ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ପରେ ଏକ୍ସ, ଫେସ୍‌ବୁକ୍‌ରେ ବଢ଼ିଲା ମୋହନ ମାଝିଙ୍କ ଫଲୋର୍ସ

ଭୁବନେଶ୍ୱର,୧୨।୬: ଭାଜପା ବିଧାୟକ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝିଙ୍କ ନାମ ଘୋଷଣା ହେବା ପରେ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକ ବଢ଼ିବାରେ ଲାଗିଛନ୍ତି। ଏକ୍ସରେ ତାଙ୍କ ଫଲୋର୍ସ ବଢ଼ି ପ୍ରାୟ ୭ ହଜାର ଛୁଇଁଥିବାବେଳେ ଫେସ ବୁକ୍‌ରେ ୧୩ ହଜାରରୁ ଅଧିକ ରହିଛି।

ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ହେବାର କିଛି ଘଣ୍ଟା ଭିତରେ ହୁ ହୁ ହୋଇ ତାଙ୍କ ଲୋକପ୍ରିୟତା ବଢ଼ିଚାଲିଛି। ସେହିପରି ଆଜି ସାମାଜିକ ଗଣମାଧ୍ୟମର ବିଭିନ୍ନ ମାଧ୍ୟମରେ ପୂରା ଛାଇ ଯାଇଛନ୍ତି। କିଏ ହ୍ବାଟ୍ସ ଆପ ଷ୍ଟାଟସ
ରଖୁଛି ତ କିଏ ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛନ୍ତି। ମୋବାଇଲରୁ ମୋବାଇଲ ଘୂରି ବୁଲୁଛି ତାଙ୍କ ଫଟୋ ଏବଂ ଶୁଭେଚ୍ଛା ପତ୍ର । ଏପରିକି ଦଳର ବହୁ ବରିଷ୍ଠ ନେତା, କେନ୍ଦ୍ରମନ୍ତ୍ରୀ, ବିଧାୟକ ଓ କର୍ମକର୍ତ୍ତା ମଧ୍ୟ ତାଙ୍କ ଫଟୋ ଦେଇ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri