Posted inଜାତୀୟ

ଶପଥ ଗ୍ରହଣ ସମାରୋହ ପୂର୍ବରୁ ସିନ୍ଧିଆଙ୍କୁ ଭେଟିଲେ ମୋହନ ଯାଦବ

ଭୋପାଳ,୧୩।୧୨: ଭୋପାଳର ମୋତିଲାଲ ନେହେରୁ ଷ୍ଟାଡିୟମରେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ମୋହନ ଯାଦବ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ମୋହନ ଭାଜପା ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟିଛନ୍ତି। ଅନ୍ୟପଟେ, ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ଭୋପାଳରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବୁଧବାର ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତି ରହିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜେନ୍ଦ୍ର ଶୁକ୍ଲା ଏବଂ ଜଗଦୀଶ ଦେଓରା ଉପମୁଖ୍ୟମନ୍ତ୍ରୀ ଭାବରେ ମଧ୍ୟ ଶପଥ ଗ୍ରହଣ କରିବେ।

ଶପଥ ଗ୍ରହଣ ପୂର୍ବରୁ ମୋହନ ବୁଧବାର କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଯେପରି ଦେଶକୁ ଆଗେଇ ନେଉଛନ୍ତି, ରାଜ୍ୟ ମଧ୍ୟ ତାଙ୍କୁ ଅନୁସରଣ କରିବ। ମୁଁ ରାଜା ବିକ୍ରମଦିତ୍ୟଙ୍କ ଦେଶରୁ ଆସିଛି ଏବଂ ରାଜ୍ୟର ଅଗ୍ରଗତି ତଥା ମଧ୍ୟପ୍ରଦେଶର କୋଟି କୋଟି ନାଗରିକଙ୍କ ଆକାଂକ୍ଷା ପୂରଣ କରିବାକୁ ପ୍ରତିଶ୍ରୁତିବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ କୁମାରୀତ୍ୱ ପରୀକ୍ଷା କରିବାକୁ ବାଧ୍ୟ କରାଯାଇପାରିବ ନାହିଁ: ଛତିଶଗଡ଼ ହାଇକୋର୍ଟ

ବିଳାସପୁର,୩୧।୩: ଜଣେ ମହିଳାଙ୍କୁ କୁମାରୀତ୍ୱ ପରୀକ୍ଷା କରିବାକୁ ବାଧ୍ୟ କରାଯାଇପାରିବ ନାହିଁ କାରଣ ଏହା ସମ୍ବିଧାନର ଧାରା ୨୧ କୁ ଉଲ୍ଲଂଘନ କରେ, ଯାହା ଜୀବନ...

RSS ସହ ମୋଦିଙ୍କର ନାହିଁ ଭଲ ସମ୍ପର୍କ? ସଂଘର ଏହି ନେତା କହିଲେ…

ନାଗପୁର,୩୧।୩: ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବା ପରେ ୧୧ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ରବିବାର (୩୦ ମାର୍ଚ୍ଚ) ନରେନ୍ଦ୍ର ମୋଦି ନାଗପୁରରେ ରାଷ୍ଟ୍ରୀୟ...

ଔରଙ୍ଗଜେବଙ୍କ ସମାଧି ବିବାଦ ଉପରେ ରାଜ ଠାକରେ ବୟାନ: ହ୍ୱାଟ୍ସଆପ୍‌ରେ ଇତିହାସ ପଢ଼ନ୍ତୁ ନାହିଁ

ନୂଆଦିଲ୍ଲୀ,୩୧।୩: ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ ଠାକରେ ରବିବାର ଔରଙ୍ଗଜେବଙ୍କ ସମାଧି ଉପରେ ସାମ୍ପ୍ରଦାୟିକ ଉତ୍ତେଜନା ସୃଷ୍ଟି କରିବାର ପ୍ରୟାସକୁ ନିନ୍ଦା କରିଛନ୍ତି।...

UPI New Rule: ମୋବାଇଲ ନମ୍ବର ବନ୍ଦ ଥିଲେ ମିଳିବ ନାହିଁ UPI ସେବା, ବଦଳୁଛି ନିୟମ

ନୂଆଦିଲ୍ଲୀ,୩୧।୩: UPI କାରବାରର ସୁରକ୍ଷା ଏବଂ ପ୍ରଭାବକୁ ବୃଦ୍ଧି କରିବା ପାଇଁ ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (NPCI) ନୂତନ ନିୟମ ଜାରି କରିଛି।...

‘ଗୋଟିଏ ପୃଥିବୀ, ଗୋଟିଏ ସ୍ବାସ୍ଥ୍ୟ ପାଇଁ ଯୋଗ’, ଯୋଗ ୨୦୨୫ର ଥିମ

ନୂଆଦିଲ୍ଲୀ,୩୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଘୋଷଣା କରିଛନ୍ତି ଯେ ଏହି ବର୍ଷର ଅନ୍ତର୍ଜାତୀୟ ଯୋଗ ଦିବସର ବିଷୟବସ୍ତୁ ‘ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ...

କିଏ ସେହି ନିଧି ତିଓ୍ବାରୀ, ଯିଏ ହେଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରାଇଭେଟ ସେକ୍ରେଟାରୀ

ନୂଆଦିଲ୍ଲୀ,୩୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ (ପିଏସ) ଭାବରେ ଆଇଏଫଏସ ନିଧି ତିୱାରୀଙ୍କୁ ମନୋନୀତ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗ (DoPT) ଦ୍ୱାରା...

Eid Ul Fitr 2025: ଇଦ ଉପଲକ୍ଷେ ମୁସଲମାନ ଭାଇଙ୍କୁ ସ୍ବତନ୍ତ୍ର ବାର୍ତ୍ତା ଦେଲେ ମୋଦି

ନୂଆଦିଲ୍ଲୀ,୩୧।୩: ଇଦ-ଉଲ-ଫିତରକୁ ଇସଲାମର ସବୁଠାରୁ ପବିତ୍ର ପର୍ବ ମଧ୍ୟରୁ ଗୋଟିଏ ଭାବରେ ବିବେଚନା କରାଯାଏ, ଯାହା ପବିତ୍ର ରମଜାନ ମାସ ପରେ ପାଳନ କରାଯାଏ। ଏହି...

ଅଫିସରଙ୍କୁ ଗୋଟିଏ ସ୍ଥାନରେ ଅଧିକ ଦିନ ରଖିବା ଦୁର୍ନୀତି ବଢ଼ାଇଥାଏ: ସଂସଦୀୟ କମିଟି

ବ୍ୟାଙ୍କକ୍‌,୩୦ା୩: ଅଫିସରମାନଙ୍କୁ ଗୋଟିଏ ସ୍ଥାନରେ ଦୀର୍ଘଦିନ ରଖିବା ଦ୍ୱାରା ଦୁର୍ନୀତି ବଢ଼ିଥାଏ। ସେମାନେ ଯେପରି କୌଣସି ମନ୍ତ୍ରଣାଳୟରେ ନିର୍ଦ୍ଧାରିତ ସମୟସୀମାଠାରୁ ଅଧିକ ଦିନ ନ ରହିବେ,...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image