ଏସ୍‌ସିବିରେ ମହିଳା ରୋଗୀଙ୍କୁ ଜୁନିଅର ଡାକ୍ତରଙ୍କ ଅସଦାଚରଣ

କଟକ,୧୩।୮(ଶିଳ୍ପା ପ୍ରିୟଦର୍ଶିନୀ): କୋଲକତାର ଆର୍‌ଜି କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାକୁ ନେଇ ଦେଶରେ ଡାକ୍ତରଙ୍କ ଆନ୍ଦୋଳନ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କଟକ ଏସ୍‌ସିବି ମେଡିକାଲରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏସ୍‌ସିବି ମେଡିକାଲରେ ଜଣେ ମହିଳା ରୋଗୀଙ୍କୁ ନିଶା ଦେଇ ଜଣେ ଜୁନିଅର ଡାକ୍ତର ଅସଦାଚରଣ କରିଥିବା ଅଭିଯୋଗ ହୋଇଛି।

ରୋଗୀ ଜଣକ କାର୍ଡିଓଲୋଜି ବିଭାଗକୁ ଚିକିତ୍ସା ପାଇଁ ଆସିଥିବା ବେଳେ ଇକୋ ପରୀକ୍ଷା ସମୟରେ ତାଙ୍କୁ ନିଶା ଦେଇ ଅସଦାଚରଣ କରାଯାଇଛି। ଅନ୍ୟପକ୍ଷେ ଅଭିଯୁକ୍ତ ଜୁନିଅର ଡାକ୍ତର ଜଣକ ନିସ୍ତୁକ ମାଡ଼ ଖାଇ ବର୍ତ୍ତମାନ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ଏନେଇ ମଙ୍ଗଳାବାଗ ଥାନାରେ ଅଭିଯୋଗ ପରେ ଏକ ମାମଲା ରୁଜୁ ହୋଇଛି।

ସୂଚନାଯୋଗ୍ୟ, ଗତ ରବିବାର ଏସସିବି କାର୍ଡିଲୋଜି ବିଭାଗରେ ଇସିଜି ଓ ଇକୋ ପାଇଁ ଜଣେ ମହିଳା ଡାକ୍ତର ଆସିଥିଲେ। ସେଠାରେ ଥିବା ଜଣେ ଜୁନିଅର ଡାକ୍ତର ଜଣକ ତାଙ୍କର ବିଭିନ୍ନ ପରୀକ୍ଷା କରାଇଥିଲେ। ହେଲେ ଇକୋ କରିବା ସମୟରେ ଆନେସ୍ଥେସିଆ ଦେଇ ଜୁନିଅର ଡାକ୍ତର ତାଙ୍କୁ ଅସଦାଚରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri