ସୋମବାର ଏଲ୍‌ଆଇ, ଫରେଷ୍ଟର ଶାରୀରିକ ଚୟନ ପରୀକ୍ଷା

ଛତ୍ରପୁର,୨ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ଠାରେ ଓଡିଶା ସବ୍‌ଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନ ପକ୍ଷରୁ ଲାଇଭଷ୍ଟକ ଇନ୍ସପେକ୍ଟର(ଏଲ୍‌ଆଇ), ଫରେଷ୍ଟର ଓ ଫରେଷ୍ଟ ଗାର୍ଡ ଚାକିରି ନିମନ୍ତେ ଆବେଦନ କରିଥିବା ପ୍ରାର୍ଥୀମାନଙ୍କ ଶାରୀରିକ ଚୟନ ପରୀକ୍ଷା ଅନୁଷ୍ଠିତ ହେବ।

ସୋମବାରଠାରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ସକାଳ ୭ଟାରେ ଏହି ଶାରିରୀକ ପରୀକ୍ଷା ହେବ। ଖରାକୁ ଦୃଷ୍ଟିରେ ରଖି ପ୍ରାର୍ଥୀମାନେ ଚାଲିବା ସମୟରେ ଛତା କିମ୍ବା ଟୋପି ପରିଧାନ କରିବାକୁ କମିଶନର ଅନୁମତି ଦେଇଥିବା ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ଡ଼. ପ୍ରମୋଦ କୁମାର ପୃଷ୍ଟି ଚୟନ ପରୀକ୍ଷା ନିମନ୍ତେ ଆସୁଥିବା ପ୍ରାର୍ଥୀମାନଙ୍କୁ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

US Trade Deals: ଆମେରିକା ସହ ଟ୍ରେଡ ଡିଲ ସାଇନ କରିଥିବା ଦେଶକୁ ନାଲି ଆଖି ଦେଖାଉଛି ଚାଇନା

ବେଜିଂ,୨୧।୪: ଆମେରିକା ସହିତ ବାଣିଜ୍ୟ ଚୁକ୍ତି ବା Trade Deals ସ୍ବାକ୍ଷର କରୁଥିବା ଦେଶଗୁଡ଼ିକୁ ଚାଇନା ଚେତାବନୀ ଦେଇଛି। ଏକ ରିପୋର୍ଟ ଅନୁଯାୟୀ, ଚାଇନା ମଧ୍ୟ...

କାର୍ଯ୍ୟନିର୍ବାହୀ କାର୍ଯ୍ୟରେ ଅତିକ୍ରମଣ ଅଭିଯୋଗ ହେଉଛି: ପଶ୍ଚିମବଙ୍ଗ ଦଙ୍ଗା ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ବୟାନ

ନୂଆଦିଲ୍ଲୀ,୨୧।୪: ସୋମବାର ସୁପ୍ରିମକୋର୍ଟ ହିଂସାଗ୍ରସ୍ତ ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ଦାବି କରୁଥିବା ଏକ ଆବେଦନ ଶୁଣାଣି କରୁଥିବା ବେଳେ ଭାଜପା ନେତାମାନଙ୍କର ଦ୍ୱାରା...

ନବୀନ ନିବାସରୁ ବରିଷ୍ଠଙ୍କୁ ଗଲା ଡାକରା, ଦଳରେ ହୋଇପାରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୧ା୪: ନବୀନ ନିବାସକୁ ବରିଷ୍ଠ ନେତାଙ୍କୁ ଡାକରା ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋମବାର ନବୀନଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ। ଏହି ବୈଠକରେ...

ଭଣଜା ପ୍ରେମରେ ପାଗଳ ଥିଲେ ମାଇଁ, ଦୁବଇରୁ ଫେରିଥିବା ସ୍ବାମୀଙ୍କୁ ହତ୍ୟାକରି ସୁଟକେସରେ ଭର୍ତ୍ତି କରି ଫିଙ୍ଗିଦେଲେ

ଲକ୍ଷ୍ନୌ,୨୧।୪: ଉତ୍ତର ପ୍ରଦେଶ ମିରଟର ନୀଳ ଡ୍ରମ ଘଟଣା ସମଗ୍ର ଦେଶ ଦେଖିଥିଲା ଏବଂ ଶୁଣିଥିଲା। ଯେଉଁଠାରେ ଜଣେ ସ୍ତ୍ରୀ ତାଙ୍କ ପ୍ରେମିକଙ୍କ ସହ ମିଶି...

ମହିଳାଙ୍କ ମୃତ୍ୟୁ ପରେ ମେଡିକାଲରେ ଉତ୍ତେଜନା: ଚିକିତ୍ସାରେ ଅବହେଳା ଅଭିଯୋଗ

ଜଗତସିଂହପୁର,୨୧।୪: ଜଗତସିଂହପୁର ଜିଲା ମେଡିକାଲରେ ସୋମବାର ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଘଟିଥିବା ସମ୍ପର୍କୀୟ ଅଭିଯୋଗ...

ବାଇକ୍‌କୁ ଧକ୍କା ଦେଲା ସିଡିଏମ୍‌ଓଙ୍କ ଗାଡ଼ି

ମୋହନା,୨୧।୪: ଗଜପତି ଜିଲା ମୋହନା ଥାନା ଦିବ୍ୟାଙ୍ଗ ସ୍କୁଲ ନିକଟରେ ସୋମବାର ଏକ ଦୁର୍ଘଟଣା ଘଟିଛି। ସିଡିଏମ୍‌ଓଙ୍କ ଗାଡ଼ି ଧକ୍କାରେ ୨ ବାଇକ୍‌ ଆରୋହୀ ଗୁରୁତର...

ବିବାହ ଶୋଭାଯାତ୍ରା ବେଳେ ଅଘଟଣ: ଖଣ୍ଡା ଚୋଟରେ ଛିଣ୍ଡିଲା ଯୁବକଙ୍କ ପାପୁଲି

ପୋଲସରା,୨୧।୪: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ସାନଉସ୍ତାପଡ଼ା ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ବାହାଘର ଶୋଭାଯାତ୍ରା ବେଳେ...

ମୁଣ୍ଡକୁ ଚଢ଼ିଗଲା ରାଗ: ସ୍ବାମୀଙ୍କୁ ଛାତରୁ ଠେଲିଦେଲେ ସ୍ତ୍ରୀ, ଭିଡିଓ ଦେଖିଲେ କହିବେ…

ଆଜିକାଲି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ହେଲେ ସାରା ଦୁନିଆ ଜାଣୁଛି ବା ଦେଖୁଛି। ଦିନ ଥିଲା ଏହି ଘଟଣା ଘରର ଚାରିକାନ୍ଥ ମଧ୍ୟରେ ସୀମିତ ରହୁଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image