ଟଙ୍କା ହେରଫେର : ପୋଷ୍ଟମାଷ୍ଟର ଅଟକ

ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଆମ୍ବଡ଼ିହା ନିକଟ ବାହାଳ ପୋଷ୍ଟଅଫିସରେ ପୋଷ୍ଟମାଷ୍ଟର ସୁନୀଲ ପଣ୍ଡା ଅଧକୋଟିରୁ ଊଦ୍ଧର୍‌ବ ଟଙ୍କା ହେରଫେର କରିଥିବା ନେଇ ଗ୍ରାହକମାନେ ପୋଷ୍ଟ ଅଫିସରେ ଅଟକ ରଖିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି।
ପାଖାପାଖି ୧୦ଖଣ୍ଡ ଗାଁର ସେଭିଂ ଏବଂ ଫିକ୍ସ ଡିପୋଜିଟ ଟଙ୍କାକୁ ହେରଫେର କରିଥିବା ନେଇ ପୋଷ୍ଟମାଷ୍ଟର ପଣ୍ଡାଙ୍କୁ ଘେରାବନ୍ଦୀ କରି ରଖିଛନ୍ତି। ବାହାଳ ପୋଷ୍ଟ ଅଫିସରେ ପାଖାପାଖି ୧୦ଖଣ୍ଡ ଗାଁ ନୂଆଁ ଗାଁ, ଖଜିରା, ସାଆନ୍ତା, ମର୍ଦ୍ଦରାଜପୁର, ଶାସନପଦା, ସୁନାମୁହିଁ, ଗଡ଼ିଆମାଳ, ଦିଖାପଦା, ନରହରିପୁର ଆଦି ଗାଁର ଲୋକେ ସେଭିଂ ଏବଂ ଫିକ୍ସ ଡିପୋଜିଟ ଟଙ୍କା ପୋଷ୍ଟମାଷ୍ଟରଙ୍କୁ ଖାତାରେ ଜମା କରିବା ପାଇଁ ଦେଇଥିଲେ। କିଛି ଦିନ ପରେ ଖାତାରେ ଟଙ୍କା ନ ଥିବା ଦେଖି ସନ୍ଦେହ ଉପୁଜିବାରୁ ଜମାକାରୀମାନେ କାର୍ଯ୍ୟାଳୟକୁ ଆସି ପଚାରିବାରୁ କିଛି ସନ୍ତୋଷଜନକ ଉତ୍ତର ପାଇ ନ ଥିଲେ। ଯାହାକୁ ନେଇ ସୋମବାର ବାହାଳ ପୋଷ୍ଟ ଅଫିସରେ ପୋଷ୍ଟମାଷ୍ଟରଙ୍କୁ ଅଟକ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରକ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍‌ କୁମାର ଦେ)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍‌ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ...

ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର...

ମେଧାବୀ ଛାତ୍ରୀଙ୍କୁ ସହାୟତା

ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା...

ଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମା

ଗୋପାଳପୁର,୨୮ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାୟପୁର ଓ ନୂଆବକ୍ସିପଲ୍ଲୀ ଗ୍ରାମ ମଧ୍ୟଭାଗରେ ଶୁକ୍ରବାର ରାତିରେ ଏକ ଗାଈ ରାସ୍ତାପାର୍ଶ୍ୱରେ ପଡ଼ିଥିବା ଖାଦ୍ୟ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚର

କର୍ଲାମୁଣ୍ଡା:୨୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ରେଗଡା କଲୋନୀପଡାରେ ରହିବାର ୪୪ ବର୍ଷ ବିତିଯାଇଥିଲେ ମଧ୍ୟ ପଡାବାସୀଙ୍କୁ ସ୍ଥାୟୀ ପଟ୍ଟା...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

କୋମ୍ବିଂ ବେଳେ ଧରାପଡ଼ିଲେ ୩ ମହିଳା କ୍ୟାଡର ମାଓବାଦୀ

ମାଲକାନଗିରି,୨୮।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri