ସକାଳ ୮ଟାରୁ ମଧ୍ୟାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ ଛାତ୍ରୀଛାତ୍ରଙ୍କ ପାଠପଢା

ମଥୁରାନଗରୀ,୫।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଏଥର ଦର୍ଶକଙ୍କ ଭିଡ ବଢିବାରେ ଲାଗିଛି। ମହୋତ୍ସବ ସରିବା ପାଇଁ ଆଗକୁ ଆହୁରି ୮ଦିନ ବାକି ରହିଛି। ଫଳରେ ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀ (ବରଗଡ଼ ସହର)ରେ ରହିଥିବା ଶିକ୍ଷାନୁଷ୍ଠାନ ଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।

ଜିଲା ଶିକ୍ଷା ବିଭାଗର ପତ୍ରସଂଖ୍ୟା-୨୭୨, ତା-୪।୧।୨୫ରିଖ ଅନୁଯାୟୀ, ଏଣିକି ଧନୁଯାତ୍ରା ମହୋତ୍ସବ ସରିବା ପର୍ଯ୍ୟନ୍ତ ବରଗଡ଼ ସହରରେ ରହିଥିବା ସମସ୍ତ ସ୍କୁଲ, କଲେଜ ଗୁଡ଼ିକରେ ସକାଳ ୮ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଠପଢା ଚାଲିବ। ଧନୁଯାତ୍ରା ସରିବା ପରେ ପୂର୍ବ ନିର୍ଦ୍ଧାରିତ ସମୟରେ ଛାତ୍ରୀଛାତ୍ରଙ୍କ ପାଠପଢା ପୁଣି ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଅର୍ଥ ଅନିୟମିତତା ଅଭିଯୋଗ ମାମଲା, ଭରସୁଜା ସରପଞ୍ଚ ନିଲମ୍ବିତ

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ): କ୍ଷମତାର ଦୂରୁପଯୋଗ କରି ସରକାରୀ ଅର୍ଥ ଅନିୟମିତତା ଅଭିଯୋଗ ଘଟଣାରେ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ସରପଞ୍ଚ ପ୍ରମିଳା ସାହୁଙ୍କୁ ନିଲମ୍ବନ...

ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଅଭିଯୋଗ କରିବାର ୧ ମାସ ପରେ, ଜଗବନ୍ଧ ଗ୍ରାମରୁ ଗଡିଲା ଲକ୍ଷ୍ମୀ ବସ

ଡୁଙ୍ଗୁରିପାଲି ୨୦।୩(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସ୍ଥିତ ଗଜବନ୍ଧ ଗ୍ରାମପଞ୍ଚାୟତରେ ବୁଧବାର ସକାଳ ୭ଟାରୁ ଲକ୍ଷ୍ମୀ ବସ ବାହାରି ଡୁଙ୍ଗୁରିପାଲି ବ୍ଲକ...

ମାଡ଼ି ଆସୁଛି ଝଡ଼ବର୍ଷା, ଏଇ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୦ା୩(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ।...

ଶାହାଙ୍କ ଓଡ଼ିଶା ଗସ୍ତ ୩ୟ ଥର ବାତିଲ

ଭୁବନେଶ୍ୱର,୨୦ା୩(ରବିନାରାୟଣ ଜେନା): ଭାଜପାର ଚାଣକ୍ୟ ତଥା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲକୁ ନେଇ ରାଜ୍ୟ ରାଜନୀତି ଏବେ ଜୋର୍‌ ଧରିଛି।...

ନାମଲେଖା ନିୟମ ପରିବର୍ତ୍ତନ ଦାବି କଲା ଅଭିଭାବକ ମହାସଂଘ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ଜାତୀୟ ଶିକ୍ଷାନୀତି ଅନୁସାରେ ରାଜ୍ୟରେ ନାମଲେଖା ପ୍ରକ୍ରିୟାକୁ ଓଡିଶା ଅଭିଭାବକ ମହାସଂଘ ବିରୋଧ କରିଛି। ସେଭଳି ଢଙ୍ଗରେ ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବା ପାଇଁ...

ବିଦ୍ୟୁତ୍‌ ସମସ୍ୟା ପ୍ରତିବାଦରେ ଚାଷୀଙ୍କ ଧାରଣା

ବରଗଡ଼, ୨୦।୩(ପ୍ରେମାନନ୍ଦ ଖମାରୀ)ବିଦ୍ୟୁତ ସମସ୍ୟା ନେଇ ବରଗଡ଼ ଜିଲାରେ ଚାଷୀ ଅସନ୍ତୋଷ ତେଜି ଉଠିଛି। ବୁଧବାର କୃଷକ ପରିବାର, ଭଟଲି ପକ୍ଷରୁ ସ୍ଥାନୀୟ ବିଦ୍ୟୁତ୍‌ କାର୍ଯ୍ୟାଳୟ...

୫୮ ନୂଆ ଶୀତଳଭଣ୍ଡାର

ଓଡ଼ିଶାରେ ଆବଶ୍ୟକ ଶୀତଳଭଣ୍ଡାର ନ ଥିବାରୁ ଚାଷୀମାନେ ଉତ୍ପାଦିତ ସାମଗ୍ରୀ ସଂରକ୍ଷଣ କରିପାରୁନାହାନ୍ତି। ଏଥିଯୋଗୁ ସେସବୁକୁ କମ୍‌ ଦାମରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ଅଭାବୀ...

ଅଙ୍ଗନଓ୍ବାଡି କର୍ମୀଙ୍କ ଟଙ୍କା ହଡ଼ପ, ଜିଲାପାଳଙ୍କୁ ଅଭିଯୋଗ

ମାଲକାନଗିରି,୧୯ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଝରାପାଲ୍ଲୀ ପଞ୍ଚାୟତ କନାଗୁଡା ଗ୍ରାମ ଅଙ୍ଗନଓ୍ବାଡି କର୍ମୀ ଶ୍ରୀତି ଢାଲି ଟଙ୍କା ହଡ଼ପ କରିବାରୁ ତାଙ୍କ ନାମରେ ଜିଲାପାଳଙ୍କ ନିକଟରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image