Posted inଖେଳ

ଗୋଟିଏ ଓଭରରେ ବଡ଼ କାରନାମା କଲେ ମହମ୍ମଦ ସିରାଜ୍‌

ସିଡନୀ,୪।୧: ସିଡନୀ ଟେଷ୍ଟର ପ୍ରଥମ ଇନିଂସରେ ମହମ୍ମଦ ସିରାଜ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ସେ ଗୋଟିଏ ଓଭରରେ ଦୁଇ ଜଣ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରି ପଞ୍ଚମ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ଦୃଢ ସ୍ଥିତିକୁ ନେବାରେ ସାହାଯ୍ୟ କରିଥିଲେ। ବିଶେଷକରି ଟ୍ରାଭିସ ହେଡଙ୍କ ଉଇକେଟ ନେବା ପରେ ସେ ସେଲିବ୍ରେଶନ ପାଳନ କରୁଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି। ସେ ଗୋଟିଏ ଓଭରରେ ସାମ କନଷ୍ଟାସ ଏବଂ ଟ୍ରାଭିସ ହେଡଙ୍କ ଉଇକେଟ ନେଇଥିଲେ।

କନଷ୍ଟାସଙ୍କ ଉଇକେଟ ଯିବା ପରେ ଟିମ ଇଣ୍ଡିଆ ସିରାଜ୍‌ ଜୋରରେ ପାଟି କରୁଥିବା ଦେଖିବାକୁ ମିଳିଥିଲା। କାରଣ ଜସପ୍ରୀତ ବୁମ୍‌ରା ଏବଂ ସାମ କନଷ୍ଟାସଙ୍କ ମଧ୍ୟରେ ବିତର୍କ ସିଡନୀ ଟେଷ୍ଟର ପ୍ରଥମ ଦିନରେ ପଡ଼ିଆରେ ପରିବେଶକୁ ଗରମ କରିଦେଇଥିଲା। ଏହା ପରେ ଟ୍ରାଭିସ ହେଡ ପଡ଼ିଆକୁ ଆସି ତାଙ୍କ ଇନିଂସର ଦ୍ୱିତୀୟ ବଲରେ ଚୌକା ମାରିଥିଲେ। କିନ୍ତୁ ପରବର୍ତ୍ତୀ ବଲରେ କେ.ଏଲ ରାହୁଲ ହେଡ ସ୍ଲିପରେ ଧରାପଡିଥିଲେ। ହେଡ ମାତ୍ର ୪ ରନ ସ୍କୋର କରିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ ଯାତ୍ରାରେ ଏଥର ବାଣ ମନା

ପୁରୀ,୧୮ା୪: ଚଳିତବର୍ଷ ପୁରୀ ଚନ୍ଦନ ଯାତ୍ରାରେ ବାଣ ବ୍ୟବହାର ହୋଇପାରିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଶୁକ୍ରବାର ସୂଚନା ଦେଇଛନ୍ତି। ଭକ୍ତ...

ନଦୀରେ ନାହିଁ ବାଲି, ଗଛଲତାରେ ଭରିଗଲାଣି

ଭଞ୍ଜନଗର,୧୮ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ ଅଧିକ୍ଷଣଯନ୍ତ୍ରୀଙ୍କ ଅଧୀନରେ ଥିବା ଅନେକ ନଦୀରେ ଗଛ ପୂର୍ଣ୍ଣ ହୋଇଯାଉଛି। ବର୍ଷବର୍ଷ ଧରି କାଶତଣ୍ଡୀ ଫୁଲର...

ତାଣ୍ଡବ ରଚିଲା କାଳବୈଶାଖୀ, ଉପୁଡ଼ିଲା ବଡ଼ବଡ଼ ଗଛ

ଝରିଗାଁ,୧୮ା୪(କିଶୋର ଚନ୍ଦ୍ର ମଣ୍ଡଳ): କାଳବୈଶାଖୀ ପ୍ରଭାବରେ ଝରିଗାଁ ସଦରମହକୁମାସ୍ଥିତ ଶିରାଗୁଡ଼ା ସାହିଠାରେ ଗଛ ଉପୁଡ଼ି ରାସ୍ତା ଉପରେ ପଡ଼ି ଯାତାୟାତ ବାଧାପ୍ରାପ୍ତ ହୋଇଛି। ଫଳରେ ଏହି...

ଜିଲାସ୍ତରୀୟ ଚେସ୍‌ ପ୍ରତିଯୋଗିତା ଆରମ୍ଭ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ): ଭବାନୀପାଟଣା ତାରିଣୀ ମନ୍ଦିର ରୋଡ ସ୍ବାମୀ ବିବେକାନନ୍ଦ ପବ୍ଲିକ ସ୍କୁଲଠାରେ ଶୁକ୍ରବାର କଳାହାଣ୍ଡି ଜିଲାସ୍ତରୀୟ ଚେସ୍‌ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। କଳାହାଣ୍ଡି...

ଘର ପୋଡି କ୍ଷତିଗ୍ରସ୍ତଙ୍କୁ ମିଳିଲା ସହାୟତା

ଧରାକୋଟ,୧୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକର ବାହାରପୁର ପଞ୍ଚାୟତର ଡାକିବଜା ଗ୍ରାମରେ ଶଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟି ୧୦ଟି ପରିବାରର ୧୧...

ଘରର ଛପର ଉଡ଼ାଇ ନେଲା କାଳବୈଶାଖୀ, ବାସହରା ପରିବାର

ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ/ବିପିନ ଦାସ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ପଣସଡିହା ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି, ପବନ...

ଭାଉଜଙ୍କ ସୁନା ଗହଣା ଚୋରି କରିବା ଦିଅରଙ୍କୁ ପଡ଼ିଲା ମହଙ୍ଗା

ଜୟପୁର,୧୮।୪ (ପବନ ପାଣିଗ୍ରାହୀ): ଭାଉଜଙ୍କ ସୁନା ଗହଣା ଚୋରି ଅଭିଯୋଗରେ ଜୟପୁର ସଦର ପୋଲିସ ଦିଅରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ...

Dream11: ଆପଣ ବି ଅନଲାଇନ ଗେମ୍‌ ଖେଳି ଜିତିପାରିବେ ୩କୋଟି ଟଙ୍କା ଆଉ ମହିନ୍ଦ୍ରା ଥାର୍‌, ଜାଣନ୍ତୁ ଟ୍ରିକ୍‌

ଆଜିର ଡିଜିଟାଲ ଯୁଗରେ ଅନଲାଇନ ଫ୍ୟାନ୍ଟାସି ସ୍ପୋର୍ଟସ ଗେମ ଭାରତରେ ବେଶ ଲୋକପ୍ରିୟ ହୋଇଛି। ତେବେ Dream11 ଡ୍ରିମ ୧୧ ହେଉଛି ଏକ ଏପରି ପ୍ଲାଟଫର୍ମ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image