ମନରେଗା ଯୋଜନାରେ ପଞ୍ଜିକୃତ ହେଲେ ମହମ୍ମଦ ଶାମିଙ୍କ ଭଉଣୀ, ଭିଣୋଇ: ରିପୋର୍ଟ

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦଳର ଦ୍ରୁତ ବୋଲର ମହମ୍ମଦ ଶାମି ଭଉଣୀ ଏବଂ ଭିଣୋଇ କେନ୍ଦ୍ର ସରକାରଙ୍କ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଅଧୀନରେ ପଞ୍ଜିକୃତ ହୋଇ ମଜୁରୀ ଗ୍ରହଣ କରିଥିବା ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦାବି କରାଯାଇଛି ଯେ, ୨୦୨୧ରୁ ୨୦୨୪ ମଧ୍ୟରେ ଶାମୀଙ୍କ ଭଉଣୀ ଶାବିନା ଏହି ଯୋଜନା ଅଧୀନରେ ଏକ ଶ୍ରମିକ ଭାବେ ପଞ୍ଜିକୃତ କରି ଟଙ୍କା ଗ୍ରହଣ କରିଥିଲେ। ତେବେ ଏହି ଖବର ବିଷୟରେ ଶାମିଙ୍କ ପରିବାର ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

ନିକଟରେ ଶେଷ ହୋଇଥିବା ଚାମ୍ପିୟନ୍ସ ଟ୍ରଫି ଫାଇନାଲ ମୁକାବିଲାରେରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଶାମି ଏକ ନିଆରା ରେକର୍ଡ ନିଜ ନାମରେ ସାମିଲକ କରିଥିଲେ। ଏହି ଟୁର୍ଣାମେଣ୍ଟରେ ଭାରତ ପାଇଁ ମିଳିତ ଭାବେ ସର୍ବାଧିକ ଉଇକେଟ ନେଇଥିବା ଶାମି କିନ୍ତୁ ଫାଇନାଲ ମୁକାବିଲାରେ ଅଧିକ ରନ୍ ବ୍ୟୟ କରିଥିଲେ। ୯ ଓଭର ବୋଲିଂ କରି ଶାମି ୭୪ ରନ୍ ବ୍ୟୟରେ ମାତ୍ର ଗୋଟିଏ ଉଇକେଟ ପାଇଥିଲେ। ଏଥିସହିତ ଶାମି ଦ୍ୱିତୀୟ ସର୍ବାଧିକ ରନ୍ ବ୍ୟୟ କରିଥିବା ବାହାରତୀୟ ବୋଲର ହୋଇଥିଲେ। ପୂର୍ବରୁ ୨୦୧୩ରେ ଉମେଶ ଯାଦବ ୭୫ ରନ୍ ବ୍ୟୟରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RSS ପ୍ରତିଷ୍ଠାତା ହେଡ୍‌ଗଓ୍ବୋରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ମୋହନ ଭାଗବତଙ୍କୁ ଭେଟିଲେ

ନାଗପୁର,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନାଗପୁର ଗସ୍ତରେ ଅଛନ୍ତି। ସେ ଆରଏସ୍‌ଏସ୍‌ ମୁଖ୍ୟାଳୟରେ ପହଞ୍ଚିବା ପରେ ସ୍ମୃତି ମନ୍ଦିରରେ ସଂଘର ପ୍ରତିଷ୍ଠାତା ଡକ୍ଟର କେ...

ମାଗଣାରେ କେମିତି କରିବେ Ghibli style AI portraits, ଚୁଟକିରେ କରିଦେବ Grok

ଟେସଲା ଏବଂ ସ୍ପେସଏକ୍ସର ସିଇଓ ଏଲନ ମସ୍କ ଚାଟଜିପର ଅବସ୍ଥା ଆହୁରି ଖରାପ କରିବାକୁ ଅଣ୍ଟା ଭିଡିଲେଣି। ସମ୍ପ୍ରତି, ମସ୍କ ପ୍ଲାଟଫର୍ମରେ ଲୋକପ୍ରିୟ ଆନିମେସନ ଷ୍ଟୁଡିଓ...

Ghibli ଚୋରାଉଛି କି ଆପଣଙ୍କ ଚେହେରା? ଅରବ ଡଲାରରେ ବିକ୍ରି ହେଉଛି…

ନୂଆଦିଲ୍ଲୀ,୩୦।୩: ଆଜିକାଲି, ସୋସିଆଲ ମିଡିଆ OpenAIର ChatGPT 4.o ବ୍ୟବହାର କରି ସୃଷ୍ଟି ହୋଇଥିବା ଘିବଲି ଫୋଟ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଫେସବୁକ,...

Earthquake in Myanmar: ୨୪ଘଣ୍ଟାରେ ୧୫ଥର ଭୂକମ୍ପ, ଚାରିଆଡେ ଧ୍ୱସଂଲୀଳା

ବ୍ୟାଙ୍କକ୍‌/ନୂଆଦିଲ୍ଲୀ,୩୦ା୩: ମ୍ୟାନ୍‌ମାର ଏବଂ ଥାଇଲାଣ୍ଡରେ ସଂଘଟିତ ପ୍ରଳୟଙ୍କରୀ ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ଘଟିବା ସହ ମୃତ୍ୟୁସଂଖ୍ୟା ୧,୬୦୦ ଟପିଛି। ବିଲ୍ଡିଂଗୁଡ଼ିକର ଭଗ୍ନାବଶେଷ ତଳୁ ଅଧିକ ସଂଖ୍ୟାରେ...

ରାସ୍ତାରେ ପ୍ଲାକାର୍ଡ ଧରି ସ୍ବାମୀଙ୍କ ପ୍ରତିବାଦ: ସ୍ତ୍ରୀ, ବୟଫ୍ରେଣ୍ଡଙ୍କଠାରୁ ଜୀବନ ପ୍ରତି ବିପଦ ରହିଛି…

ଗ୍ବାଲିୟର, ୩୦।୩: ମଧ୍ୟପ୍ରଦେଶ ଗ୍ଲାଲିୟର ଜିଲାର ଅମିତ କୁମାର ସେନ୍‌ଙ୍କୁ ହତ୍ୟା ଭୟ ଘାରିଛି। ତାଙ୍କ ସ୍ତ୍ରୀଙ୍କର ୪ ଜଣ ବୟଫ୍ରେଣ୍ଡ ଅଛନ୍ତି। ରାହୁଲ ବାଥମ...

ମୁମ୍ବାଇକୁ ହରାଇ ଗୁଜରାଟର ପ୍ରଥମ ବିଜୟ

ଅହମଦାବାଦ,୨୯।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶନିବାର ଅନୁଷ୍ଠିତ ମ୍ୟାଚରେ ଗୁଜରାଟ ଟାଇଟନ୍ସ ୩୬ ରନ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ସାଇ ସୁଦର୍ଶନଙ୍କ ଅର୍ଦ୍ଧଶତକ ସହାୟତାରେ...

ସୌଦି ଆରବରେ ଦେଖାଗଲା ଇଦ ଚାନ୍ଦ, ଜାଣନ୍ତୁ ଭାରତରେ କେବେ ପାଳନ ହେବ ଇଦ-ଉଲ-ଫିତର

ରିୟାଦ/ନୂଆଦିଲ୍ଲୀ,୨୯।୩: ସୌଦି ଆରବରେ ଶନିବାର (୨୯ ମାର୍ଚ୍ଚ, ୨୦୨୫) ଇଦର ଚାନ୍ଦ ଦେଖାଯାଇଛି। ଏବେ ଏହି ପର୍ବ ସୌଦିରେ ୩୦ମାର୍ଚ୍ଚରେ ପାଳନ କରାଯିବ। ଭାରତରେ ଇଦ...

ରୋହିତ ଶର୍ମାଙ୍କ ବଡ଼ ବୟାନ, ଟିମ୍‌ର ଖେଳାଳିଙ୍କ ପାଇଁ କଲେ ଏମିତି ଡିମାଣ୍ଡ

ନୂଆଦିଲ୍ଲୀ,୨୯।୩: ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି ଯେ ଗତ ନଅ ମାସ ଧରି କ୍ରିକେଟର ଉତ୍ଥାନ-ପତନ ସତ୍ତ୍ୱେ ତାଙ୍କ ଦଳ ସଫଳତା ହାସଲ କରିବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image