Posted inଫୁରସତ

ରାମ ନାମ ଜପୁଥିଲେ ମହିଳା, ଧାଇଁଆସି ଆଲିଙ୍ଗନ କଲା ଏକ ମାଙ୍କଡ଼; ଭିଡିଓ ଦେଖିଲେ ଆଖିରେ ଆସିବ ଲୁହ…

ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମକୁ ନେଇ ସାରା ଦେଶରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଚାରିଆଡେ ରାମ ନାମ ଜପ ସହ ଭଜନ ସମାରୋହ ଅନୁଷ୍ଠିତ ହେଉଛି। ଏହାର ଅନେକ ଭିଡିଓ ଭାଇରାଲ ହେଉଥିବା ବେଳେ ସେଥିରୁ କିଛି ଭାବବିହ୍ବଳ କରୁଛି। ଏହି କ୍ରମରେ ଏକ ମହିଳାଙ୍କ ଭିଡିଓ ଦେଖି ଲୋକେ ହାତ ଯୋଡ଼ିବାକୁ ବାଧ୍ୟ ହୋଇଛନ୍ତି।
ଭିଡିଓରେ ମହିଳାଜଣଙ୍କ ବସିକରି ରାମ ନାମ ଜପ କରୁଛନ୍ତି। ଠିକ୍‌ ଏହି ସମୟରେ ଏକ ମାଙ୍କଡ଼ ସେଠାରେ ପହଞ୍ଚି ତାଙ୍କୁ ଆଲିଙ୍ଗନ କରୁଥିବା ଦେଖାଯାଇଛି। ପିଲାଟିଏ ଭଳି ସେ ତାଙ୍କ କୋଳରେ ଖେଳୁଛି। ଏହି ଦୃଶ୍ୟ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରୁଛି। ଅନେକ ଆଖିରେ ଲୁହ ଆସିଥିବା ପ୍ରତିକ୍ରିୟା ରଖୁଛନ୍ତି।
ଆପଣ ବି ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

୫୦୬ ବର୍ଷ ପୁରୁଣା ମାରାତ୍ମକ ମହାମାରୀ, ରାସ୍ତା ଉପରେ ନାଚି ନାଚି ୪୦୦ ଲୋକଙ୍କର ହୋଇଥିଲା ମୃତ୍ୟୁ

ଷ୍ଟାର୍ସବର୍ଗ: ଇତିହାସରେ ଏପରି ଅନେକ ଘଟଣା ଘଟିଛି ଯାହା ଆଜି ବି ଲୋକମାନେ ମନେ ପକାଇ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ଆଜି ଆମେ ଏପରି ଏକ...

ଲଣ୍ଡନରେ ଲୋକଙ୍କ ପାଟିରୁ ଲାଳ ଗଡାଉଛି କୋଲକାତାର ‘ଝାଲମୁଢି’, ଇଂରାଜୀ ବାବୁଙ୍କ ଠେଲାକୁ ନେଇ ହେଉଛି ଚର୍ଚ୍ଚା

ଲଣ୍ଡନ,୨୧।୧୧: ଆମେ ଖାଦ୍ୟ ବିଷୟରେ ଆଲୋଚନା କରିବା ବେଳେ କେହି କେବେ କୋଲକାତାକୁ ଭୁଲି ପାରନ୍ତି ନାହିଁ ବୋଲି କହାଯାଏ। ପଶ୍ଚିମବଙ୍ଗରେ ବିଭିନ୍ନ ପ୍ରକାରର ଖାଦ୍ୟ...

ଭିଣୋଇଙ୍କ ସହ ଥିଲା ଅନୈତିକ ସମ୍ପର୍କ, ବିବାହ ମଣ୍ଡପରେ କନ୍ୟାଙ୍କ ଭିଡିଓ ଚଲାଇଦେଲେ ବର, ତା’ପରେ…

ବିବାହ ମଣ୍ଡପରେ କନ୍ୟାର କାରନାମା ଭିଡିଓ ମାଧ୍ୟମରେ ଦେଖାଯାଏ, ତେବେ କ’ଣ ହେବ? ଚାଇନାର ଏପରି ଏକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବର...

ଶିଶୁ ହସିଲେ ଦୁନିଆ ହସିବ

ଆଜିର ଶିଶୁ ଭବିଷ୍ୟତର ନାଗରିକ ଓ ସେହି କ୍ରମରେ ଆଜିର ଶିଶୁଟିଏ ହସିଲେ ନିଶ୍ଚୟ ଆସନ୍ତାକାଲି ଦେଶ ହସିବ। ତେଣୁ ଦେଶରେ ଶିଶୁଟିଏ ସୁରକ୍ଷିତ ଭାବରେ...

‘ଶୌଚାଳୟ: ଶାନ୍ତି ପାଇଁ ଏକ ସ୍ଥାନ’

ପ୍ରତିବର୍ଷ ନଭେମ୍ବର ୧୯ ରେ ବିଶ୍ୱସ୍ତରରେ ଶୌଚାଳୟ ଦିବସ ପାଳନ କରାଯାଏ। ଏହା ହେଉଛି ମିଳିତ ଜାତିସଂଘର ଏକ ବୈଶ୍ୱିକ ପଦକ୍ଷେପ, ଯାହା ଜରୁରୀ ପରିମଳ...

Gmail ରେ ଷ୍ଟୋରେଜ ଫୁଲ୍‌ ହୋଇଯାଇଛି କି? ଜାଣି ନିଅନ୍ତୁ ଉପାୟ

ନୂଆଦିଲ୍ଲୀ,୧୯।୧୧: Gmail ଷ୍ଟୋରେଜ ଫୁଲ ହେବା ଏକ ସାଧାରଣ ସମସ୍ୟା । ଆପଣଙ୍କୁ ଜଣାଇଦେଉଛୁ ଯେ, ଗୁଗୁଲ ଦ୍ୱାରା ପ୍ରତ୍ୟେକ ଉପଭୋକ୍ତାଙ୍କୁ କେବଳ ୧୫ GB...

ପୁରୁଷଙ୍କୁ ମଧ୍ୟ ସମ୍ମାନ ଦେବା ଜରୁରୀ

ପ୍ରତିବର୍ଷ ନଭେମ୍ବର ୧୯ରେ ଅନ୍ତର୍ଜାତୀୟ ପୁରୁଷ ଦିବସ ପାଳନ କରାଯାଏ। ୬୦ରୁ ଅଧିକ ଦେଶ ପୁରୁଷ ଦିବସ ପାଳନ କରନ୍ତି। ଏହି ଅବସରରେ ଅନେକ ପ୍ରକାରର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri