Posted inଜାତୀୟ

ହନୁମାନ ରୂପରେ ଆସି କୁନି ଝିଅକୁ ବଳାତ୍କାରରୁ କଲେ ରକ୍ଷା

ଲକ୍ଷ୍ନୌ,୨୪ା୯: ଉତ୍ତରପ୍ରଦେଶର ବାଗପତ୍‌ ଜିଲାରେ ୬ ବର୍ଷର ଝିଅଙ୍କୁ ଜଣେ ଯୁବକ ବଳାତ୍କାର ଉଦ୍ୟମ କରୁଥିବାବେଳେ ମାଙ୍କଡ଼ ପଲ ଯୋଗୁ ନାବାଳିକା ଜଣକ ବର୍ତ୍ତିଯାଇଛନ୍ତି। ଗତ ଶନିବାର ନାବାଳିକା ନିଜ ଘର ବାହାରେ ଖେଳୁଥିବାବେଳେ ଅଭିଯୁକ୍ତ ତାଙ୍କୁ ପ୍ରଲୋଭନ ଦେଖାଇ ଏକ ପରିତ୍ୟକ୍ତ ଘରକୁ ନେଇଯାଇଥିଲେ। ନାବାଳିକାଙ୍କ ପୋଷାକ ଖୋଲି ବଳାତ୍କାର ଉଦ୍ୟମ କରୁଥିବାବେଳେ ମାଙ୍କଡ଼ପଲ ଆକ୍ରମଣ କରିବାରୁ ସେ ସେଠାରୁ ପଳାଇଯାଇଥିଲେ।

ୟୁକେଜି ଛାତ୍ରୀଜଣକ ଘରେ ପହଞ୍ଚତ୍ ପରିବାର ସଦସ୍ୟଙ୍କୁ ଘଟଣା ସମ୍ପର୍କରେ ଜଣାଇବା ସହ ମାଙ୍କଡ଼ମାନେ କିପରି ତାଙ୍କୁ ରକ୍ଷାକଲେ ତାହା କହିଥିଲେ। ଅଭିଯୁକ୍ତ ଜଣକ ନାବାଳିକାଙ୍କୁ ସାଙ୍ଗରେ ନେଇ ଏକ ସଂକୀର୍ଣ୍ଣ ଗଳିରେ ଚାଲିଚାଲି ଯାଉଥିବା ସିସିଟିଭି ଫୁଟେଜ୍‌ରୁ ଦେଖିବାକୁ ମିଳିଛି। ସେ ଶିଶୁକୁ ମାରିଦେବା ପାଇଁ ଧମକ ଦେଇଛି। ମାଙ୍କଡ଼ ପଲ ପହଞ୍ଚତ୍ ନ ଥିଲେ ଅଭିଯୁକ୍ତ ମୋ ଝିଅକୁ ମାରିଦେଇଥାନ୍ତା ବୋଲି ଶିଶୁର ବାପା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରୁ ୨୬ ରାଫାଲ ଜେଟ୍‌ କିଣିବ ଭାରତ

ନୂଆଦିଲ୍ଲୀ,୨୦।୪: ଭାରତୀୟ ନୌସେନା ପାଇଁ ନୂଆଦିଲ୍ଲୀ ଫ୍ରାନ୍ସରୁ ୨୬ଟି ରାଫାଲ ମେରାଇନ୍‌ ଏୟାରକ୍ରାଫ୍ଟ କିଣିବାକୁ ଯାଉଛି। ଏଥିପାଇଁ ଆସନ୍ତା ୨୮ ତାରିଖରେ ଉଭୟ ଦେଶ ୬୩,୦୦୦...

ଠାକ୍‌ରେ ଭ୍ରାତା ଏକାଠି ହେବା ଚର୍ଚ୍ଚାକୁ ସଞ୍ଜୟ ରାଉତଙ୍କ ଖଣ୍ଡନ

ମୁମ୍ବାଇ,୨୦।୪: ପରସ୍ପରଠାରୁ ଦୂରେଇ ଯାଇଥିବା ଉଦ୍ଧବ ଠାକ୍‌ରେ ଏବଂ ରାଜ୍‌ ଠାକ୍‌ରେ ଏକାଠି ହେବା ନେଇ ଚର୍ଚ୍ଚା ଜୋର୍‌ ଧରିଥିବାବେଳେ ଶିବସେନା (ୟୁବିଟି) ଏମ୍‌ପି ସଞ୍ଜୟ...

ଦେଶର ଏକମାତ୍ର ଟ୍ରେନରେ ଯାତ୍ରୀମାନଙ୍କୁ ମାଗଣାରେ ମିଳେ ଖାଇବା, ରେଲୱେ ଦେଉନଥାଏ ତେବେ ଖର୍ଚ୍ଚ କେଉଁଠୁ ଆସୁଛି?

ନୂଆଦିଲ୍ଲୀ: ଭାରତରେ ଟ୍ରେନରେ ଖାଦ୍ୟ ପାଇଁ ଆପଣଙ୍କୁ ଟିକେଟ ସହିତ ତା’ର ମୂଲ୍ୟ ମଧ୍ୟ ପ୍ରଦାନ କରିବାକୁ ପଡ଼ିଥାଏ। ଯଦି ଆପଣ ଏହା ନକରନ୍ତି, ତେବେ...

ମୋହନାରେ କାଳବୈଶାଖୀର ତାଣ୍ଡବ: ଉଡିଲା ଛପର, ଉପୁଡ଼ିଲା ବିଶାଳ ଗଛ

ମୋହନା,୨୦।୪: ଗଜପତି ଜିଲା ମୋହନା ବ୍ଲକରେ କାଳବୈଶାଖୀର ତାଣ୍ଡବ। ରବିବାର ଅପରାହ୍ନ ୪ଟାରେ ପବନ ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ଏବଂ କୁଆ ପଥର ପଡ଼ିବା...

ଆଇପିଏଲରେ ଅଭୂତପୂର୍ବ କୃତିତ୍ୱ ହାସଲ କଲେ ବିରାଟ କୋହଲି, ପଛରେ ପଡିଲେ ଡେଭିଡ ଓ୍ୱାର୍ଣ୍ଣର

ନୂଆଦିଲ୍ଲୀ, ୨୦।୪: ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ରବିବାର ପଞ୍ଜାବ କିଙ୍ଗସ ବିପକ୍ଷ ଆଇପିଏଲ ୨୦୨୫ ମ୍ୟାଚରେ ନିଜ ନାମରେ ଏକ...

ବିବାହ ଭୋଜିରେ ଦେଲେନି ମାଂସ, ରାଗରେ ନିଆଁବାଣ ହୋଇ ଗାଡ଼ି ଜାଳିଦେଲେ ୨ ଯୁବକ

ବଲାଙ୍ଗୀର, ୨୦।୪(ସୁନୀଲ କୁମାର ମହାନ୍ତି): ବିବାହ ଭୋଜିରେ ମାଂସ ଦେଲେ ନାହିଁ ବୋଲି ଏକ ଚାରିଚକିଆ ଗାଡକୁ ନିଆଁ ଲଗାଇ ପୋଡ଼ି ଦେଲେ କିଛି ଯୁବକ...

ଇତିହାସ ରଚିରେ Virat Kohli

ନୂଆଦିଲ୍ଲୀ,୨୦।୪: ବିରାଟ କୋହଲି ଏବେ ଇଣ୍ଡିଆନ ପ୍ରିମିୟର ଲିଗ ଇତିହାସରେ ସର୍ବାଧିକ ଅର୍ଦ୍ଧଶତକ ହାସଲ କରିଥିବା ବ୍ୟାଟସମ୍ୟାନ ହୋଇଯାଇଛନ୍ତି। ସେ ଏହି ମାମଲାରେ ଡେଭିଡ ୱାର୍ଣ୍ଣରଙ୍କୁ...

Video: ପଞ୍ଜାବ ବିପକ୍ଷରେ ବିଜୟ ପରେ ଶ୍ରେୟସ ଆୟାରଙ୍କୁ ଉପହାସ କଲେ ବିରାଟ କୋହଲି

ନୂଆଦିଲ୍ଲୀ, ୨୦।୪: ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମୁଲ୍ଲାନପୁରରେ ପଞ୍ଜାବ କିଙ୍ଗସ (ପିବିକେଏସ)କୁ ୭ ୱିକେଟରେ ପରାସ୍ତ କରିଛି। ଜିତେଶ ଶର୍ମାଙ୍କର ମ୍ୟାଚ୍ ବିଜୟୀ ଛକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image