ମୋକିମଙ୍କ ବିସ୍ଫୋରକ ବୟାନ: ବିଜେଡି, ଭାଜପାର ବହୁ ନେତା….

ଭୁବନେଶ୍ୱର,୧୮।୧୦: ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବଡ଼ ବୟାନ ଦେଇ କହିଛନ୍ତି, ବହୁ ବିଜେଡି ନେତା କଂଗ୍ରେସ ସହ ଯୋଗାଯୋଗରେ ଅଛନ୍ତି। ଦୀପାବଳି ପାଖାପାଖି ପିସିସି ସଭାପତି କିଏ ହେବେ ସେନେଇ ଘୋଷଣା ହୋଇଯିବ। ପିସିସି ଗଠନ ହୋଇଯିବା ପରେ ଅନେକ ନେତା କଂଗ୍ରେସକୁ ଆସିବେ। ବିଜେଡି ଓ ଭାଜପାର ବହୁ ନେତା କଂଗ୍ରେସ ସହ ସଂପର୍କରେ ଅଛନ୍ତି। ନିର୍ବାଚନରେ ଲଢ଼ି ପରାସ୍ତ ହୋଇଥିବା ବହୁନେତା କଂଗ୍ରେସ ଆସିବେ। ବିଶେଷକରି ବିଜେଡିର ବହୁ ନେତା ଆସିବେ ବୋଲି ମୋକିମ କହିଛନ୍ତି।

ସେପଟେ ଗୁରୁବାର ବିସ୍ଫୋରକ ବୟାନ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଅମର ପ୍ରସାଦ ଶତପଥୀ। ସେ କହିଛନ୍ତି, ଆଉ କିଛି ରାଜ୍ୟ ସଭା ଏମ୍‌ପି ବିଜେଡି ଛାଡ଼ିବେ। ୨ ଜଣଙ୍କ ପରେ ଆଉ କିଛି ଏମ୍‌ପି ଦଳ ଛାଡ଼ିବେ। ପୂର୍ବରୁ ଦଳରେ ଅସନ୍ତୋଷ ଲାଗି ରହିଥିଲା, କିନ୍ତୁ କେହି ମୁହଁ ଖୋଲି କହି ପାରୁ ନ ଥିଲେ। ଭିତରେ କୁହୁଳୁଥିବା ନିଆଁ ଏବେ ଚାରିଆଡ଼େ ବ୍ୟାପୁଛି। ଦଳରେ ଅସନ୍ତୋଷ ଅଛି, ଏଥିରେ ଦ୍ବିମତ ନାହିଁ ବୋଲି ଅମର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟନାରାୟଣଙ୍କ ବିସ୍ଫୋରକ ବୟାନ୍‌: ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ,ଯୋଗାଯୋଗରେ ଅଛନ୍ତି…

ଭୁବନେଶ୍ୱର,୧୮।୧୦: ଭାଜପା ବିଧାୟକ ଜୟନାରାୟଣ ମିଶ୍ର ଶୁକ୍ରବାର ଏକ ଭବିଷ୍ୟବାଣୀ କରିଛନ୍ତି। ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ ବୋଲି ସେ ପୂର୍ବାନୁମାନ କରିଛନ୍ତି। ବିଜେଡିର...

କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍‌, ବାଇକ୍‌

କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ...

ଭରତପୁର ଥାନା ମାମଲା: ଟେଷ୍ଟ ରିପୋର୍ଟ ଆସିନି, ତଦନ୍ତ କମିଶନଙ୍କ ନିକଟରେ ହାଜର ହୋଇ ଏଡିଜି କହିଲେ…

ଭୁବନେଶ୍ୱର,୧୮ା୧୦: ଭରତପୁର ଥାନା ଘଟଣାରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ତଦନ୍ତ କମିଶନଙ୍କ ନିକଟରେ ହାଜର ହେବା ବେଳେ...

ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ

ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍‌ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ...

ଭୁବନେଶ୍ୱରରେ ଏତିକି ଦିନ ଆସିବନି ପାଣି, ୱାଟକୋ କହିଲା…

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱରରେ ଆଜି ଦିନ ୨ଟାରୁ ଆସନ୍ତାକାଲି ଦିନ ୨ଟା ଯାଏଁ ଜଳ ଯୋଗାଣ ବନ୍ଦ ରହିବ। ପାଇପ ମରାମତି ଯୋଗୁ ମୁଣ୍ଡଳିରୁ ଜଳ ଯୋଗାଣ...

ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ

ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ଏହାରି...

ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା: ଏହି ସବୁ ଲୋକଙ୍କୁ ମିଳିବ…

ଭୁବନେଶ୍ୱର,୧୮।୧୦: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ। ଏନେଇ ମୋହନ...

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri