ଦିନରେ ଅଧିକ ନିଦ ଲାଗିଲେ..

ଦିନତମାମ ଆମେ ନିଜକୁ ବିଭିନ୍ନ କାମରେ ବ୍ୟସ୍ତ ରଖିଥାଉ। ତେଣୁ ସେହି ଅନୁସାରେ ରାତିରେ ଆବଶ୍ୟକ ପରିମାଣର ଶୋଇବା ନିହାତି ଦରକାର। ନ ହେଲେ ଆମେ କେତେକ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି। ତେବେ ଏପରି କେତେକ ବ୍ୟକ୍ତି ଅଛନ୍ତି, ଯେଉଁମାନେ ଦିନରେ ଅଧିକ ଶୋଇଥାଆନ୍ତି। ଅନେକ ସମୟରେ ସେମାନଙ୍କୁ ନିଦୁଆ ଲାଗିଥାଏ। ତେବେ ଏପରି ସମସ୍ୟା ଦୀର୍ଘ ମାସ ଧରି ଲାଗି ରହିଲେ ତାହାକୁ ଏକ ରୋଗର ଲକ୍ଷଣ ଭାବରେ ନିଆଯାଇଥାଏ ବୋଲି ସତର୍କ କରାଇ ଦେଇଛନ୍ତି ୟୁନିଭର୍ସିଟି ଅଫ୍‌ ଓ୍ବାଶିଂଟନର ବିଶେଷଜ୍ଞମାନେ। ‘ଦିନରେ ଅଧିକ ନିଦ ଲାଗିବା ଏବଂ ଆଲଜିମର୍ସ ସମସ୍ୟା’ ଶୀର୍ଷକ ବିଷୟକୁ ନେଇ ଏମାନେ ଏକ ସର୍ଭେ କରିଥିଲେ। ଏଥିରୁ ସେମାନେ ଜାଣିପାରିଲେ ଯେ, ଯେଉଁମାନେ ଦିନରେ ଅଧିକ ସମୟ ଶୁଅନ୍ତି ସେମାନେ ଭବିଷ୍ୟତରେ ଆଲଜିମର୍ସ ପରି ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି। ସର୍ଭେ ପରିସରଭୁକ୍ତ ପ୍ରାୟ ୩୦ ପ୍ରତିଶତ ବ୍ୟକ୍ତିଙ୍କଠାରେ ଏପରି ଲକ୍ଷଣ ସେମାନେ ଦେଖିବାକୁ ପାଇଥିଲେ। ଯଦି ଆପଣ ଏଭଳି ସମସ୍ୟାର ସମ୍ମୁଖୀନ ହେଉଛନ୍ତି ତେବେ ବିଳମ୍ବ ନ କରି ଡାକ୍ତରଙ୍କ ସହ ଆଲୋଚୋନା କରନ୍ତୁ ବୋଲି ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷ ୨୦୨୫ରେ କେଉଁ ରାଶି ପାଇଁ କେଉଁ ରଙ୍ଗ ଏବଂ ନମ୍ବର ହେବ ଭାଗ୍ୟଶାଳୀ? ଜାଣନ୍ତୁ…

ଆସୁଛି ନବବର୍ଷ ୨୦୨୫। ଏହା ସୌଭାଗ୍ୟ, ସମୃଦ୍ଧି ଏବଂ ଖୁସି ପାଇଁ ଉଲ୍ଲେଖନୀୟ ବର୍ଷ ହେବ। ଏହି ବର୍ଷରେ କେଉଁ ରାଶି ଲାଗି କେଉଁ ରଙ୍ଗ...

ନୂଆ ବର୍ଷରେ ଏହି ୩ ରାଶିଙ୍କ ଟେନସନ୍‌ ବଢ଼ାଇବେ ମଙ୍ଗଳ; ଧନହାନୀ ସହ ଆସିପାରେ ଏସବୁ ସମସ୍ୟା

ଆଉ ଦିନ କେଇଟାରେ ବିଦାୟ ନେବ ବର୍ଷ ୨୦୨୪। ଆସିବ ନୂଆ ବର୍ଷ ୨୦୨୫। ଏହାକୁ ନେଇ ସମସ୍ତେ ଉତ୍ସାହିତ ଅଛନ୍ତି। ଏମିତିରେ ଅନେକେ ବର୍ଷଟି...

