ମୋ ସ୍କୁଲ ଅଭିଯାନ ନାଁ ବଦଳାଇଲେ ମୋହନ ସରକାର, ରଖିଲେ ଏହି ନୂଆ ନାଁ

ଭୁବନେଶ୍ୱର,୧୪।୯: ଗଣଶିକ୍ଷା ବିଭାଗର ମୋ ସ୍କୁଲ ଅଭିଯାନ ନାଁ ବଦଳିଲା। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି।

ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ ସ୍କୁଲ ନାଁକୁ ବଦଳରେ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ହେବ ବୋଲି ଘୋଷଣା କରିଥିଲେ। ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ବ୍ୟୟବରାଦ ହୋଇଥିଲା।

ଚଳିତ ବଜେଟରେ ବିଜେଡି ସରକାରର ବହୁଚର୍ଚ୍ଚିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ପରିବର୍ତ୍ତନ ହୋଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ହୋଇଛି । ସେହିପରି ବିଜୁ ସେତୁର ନାଁ ବଦଳାଇ ‘ସେତୁ ବନ୍ଧନ’ ଯୋଜନା, ମୋ ସ୍କୁଲର ନାଁ ବଦଳାଇ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’, ଲକ୍ଷ୍ମୀ ଯୋଜନାର ନାଁ ‘ଗ୍ରାମାଞ୍ଚଳ ପରିବହନ’ ଯୋଜନା, ଆମ ଓ ନବୀନ ଓ ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓ କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ-କିଷାନ’ ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ଘୋଷଣା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ...

ବ୍ରିଜ୍‌ ଉପରେ ସ୍କୁଟି, ମୋବାଇଲ, ଆଧାରକାର୍ଡ ରଖି ଭରାନଦୀକୁ ଡେଇଁଲେ ଅଙ୍ଗନଓ୍ବାଡ଼ି ସୁପରଭାଇଜର

ଯାଜପୁର ସଦର,୧୯ା୯(ସମୟ ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ନଦୀକୁ ଡେଇଁ କୁଆଖିଆ ଥାନା ଅନ୍ତର୍ଗତ ଶ୍ରିବନ୍ତପୁର ଅଞ୍ଚଳର ମନ୍ଦାକିନୀ ସାମଲ...

ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁମାନେ ସୁଭଦ୍ରା ପାଇନାହାନ୍ତି ସେମାନଙ୍କୁ…

ଭୁବନେଶ୍ୱର,୧୯।୯: ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର...

ଭୁଟାନ ଆପଣାଇବ ବିଏମ୍‌ସି ମଡେଲ

ଭୁବନେଶ୍ୱର,୧୯ା୯ (ଅନୁରାଧା ମହାରଣା): ଭୁଟାନର ଏକ ପ୍ରତିନିଧି ଦଳ ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞମାନେ...

ମେଜରଙ୍କୁ ଦୁର୍ବ୍ୟବହାର ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି, କହିଲେ କାହାରିକୁ ବି…

ଭୁବନେଶ୍ୱର,୧୯ା୯: ରାସ୍ତାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାର ତଦନ୍ତ ହେବ ବୋଲି ଗୁରୁବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଓ୍ବାଇବି ଖୁରାନିଆ।...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସବୁ ଜିଲାରେ ହେବ…

ଭୁବନେଶ୍ୱର,୧୯।୯: ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri