Advertisement

ବୁଧବାର ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ

ନୂଆଦିଲ୍ଲୀ,୧୧ା୧୨: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ପଦ ପାଇଁ ମୋହନ ଯାଦବଙ୍କ ନାଁ’ରେ ଭାଜପାର କେନ୍ଦ୍ରୀୟ ନେତୃତ୍ୱ ମୋହର ମାରିଛନ୍ତି। ଆସନ୍ତା ବୁଧବାର ପୂର୍ବାହ୍ନ ୧୧ ଟା ୩୦ ମିନିଟ ସମୟରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ସହିତ ମଧ୍ୟପ୍ରଦେଶରେ ଆରମ୍ଭ ହୋଇଯିବ ମୋହନ ଯାଦବଙ୍କ ସରକାର। କମିଟିର ସୁପାରିଶକୁ ଆଧାର କରି ପୁଣିଥରେ ଅପରାଧିକ ବିଲ୍ ର ନୂତନ ସଂସ୍କରଣ ପ୍ରସ୍ତୁତ କରାଯିବ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share