ଏସ୍‌ସିବିରେ ମହିଳା ରୋଗୀଙ୍କୁ ଜୁନିଅର ଡାକ୍ତରଙ୍କ ଅସଦାଚରଣ

କଟକ,୧୩।୮(ଶିଳ୍ପା ପ୍ରିୟଦର୍ଶିନୀ): କୋଲକତାର ଆର୍‌ଜି କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାକୁ ନେଇ ଦେଶରେ ଡାକ୍ତରଙ୍କ ଆନ୍ଦୋଳନ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କଟକ ଏସ୍‌ସିବି ମେଡିକାଲରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏସ୍‌ସିବି ମେଡିକାଲରେ ଜଣେ ମହିଳା ରୋଗୀଙ୍କୁ ନିଶା ଦେଇ ଜଣେ ଜୁନିଅର ଡାକ୍ତର ଅସଦାଚରଣ କରିଥିବା ଅଭିଯୋଗ ହୋଇଛି।

ରୋଗୀ ଜଣକ କାର୍ଡିଓଲୋଜି ବିଭାଗକୁ ଚିକିତ୍ସା ପାଇଁ ଆସିଥିବା ବେଳେ ଇକୋ ପରୀକ୍ଷା ସମୟରେ ତାଙ୍କୁ ନିଶା ଦେଇ ଅସଦାଚରଣ କରାଯାଇଛି। ଅନ୍ୟପକ୍ଷେ ଅଭିଯୁକ୍ତ ଜୁନିଅର ଡାକ୍ତର ଜଣକ ନିସ୍ତୁକ ମାଡ଼ ଖାଇ ବର୍ତ୍ତମାନ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ଏନେଇ ମଙ୍ଗଳାବାଗ ଥାନାରେ ଅଭିଯୋଗ ପରେ ଏକ ମାମଲା ରୁଜୁ ହୋଇଛି।

ସୂଚନାଯୋଗ୍ୟ, ଗତ ରବିବାର ଏସସିବି କାର୍ଡିଲୋଜି ବିଭାଗରେ ଇସିଜି ଓ ଇକୋ ପାଇଁ ଜଣେ ମହିଳା ଡାକ୍ତର ଆସିଥିଲେ। ସେଠାରେ ଥିବା ଜଣେ ଜୁନିଅର ଡାକ୍ତର ଜଣକ ତାଙ୍କର ବିଭିନ୍ନ ପରୀକ୍ଷା କରାଇଥିଲେ। ହେଲେ ଇକୋ କରିବା ସମୟରେ ଆନେସ୍ଥେସିଆ ଦେଇ ଜୁନିଅର ଡାକ୍ତର ତାଙ୍କୁ ଅସଦାଚରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର ଦାମୀ ମେଡିସିନ ଲେଖିବା କୌଣସି ଅପରାଧ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ,୨୫।୪: ଡାକ୍ତର ଦାମୀ ମେଡ଼ିସିନ ଲେଖିବା କୌଣସି ଅପରାଧ ନୁହେଁ। ଏସବୁ କଲେ ଡାକ୍ତରଙ୍କ ବରୋଧରେ ଫୌଜଦାରୀ ମାମଲା ରୁଜୁ କରାଯାଇପାରିବ ନାହିଁ। ଏପରି ଗୁରୁତ୍ୱପୂର୍ଣ୍ଣ...

ଜଳକଷ୍ଟ ଭୋଗୁଛନ୍ତି ଗୁମୁରିଖୋଲ ଗ୍ରାମବାସୀ

ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପୀରିକୁଡି ପଞ୍ଚାୟତ ଗୁମୁରିଖୋଲ ଗ୍ରାମବାସୀ ବୈଶାଖ ମାସରେ ଜଳକଷ୍ଟ ଭୋଗୁଛନ୍ତି। ଏହି ଗାଁରେ ପିଇବା ପାଣି ଏକ ପ୍ରମୁଖ...

ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ଚିଠି ଲେଖିଲେ ବିଧାୟକ

ଖଡ଼ିଆଳ,୨୫ା୪(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଦୀର୍ଘବର୍ଷ ହେଲା ଟ୍ରାଫିକ ସମସ୍ୟା ଦେଖା ଦେଇଆସୁଛି। ଏଥିଯୋଗୁ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ନଜିର...

ଅପମିଶ୍ରିତ ଦେଶୀମଦ ଜବତ ଘଟଣା: ଫେରାର ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରୁ ଫେରାର ଥିବା ଚୋରାମଦ ମାଫିଆ ତ୍ରିଲୋଚନ ସାହୁଙ୍କୁ ଶୁକ୍ରବାର ସକାଳେ କେ.ନୂଆଗାଁ...

 ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ

ଆନନ୍ଦପୁର,୨୫ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନ କନ୍ତୋ ପଞ୍ଚାୟତ ନୂଆପଡ଼ା ଗାଁ ପୋଖରୀରେ ବୁଡ଼ିଯାଇ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ...

ପାକିସ୍ତାନରେ ହେବ ଷ୍ଟ୍ରାଇକ୍‌: ଭାରତର ମୁସଲମାନ ବନ୍ଧୁ ରାଷ୍ଟ୍ର ଏବେ କାହାପଟେ ହେବେ? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୫।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମସୀମାରେ ପହଞ୍ଚିଛି। ଭାରତ ପାକିସ୍ତାନ ଉପରେ ଆତଙ୍କବାଦକୁ ସମର୍ଥନ କରୁଥିବାର ଅଭିଯୋଗ...

ଆତଙ୍କବାଦୀ ଆକ୍ରମଣକୁ ଦୃଢ ନିନ୍ଦା: ମୃତ ପର୍ଯ୍ୟଟକଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ବୁଗୁଡା,୨୫।୪(କାଳୀଚରଣ ଦାଶ): ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପର୍ଯ୍ୟଟକଙ୍କ ମୃତ୍ୟୁ ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଛି। ପଡ଼ୋଶୀ ଦେଶ ପାକିସ୍ତାନର ପ୍ରୋତ୍ସାହନରେ ଆତଙ୍କବାଦୀଙ୍କ ବର୍ବରତା ସବୁ...

ନିୟମକୁ ଅଣଦେଖା: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଯାତ୍ରୀ ଥାଇ ଡିଜେଲ ଭର୍ତ୍ତି କରୁଛି ଲକ୍ଷ୍ମୀବସ୍‌, ସାଧାରଣରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୫ା୪(ଅରୁଣ ସାହୁ): ରାଜ୍ୟ ସରକାର ସମସ୍ତ ପଞ୍ଚାୟତରୁ ବ୍ଲକ ହେଡକ୍ୱାର୍ଟରକୁ ସୁବିଧା ଓ ଶସ୍ତାରେ ଯାତାୟାତ ପାଇଁ ଲକ୍ଷ୍ମୀବସ୍‌ର ବ୍ୟବସ୍ଥା କରିଛନ୍ତି କିନ୍ତୁ ଅନେକ ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image