ଭୁଲ୍‌ରେ ବି କ୍ରିସ୍‌ମସ୍‌ ଟ୍ରିକୁ ମୁଖ୍ୟଦ୍ୱାର ସମ୍ମୁଖରେ ରଖିବେ ନାହିଁ, ଜାଣନ୍ତୁ କେଉଁଠି ରଖିବା ଶୁଭ…

ଖୁସିର ପର୍ବ କ୍ରିସ୍‌ମସ୍‌ ଆସିଲେ ଚାରିଆଡ଼େ ସକାରାତ୍ମକ ତଥା ଉତ୍ସବର ପରିବେଶ ଖେଳିଯାଏ। ସେଥିପାଇଁ ପ୍ରଭୁ ଯୀଶୁଙ୍କର ଏହି ମହାନ୍‌ ପର୍ବକୁ ଏବେ ସବୁ ଧର୍ମର...

କ୍ରିସ୍‌ମସ୍‌ରେ ପ୍ରିୟଜନଙ୍କୁ କେଉଁ ଗିଫ୍ଟ ଦେବା ଶୁଭ,ଜାଣନ୍ତୁ…

ଆନନ୍ଦ ଉଲ୍ଲାସର ପର୍ବ କ୍ରିସ୍‌ମସ୍‌କୁ ବେଶ୍‌ ଉତ୍ସାହ ସହକାରେ ଚାରିଆଡ଼େ ପାଳନ କରାଯାଇଥାଏ। ଏହିଦିନ ଅନେକେ ପରସ୍ପରକୁ ଗିଫ୍ଟ ଦେଇ ସୁଖଦ ଭବିଷ୍ୟତର କାମନା କରିଥାନ୍ତି।...

୨୦୨୪ ଶେଷ ସପ୍ତାହରେ ଏହି ୬ ରାଶିର ବ୍ୟକ୍ତିବିଶେଷଙ୍କ ଉପରେ ହେବ ଧନ ବର୍ଷା

ଆଉ କିଛିଦିନ ପରେ ଆରମ୍ଭ ହେବ ଇଂରାଜୀ ନବବର୍ଷ। ଏବେ ଡିସେମ୍ବର ସରିବାକୁ ଯାଉଛି। ତେବେ ଏହି ମାସର ଶେଷ ସପ୍ତାହ ଅର୍ଥାତ୍‌ ୨୩ ଡିସେମ୍ବରରୁ...

ବିବାହ କରିବାକୁ ଯାଉଛନ୍ତି କି? ଜୀବନସାଥୀଙ୍କ ବିଷୟରେ ଏହି ୫ କଥା ଜାଣିନିଅନ୍ତୁ , ନଚେତ…

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା...

ଖାଲି ପ୍ରେମ ନୁହେଁ, ପୁରୁଷସାଥୀଙ୍କ ଭିତରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା…

ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷ ଲୋଡା। ବିଶେଷକରି ମହିଳାମାନେ ନିଜ ସାଥୀଙ୍କଠାରୁ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ...

ଶିଡ଼ି ତଳେ ଏସବୁ ରଖୁଛନ୍ତି କି? ମାଡ଼ି ଆସିବ ଦାରିଦ୍ରତା, ଘରେ ବଢ଼ିବ….

ସ୍ଥାନର ଅଭାବ ଯୋଗୁ କିଛି ଲୋକ ଶିଡ଼ି ତଳେ ଥିବା ଖାଲି ସ୍ଥାନକୁ ଜିନିଷ ରଖିବା ପାଇଁ ବ୍ୟବହାର କରିଥାନ୍ତି ତ ଆଉ କିଛି ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri