ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ, ସରକାର ଗଠନ ପାଇଁ କଲେ ଦାବି ଉପସ୍ଥାପନ

ଭୁବନେଶ୍ୱର,୧୧।୬: ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ ସନ୍ଧ୍ୟାରେ ମୋହନଙ୍କ ସମେତ ଭାଜପାର ବରିଷ୍ଠ ନେତାମାନେ ରାଜଭବନରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେଠାରେ ସେ ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଛନ୍ତି। ଏହି ଅବସରରେ ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ, ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରୁ ବଢ଼ିବ ତାତି: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ହେବନାହିଁ ପାଣିପାଗରେ ବିଶେଷ ପରିବର୍ତ୍ତନ

ଭୁବନେଶ୍ୱର,୨୬ା୨(ଅନୁରାଧା ମହାରଣା):ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ...

୧୦ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା: ଆକ୍ସନରେ ପ୍ରଶାସନ

ମାଲକାନଗିରି,୨୫ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ ମ ଶ୍ରେଣୀ ଛାତ୍ରୀ ମା’ ହେବା...

ପ୍ରୟାଗରାଜରେ ବୁଡ଼ ପକାଇଲେ ରାଜ୍ୟପାଳ

ଭୁବନେଶ୍ୱର,୨୫ା୨(ସୁଚିସ୍ମିତା ସାହୁ): ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଏବଂ ଫାଷ୍ଟଲେଡି ଜୟଶ୍ରୀ କମ୍ଭମପାଟି ମଙ୍ଗଳବାର ପ୍ରୟାଗରାଜ ତ୍ରିବେଣୀ ସଙ୍ଗମସ୍ଥଳରେ ବୁଡ଼ ପକାଇବା ସହ ପୂଜାର୍ଚ୍ଚନା...

୨୮ରୁ ବଢ଼ିବ ତାତି

ଭୁବନେଶ୍ୱର,୨୫ା୨(ଅନୁରାଧା ମହାରଣା): ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।...

ମୋ ସ୍କୁଲ ଯୋଜନାରେ ଟଙ୍କା ଆତ୍ମସାତ: ପ୍ରଧାନଶିକ୍ଷକ ନିଲମ୍ବିତ

ହରଭଙ୍ଗା,୨୫।୨(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଚାରିଛକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋ ସ୍କୁଲ ଯୋଜନାରେ ହୋଇଥିବା କେଳେଙ୍କାରୀ ମାମଲାରେ ସମ୍ପୃକ୍ତ...

ଜାଗର ପୂର୍ବରୁ କପିଳାସରେ ଅଘଟଣ: ବ୍ରେକ୍‌ଫେଲ୍‌ ହୋଇ ଦୋକାନ ଭିତରେ ପଶିଗଲା ପୋଲିସ ବସ

ଢେଙ୍କାନାଳ,୨୫।୨(ରତନ ନାୟାର): ଜାଗର ଯାତ୍ରା ପୂର୍ବରୁ ପ୍ରସିଦ୍ଧ ଶୈବପୀଠ କପିଳାସରେ ଅଘଟଣ। ପୀଠକୁ ଯାଇଥିବା ବାରବାଙ୍କ ରାସ୍ତାରେ ପୋଲିସମାନଙ୍କୁ ନେଇ ଫେରୁଥିବା ଏକ ଧଳା ରଙ୍ଗର...

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ,୨୫ା୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅପହରଣ ଏବଂ ବଳାତ୍କାର ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଫୁଲବାଣୀ ସ୍ବତନ୍ତ୍ର ପୋକ୍‌ସୋ...

ଘରେ ପଶି ହାଣିଲେ: ବଡ଼ବୋହୂ ମୃତ, ଶାଶୁ ଓ ସାନବୋହୂ ଗୁରୁତର

ଭଣ୍ଡାରିପୋଖରୀ,୨୫।୨(ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଦେଓପଦା(ମେଘା) ଗ୍ରାମରେ ମଙ୍ଗଳବାର ଏକ ବର୍ବର କାଣ୍ଡ ଘଟିଛି। ଘରେ ପଶି ଜଣେ ଦୁର୍ବୃତ୍ତ ମାରଣାସ୍ତ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image