Posted inଖେଳ

ନୋଏଡାର ପୂଜାଙ୍କୁ ଦେଖି ‘ବୋଲ୍ଡ’ ହୋଇଯାଇଥିଲେ ଏହି କ୍ରିକେଟର; ଭିନ୍ନ ଧର୍ମର ସତ୍ତ୍ୱେ…

ନୂଆଦିଲ୍ଲୀ,୬।୮: ଭାରତୀୟ ଦଳର ପୂର୍ବ ଅଲରାଉଣ୍ଡର ମହମ୍ମଦ କୈଫ ଦେଶର ଖ୍ୟାତନାମା କ୍ରିକେଟରଙ୍କ ମଧ୍ୟରୁ ଜଣେ। ସେ ଦଳ ପାଇଁ ଅନେକ ଶ୍ରେଷ୍ଠ ପାଳି ଖେଳିଛନ୍ତି। ବିଶେଷକରି ସେ ନିଜର ଫିଲ୍ଡିଂକୁ ନେଇ ପରିଚିତ ଥିଲେ। ଏବେ କ୍ରିକେଟରୁ ସେ ଦୂରେଇ ଯାଇଥିଲେ ହେଁ ଅନେକ ସମୟରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସେଥିରୁ ଗୋଟିଏ ହେଲା ତାଙ୍କର ଲଭ୍‌ ଲାଇଫ୍‌।

୨୦୧୧ରେ ପୂଜା ଯାଦବଙ୍କୁ ବିବାହ କରିଥିଲେ କୈଫ। ସେ ଜଣେ ସାମ୍ବାଦିକା ଥିବା ବେଳେ ଦିଲ୍ଲୀରେ କାମ କରୁଥିଲେ। ଉଭୟଙ୍କ ପ୍ରେମକାହାଣୀ ବେଶ ନିଆରା। ବନ୍ଧୁମାନଙ୍କ ଯୋଗୁ ପରସ୍ପରକୁ ଭେଟିଥିଲେ ସେମାନେ। ଏକ ପାର୍ଟିରେ କୈଫଙ୍କ ବନ୍ଧୁ ପୂଜାଙ୍କ ସହ ତାଙ୍କ ପରିଚୟ କରାଇ ଦେଇଥିଲେ। ପ୍ରଥମ ଦେଖାରୁ ପୂଜାଙ୍କୁ ପସନ୍ଦ କରିନେଇଥିଲେ କୈଫ। ତାଙ୍କୁ ଭେଟି ବେଶ୍‌ ଖୁସିରେ ରହୁଥିଲେ ସେ। ଏହି ସମୟରେ ଉଭୟଙ୍କର ବନ୍ଧୁତା ହୋଇଥିଲା। ଧିରେ ଧିରେ ସେମାନେ ପରସ୍ପରକୁ ଭେଟିଥିଲେ। ଶେଷରେ କୈଫଙ୍କ ପ୍ରେମରେ ପଡ଼ିଥିଲେ ପୂଜା। ଚାରି ବର୍ଷ ଧରି ସେମାନେ ପରସ୍ପରକୁ ଡେଟ୍‌ କରିବା ପରେ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri