙ୍କ ବିଷୟରେ କିଛି କଥା ଶେୟାର କରିଛନ୍ତି। ସେ କହିଛନ୍ତି, ଏବେ...

ଉଦ୍‌ଯାପନୀ ସମାରୋହରେ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍‌ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri