ମହୁମାଛି ଆକ୍ରମଣରେ ୮ରୁ ଅଧିକ ଆହତ

ଛତ୍ରପୁର,୩ା୩(ଦିଲ୍ଲୀପ ସାମଲ): ଛତ୍ରପୁର ମେନ୍‌ରୋଡ୍‌ଠାରେ ଥିବା ଏକ ଘରୋଇ ମଲ୍‌ ପରିସରରେ ମହୁମାଛି ଆକ୍ରମଣରେ ୮ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଛନ୍ତି। ଆହତମାନେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସିତ ହୋଇ ନିଜ ନିଜ ଘରକୁ ଫେରିଛନ୍ତି। ସେମାନେ ହେଲେ ଯୁବରାଜ ବେହେରା, ରାଜେଶ ବେହେରା, ଶିବରାମ ସାହୁ ଓ ସୁଧାଂଶୁ ରାଉଳଙ୍କ ସମେତ ୮ ମହିଳା ଓ ପୁରୁଷ, ସେମାନେ କହିବା ଅନୁସାରେ ରବିବାର ମଧ୍ୟାହ୍ନରେ ଉକ୍ତ ମଲ୍‌କୁ ବିଭିନ୍ନ ସାମଗ୍ରୀ କ୍ରୟ କରିବାକୁ ଯାଉଥିବା ବେଳେ ସେଠାରେ ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷରେ ଏପ୍ରିଲ ତାପମାତ୍ରା ୪ ଡିଗ୍ରୀ ବଢ଼ିଛି

ବୁଏନ୍ସ ଏୟାର୍ସ, ୨୧।୪: ୨୦୨୫ ଏପ୍ରିଲରେ ଭାରତ ଓ ପାକିସ୍ତାନରେ ଗ୍ରୀଷ୍ମପ୍ରବାହ ସୀମା ଟପିଛି। ଏକ ନୂଆ ଅନ୍ତର୍ଜାତୀୟ ବୈଜ୍ଞାନିକ ବିଶ୍ଳେଷଣ ଅନୁଯାୟୀ, ବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧ...

ନିଖୋଜ ଆଶୀର୍ବାଦଙ୍କ ମୃତଦେହ ମିଳିଲା: ମାରି ଫିଙ୍ଗିଥିଲେ ଦାଦା!

ଡେଲାଙ୍ଗ,୨୧ା୪: ପୁରୀ ଜିଲା ଡେଲାଙ୍ଗର ନିଖୋଜ ନାବାଳକ ଆଶୀର୍ବାଦ ସାହୁଙ୍କ ମୃତଦେହ ସୋମବାର ମିଳିଛି। ୭ ଦିନ ପରେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ...

ହସ୍ପିଟାଲରେ ବରିଷ୍ଠ ନାଗରିକଙ୍କୁ ଘୋଷାରିନେଲେ

ଛତରପୁର, ୨୧।୪: ମଧ୍ୟପ୍ରଦେଶର ଛତରପୁର ଜିଲା ଚିକିତ୍ସାଳୟରେ ଜଣେ ୭୦ ବର୍ଷୀୟ ବରିଷ୍ଠ ନାଗରିକ ଉଦ୍ଧବ ସିଂଙ୍କୁ ୨ ଜଣ ବ୍ୟକ୍ତି ଘୋଷାରି ନେଉଥିବାର ଏକ...

ନିଶିକାନ୍ତ, ଦୀନେଶଙ୍କୁ ବହିଷ୍କାର କର: କଂଗ୍ରେସ

ନୂଆଦିଲ୍ଲୀ,୨୧ା୪: ଲୋକ ସଭାରେ ଚତୁର୍ଥ ଥର ପାଇଁ ଭାଜପାରୁ ପ୍ରତିନିଧିତ୍ୱ କରୁଥିବା ନିଶିକାନ୍ତ ଦୁବେ ଶନିବାର ଏନେଇ ସୁପ୍ରିମକୋର୍ଟଙ୍କ କାର୍ଯ୍ୟ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରି...

ଆମେରିକାରେ ତେଜୁଛି ଟ୍ରମ୍ପ୍‌ ବିରୋଧୀ ବିକ୍ଷୋଭ

ଓ୍ବାଶିଂଟନ୍‌,୨୧ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରତ୍ୟର୍ପଣ, ଛଟେଇ, ଗାଜା ଓ ୟୁକ୍ରେନ୍‌ ଯୁଦ୍ଧ ନୀତି ବିରୋଧରେ ଶନିବାର ଓ୍ବାଶିଂଟନ୍‌, ନ୍ୟୁୟର୍କ ଓ ଶିକାଗୋ ସମେତ...

ଆଜି ମୋଦି-ଭାନ୍ସ ଆଲୋଚନା

ନୂଆଦିଲ୍ଲୀ,୨୧।୪(ପି.ଟି.): ଭାରତ ଗସ୍ତରେ ଆସୁଥିବା ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଓ ତାଙ୍କ ସ୍ତ୍ରୀ ତଥା ଭାରତୀୟ ବଂଶୋଦ୍ଭବ ସେକେଣ୍ଡ ଲେଡି ଉଷା ଭାନ୍ସଙ୍କ ସମ୍ମାନାର୍ଥେ...

ଆଜି ୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୧ା୪(ଅଜିତ କୁମାର ମହାନ୍ତି): ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା...

ଚୋରି ମାଲ ବୋଝେଇ ଟ୍ରକ ଉଦ୍ଧାର; ଡ୍ରାଇଭର-ହେଲପରଙ୍କ ପତ୍ତା ମିଳୁନି, ବଢ଼ୁଛି ସନ୍ଦେହ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ରାତିରେ ଚୋରି ହୋଇଯାଇଥିବା ଏକ ଟ୍ରକକୁ ଉଦ୍ଧାର କରିଛି। କିନ୍ତୁ ଗାଡ଼ିର ଡ୍ରାଇଭର ଏବଂ ହେଲପରଙ୍କ ପତ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image