୭୨ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ: ୨ ଗିରଫ

ବାଉଁଶୁଣୀ,୧୪।୩(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବାଉଁଶୁଣି ଥାନା ସିଙ୍ଗାରୀ ନିକଟରେ ସ୍ବତନ୍ତ୍ର ସ୍କ୍ବାଡ ଏସ୍‌.ଟି.ଏଫ୍‌. ଟିମ ଦ୍ବାରା ଶନିବାର ଚଢ଼ାଉ ହୋଇ ଗଞ୍ଜେଇ ଜବତ ହୋଇଛି। ଏକ ଓ ୦୫ ଏ.ଜେଡି. ୬୫୫୩ ନମ୍ବର ବିଶିଷ୍ଟ ଏକ ଗାଡ଼ିକୁ ଜବତ କରି ୭୨ କିଲୋଗ୍ରାମ ୨୦୦ ଗ୍ରାମ ଗଞ୍ଜେଇ ଜବତ କରିଥିବା ଜଣାପଡିଛି । ଘଟଣାରେ ସମ୍ପୃକ୍ତ ଦୁଇଜଣ ଯୁବକ ରମେଶ ଚନ୍ଦ୍ର କୌଶଲ୍ୟା (ବିଷମ କଟକ) ଓ ଲକ୍ଷ୍ମଣ ଜାଲ (କୋରାପୁଟ )ଙ୍କୁ ଏସ୍‌ଟିଏଫ ଟିମ ଗିରଫ କରିଥିବା ବେଳେ ଶ୍ରୀକୃଷ୍ଣ ଖଟୁଆ (ହିଲୁଙ୍ଗ) ଚିତ୍ତରଞ୍ଜନ ପଲେଇ (ଢେଙ୍କାନାଳ) ଓ ବିଷ୍ଣୁ ଫେରାର ଅଛନ୍ତି ବୋଲି ଜଣାପଡିଛି ।ଏ ସମ୍ପର୍କରେ ବାଉଁଶୁଣି ଥାନାରେ କେସ ନମ୍ବର୍‌ ୩୧/୨୧ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ବାଉଁଶୁଣି ଥାନା ଅଧିକାରୀ ସୁବାସ ଚନ୍ଦ୍ର ରାୟଗୁରୁ ସୂଚନା ଦେଇଛନ୍ତି । ଏହି ଗଞ୍ଜେଇର ଆନୁମାନିକ ମୁଲ୍ୟ ୨ ଲକ୍ଷରୁ ଉଦ୍ଧର୍‌ବ ହେବ ବୋଲି ଥାନା ଅଧିକାରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ...

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri