ଏକାଉଣ୍ଟରୁ କଟିଗଲା ଟଙ୍କା: ଯୁବକ ଭାଙ୍ଗିଦେଲା ଏଟିଏମ୍

ଆନନ୍ଦପୁର, ୧।୪ (ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଷ୍ଟେଟ ବ୍ୟଙ୍କ ଏଟିଏମ୍ ଭାଙ୍ଗି ଚୁର୍ ମାର କରିଦେଲେ ଯୂବକ l ଘଷିପୁରା ଥାନା ସାମ୍ନାରେ ଥିବା ଷ୍ଟେଟ୍ ବ୍ୟାଙ୍କ ଘଷିପୁରା ଶାଖାର ଏଟିଏମ୍ କୁ ଗୋଇଠା ମାରି ଭାଙ୍ଗି ଦେଇଛି ଜଣେ ଯୁବକ ା ଖବରପାଇ ଘସିପୁରା ପୋଲିସ୍ ପହଁଞ୍ଚିବାପରେ ଯୁବକ ଜଣଙ୍କୁ କାବୁ କରି ଥାନାରେ ଅଟକ ରଖିଛି ା ଖବରରୁ ଜଣାପଡିଛି ଯୁବକ ଜଣଙ୍କ ଘର ଘଷିପୁରା ଥାନା ତାଳଗାଁର ସଞ୍ଜୟ ପାତ୍ର ବୋଲି l

ତେବେ ସେ ମଙ୍ଗଳବାର କିଛି ଟଙ୍କା ଉଠାଇବାକୁ ଷ୍ଟେଟ ବ୍ୟଙ୍କ ଏଟିଏମ’କୁ ଯାଇଥିଲେ ତାଙ୍କର କୌଣସି କାରଣରୁ ସେଭିଙ୍ଗ ବ୍ୟାଙ୍କ ଆକାଉଣ୍ଟରୁ ୧୧୦ ଟଙ୍କା କଟିଯାଇଥିଲା ା ସେହି ରାଗରେ ସେ ଆଜି ଏଟିଏମ ଭାଙ୍ଗି ଥିବା ପୋଲିସ୍ ନିକଟରେ କହିଛି ା ତେବେ ସଞ୍ଜୟ ଜଣେ ମାନସିକ ରୋଗି ହୋଇଥିବା ପୋଲିସ୍ ସନ୍ଦେହ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ରେ ଦେଲେ ଯୋଗ

କେନ୍ଦୁଝର,୧୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରଠାରୁ ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ...

ଓଡ଼ିଆ ପକ୍ଷ ପାଳନରେ ସମ୍ବର୍ଦ୍ଧିତ ହେଲେ ୧୩ କଳାକାର

ପାଟଣା,୧୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ଗୁରୁବାର ଓଡ଼ିଆ ପକ୍ଷ ଉପଲକ୍ଷେ ଲୋକକଳା ପାଇଁ ଦିନ ଟିଏ କାର୍ଯ୍ୟ କ୍ରମରେ ବ୍ଲକର...

କାଲିଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା

ଭୁବନେଶ୍ୱର,୧୦।୪: କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି...

ଶାଶୁଶ୍ୱଶୁରଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ ଅପହରଣ ଅଭିଯୋଗ, ସ୍ବାମୀଙ୍କ ନାଁରେ ଏତଲା ଦେଲେ ସ୍ତ୍ରୀ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ରାସ୍ତାର ଦଳିତ ସାହିରେ ଶାଶୁ,ଶ୍ୱଶୁର ଓ ସ୍ତ୍ରୀଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ...

ନୀଳାଦ୍ରିପୁରରେ ପାନୀୟ ଜଳ ସଙ୍କଟ, ବିଡିଓଙ୍କୁ ଦାବିପତ୍ର ଦେଲେ ଗ୍ରାମବାସୀ

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ପାନୀୟ ଜଳ ସମସ୍ୟା ଉଗ୍ରରୂପ ନେଲାଣି। ପାଣି ଟୋପାଏ ପାଇଁ ଡହଳବିକଳ ହେଉଛନ୍ତି...

ବିବାଦ ବଢୁଥିଲେ ବି ମୁହଁ ଖୋଲିଲେନି ସସ୍ମିତ, କହିଲେ ଦଳ ଦେବ ସ୍ପଷ୍ଟୀକରଣ

ଭୁବନେଶ୍ୱର,୧୦ା୪: ଓ୍ବକ୍‌ଫ ବିଲ୍‌କୁ ନେଇ ରାଜ୍ୟ ବିଜେଡିରେ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାଁ ନେଉନି। ଇତିମଧ୍ୟରେ ବିଦେଶ ଗସ୍ତରୁ ଫେରିଛନ୍ତି ଏମ୍‌ପି ସସ୍ମିତ ପାତ୍ର।...

ଚାଷଜମିରୁ ମିଳିଲା ନିଖୋଜ ଚାଷୀଙ୍କ ମୃତଦେହ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗୀ ପଞ୍ଚାୟତ ଗୁଣସାଗର ଗ୍ରାମ ନିକଟ ଚାଷଜମିରୁ ଗୁରୁବାର ସକାଳେ ଜଣେ ବୃଦ୍ଧ ଚାଷୀଙ୍କ ଗଳିତ...

ଶୁଭାରମ୍ଭ ଅପେକ୍ଷାରେ ‘ଆୟୁଷ୍ମାନ ଯୋଜନା’: ଉପକୃତ ହେବେ ହଜାର ହଜାର ହିତାଧିକାରୀ

ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା। ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image