ଟିବିବିଡି-୨୪ ପ୍ରାରମ୍ଭରେ ୩୩ କୋଟିରୁ ଅଧିକ ଉପଭୋକ୍ତା ପରିଦର୍ଶନ

ଭୁବନେଶ୍ୱର,୩୦।୯: ଦେଶର ପ୍ରମୁଖ ଇ-କମର୍ସ ପ୍ଲାଟଫର୍ମ ‘ଫ୍ଲିପ୍‌କାର୍ଟ’ର ବହୁ ପ୍ରତୀକ୍ଷିତ ଦ ବିଗ୍‌ ବିଲିୟନ ଡେଜ୍‌ (ଟିବିବିଡି)ର ୧୧ତମ ସଂସ୍କରଣ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏପରିକି ଫ୍ଲିପ୍‌କାର୍ଟ ଭିଆଇପି ଏବଂ ପ୍ଲସ୍‌ ଗ୍ରାହକଙ୍କ ପାଇଁ ୟର୍ଲି ଆକ୍ସେସ୍‌ ୨୦୨୪ସେପ୍ଟେମ୍ବର ୨୬ରୁ ଆରମ୍ଭ ହୋଇଥିଲାବେଳେ ୟର୍ଲି ଆକ୍ସେସ ଏବଂ ପ୍ରଥମ ଦିନର ଗ୍ରାହକ ଭିଜିଟକୁ ମିଶାଇ ପ୍ଲାଟଫର୍ମରେ ଏହି ସଂଖ୍ୟା ୩୩ କୋଟିରୁ ଅଧିକ ଉପଭୋକ୍ତା ପରିଦର୍ଶନ କରିଥିବା ରେକର୍ଡ କରାଯାଇଛି। ଏ ସମ୍ପର୍କରେ ଫ୍ଲିପକାର୍ଟର ଉପାଧ୍ୟକ୍ଷ (ଗ୍ରୋଥ୍‌ ବିଭାଗ) ହର୍ଷ ଚୌଧୁରୀ କହିଛନ୍ତି, ପ୍ରତି ବର୍ଷ ଦେଶର ପାର୍ବଣ ଋତୁରେ ଦ ବିଗ୍‌ ବିଲିୟନ ଡେଜ୍‌ ସହ ନୂତନ ଅଭିଯାନ ଆରମ୍ଭ ହୋଇଥାଏ, ଯାହା କେବଳ ଏକ ସପିଂ ଫେଷ୍ଟିଭାଲଠାରୁ ଅଧିକ କିଛି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଳାସପୂର୍ଣ୍ଣ କାର ନିର୍ମାତାଙ୍କ ପାର୍ବଣ ଉପହାର

ଭୁବନେଶ୍ୱର,୩୦।୯: ଚଳିତ ପାର୍ବଣ ପୂର୍ବରୁ ବିଳାସପୂର୍ଣ୍ଣ କାର ର୍ନିମାତାଗୁଡିକଙ୍କ ପକ୍ଷରୁ ଫେଷ୍ଟିଭ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ପାର୍ବଣ ଋତୁରେ ଗାଡି ବ୍ରିକି ବୃଦ୍ଧି...

ପିଜିଆଇର ଏମ୍‌ଏସ୍‌ ଧୋନି ସିଗ୍‌ନେଚର କଲେକ୍ସନ

ଭୁବନେଶ୍ୱର,୩୦।୯: ପ୍ଲାଟିନମ ଗିଲ୍‌ଡ ଇଣ୍ଟରନ୍ୟାଶନାଲ ବା ପିଜିଆଇ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ସୁକ୍ଷ୍ମ କାରିଗରିରେ ନିର୍ମିତ ମେନ୍‌ ଅଫ ପ୍ଲାଟିନମ୍‌ ଏମ୍‌ଏସ୍‌ ଧୋନି ସିଗ୍‌ନେଚର...

ଅଲ୍‌ ଓଡ଼ିଶା ସେଲ୍ଫ୍‌ ଫାଇନାନ୍‌ସିଂ କଲେଜ ସଂଘର ବାର୍ଷିକ ସମ୍ମିଳନୀ

ଭୁବନେଶ୍ୱର,୩୦।୯ (ଅଭୟ ଦାଶ): ଅଲ୍‌ ଓଡ଼ିଶା ସେଲ୍ଫ୍‌ ପାଇନାନ୍‌ସିଂ କଲେଜର ବାର୍ଷିକ ସମ୍ମିଳନୀ ଭୁବନେଶ୍ୱରର ହୋଟେଲ୍‌ ପୁଷ୍ପକ୍‌ରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ସାଧାରଣ ସଭା...

ୟୁଏସ୍‌ ପୋଲୋର ନୂତନ ଆଉଟଲେଟ

ଭୁବନେଶ୍ୱର,୩୦।୯: ଭାରତର ଅଗ୍ରଣୀ କାଜୁଆଲ୍‌ ଓୟାର ବ୍ରାଣ୍ଡ୍‌ ତଥା ବିଶ୍ୱପ୍ରସିଦ୍ଧ ୟୁନାଇଟେଡ୍‌ ଷ୍ଟେଟ୍ସ ପୋଲୋ ଆସୋସିଏଶନ୍‌ (ୟୁଏସ୍‌ପିଏ)ର ରିଟେଲ ଚେନ ୟୁଏସ୍‌ ପୋଲୋ ଆସୋସିଏଶନ ବା...

ଜଳ ସଂରକ୍ଷଣରେ ଉଦାହରଣ ପାଲଟିଛି ପାରସତରାଇ

ଭୁବନେଶ୍ୱର,୩୦ା୯(ଅନୁରାଧା ମହାରଣା): ଦିନକୁ ଦିନ ଭୂତଳ ଜଳସ୍ତର ହ୍ରାସ ପାଇ ଚାଲିଥିବାବେଳେ ଏହା ଏକ ବୈଶ୍ୱିକ ସମସ୍ୟାରେ ପରିଣତ ହୋଇଛି। ଏପରି ସ୍ଥିତିରେ ଛତିଶଗଡ଼ ଧାମତାରୀ ଜିଲାର...

ଅଣ ବାସ୍‌ମତି ଚାଉଳ ରପ୍ତାନି ଉପରୁ କଟକଣା ହଟିଲା

ଭୁବନେଶ୍ୱର,୨୯।୯(ଅନୁରାଧା ମହାରଣା): ଅଣ ବାସ୍‌ମତି ଚାଉଳ ରପ୍ତାନି ଉପରେ କେନ୍ଦ୍ର ସରକାର ଲଗାଇଥିବା କଟକଣା ଶନିବାର ହଟାଇଦିଆଯାଇଛି। ତେବେ ଟନ୍‌ ପିଛା ସର୍ବନିମ୍ନ ରପ୍ତାନି ମୂଲ୍ୟ...

ଲକ୍ଷେ ଟପିଲା ରୁପା ଦର

ଭୁବନେଶ୍ୱର,୨୮।୯: (ଅଭୟ ଦାଶ): ପାର୍ବଣ ପୂର୍ବରୁ ପାରମ୍ପରିକ ଅଳଙ୍କାରଠାରୁ ମୂଲ୍ୟବାନ୍‌ ଗହଣାର ଦାମ୍‌ ରେକର୍ଡସ୍ତରରେ ପହଞ୍ଚତ୍ଛି। ଏପରିକି ଉଭୟ ଜାତୀୟ ଓ ଘରୋଇ ବଜାରରେ ସୁନା ଦର...

ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୨୮।୯: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri