ମୋକିମଙ୍କୁ ହାଇକୋର୍ଟରୁ ଲାଗିଲା ବଡ଼ ଝଟକା

ଭୁବନେଶ୍ୱର, ୧୦।୪: ଓଆରଏଚ୍‌ଡିସି ମାମଲାରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ମହମ୍ମଦ ମୋକିମଙ୍କୁ ଆବେଦନକୁ କୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଛନ୍ତି । ନିମ୍ନ ଅଦାଲତ ମୋକିମଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଥିଲେ।

Share