ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ରୁ ଉର୍ଦ୍ଧ ମୃତ; ୪ ଲକ୍ଷ ଟଙ୍କା ସହାୟତା ଘୋଷଣା, ଆହତଙ୍କୁ ମାଗଣା ଚିକିତ୍ସା

ଭୁବନେଶ୍ୱର,୨୧।୮: ଆଜି ରାଜ୍ୟର ୪ଟି ଜିଲାରେ ବଜ୍ରପାତ ଯୋଗୁଁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ ବାଲେଶ୍ଵର ଓ ଭଦ୍ରକ ଜିଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଢେଙ୍କାନାଳ ଓ କେନ୍ଦ୍ରାପଡା ଜିଲ୍ଲା ରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହିତ ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତି ସନ୍ଦେହ: ଶ୍ବଶୁର ଘରେ ସ୍ତ୍ରୀ ତଣ୍ଟି କାଟିଲା ସ୍ବାମୀ

ଉଦଳା,୧୨।୯(ସନ୍ତୋଷ କୁମାର ବାଛିନି): ପରକୀୟା ପ୍ରୀତି ସନ୍ଦେହର କରୁଣ ପରିଣତି । ଶ୍ୱଶୁର ଘରେ ଜ୍ୱାଇଁ ଭିଆଇଲା ନାରକୀୟ କାଣ୍ଡ । ସ୍ତ୍ରୀ ବେକକୁ ଏକ...

ଚାଷଜମିକୁ ଯାଉଥିଲେ: ମାଡ଼ି ବସିଲେ ୨ ଭାଲୁ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଫରେଷ୍ଟ ସେକ୍ସନ୍‌ ଅଧୀନ କନ୍ଦାବୁଟ୍ରା ଗ୍ରାମରେ ଗୁରୁବାର ଏକ ଭାଲୁ ଆକ୍ରମଣରେ ଜଣେ ଚାଷୀ ଗୁରୁତର ଆହତ...

ପିପିଲି ଥାନା ସମ୍ମୁଖରୁ ମହିଳାଙ୍କଠୁ ଝାମ୍ପି ନେଲେ ସାଢ଼େ ୫ ଲକ୍ଷ

ପିପିଲି,୧୨।୯: ପିପିଲି ଥାନା ସମ୍ମୁଖରୁ ମହିଳାଙ୍କଠୁ ଝାମ୍ପି ନେଲେ ସାଢ଼େ ୫ ଲକ୍ଷ ଟଙ୍କା। ୨ ଜଣ ହେଲମେଟ୍‌ ପିନ୍ଧି ବାଇକ୍‌ରେ ଆସି ଟଙ୍କା ଝାମ୍ପି...

ଆସିଲା ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ତାରିଖ: ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚନା

କଟକ,୧୨।୯: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ନେଇ ଓଡିଶା ଜନସେବା...

ବିଦ୍ୟୁତ ତାର ବିଛାଇ ହାତୀକୁ ମାରିଦେଲେ! ବନବିଭାଗ ତଦନ୍ତ ଜାରି

ବାରିପଦା,୧୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଜାମଶୂଳି ଗାଁରେ ଗୁରୁବାର ଭୋର ବିଦ୍ୟୁତ ଆଘାତରେ ଏକ ମାଈହାତୀର ମୃତ୍ୟୁ ଘଟିଛି । ଖବରପାଇ...

ପଶ୍ଚିମବଙ୍ଗରୁ ବାଂଲାଦେଶ ପଠାଯାଉଥିଲା ଚୋରି ମୋବାଇଲ: ୫ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଧରିଲା ପୋଲିସ

ଜୟପୁର,୧୨।୯(ପବନ ପାଣିଗ୍ରାହୀ): ଆନ୍ତଃରାଜ୍ୟ ର଼୍ୟାକେଟ୍‌ର ୫ ମୋବାଇଲ ଫୋନ୍‌ ଲୁଟେରାକୁ ଜୟପୁର ଟାଉନ ପୋଲିସ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡଖଣ୍ଡର ବିଶାଳ...

ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ଯୋଜନାର ସୁଫଳ ପହଞ୍ଚାଇବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର...

କମଳା ହାରିସଙ୍କ ପାଇଁ ପ୍ରଚାର କରୁଛନ୍ତି ଓଡ଼ିଆ ପୁଅ: ଜାଣନ୍ତୁ କିଏ ସେ ?

ଭୁବନେଶ୍ୱର,୧୨।୯: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ରୋଚକ ମୋଡ଼ ନେଉଥିବା ବେଳେ ଏଠାରେ ଜଣେ ଓଡ଼ିଆ ପୁଅଙ୍କୁ କମଳା ହାରିସଙ୍କୁ ନିର୍ବାଚନରେ ସହଯୋଗ କରୁଥିବା ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri