ନିର୍ବାଚନ ପ୍ରଚାର କଲେ ମା’-ପୁଅ

ଭୁବନେଶ୍ୱର,୩୧।୩: ୨୦୨୪ ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ସେତିକି ନିର୍ବାଚନୀ ପ୍ରଚାର ମଧ୍ୟ ସରଗରମ ହେବାରେ ଲାଗିଛି। ଟିକେଟ ପାଇଥିବା ପ୍ରାର୍ଥୀମାନେ ପ୍ରଚାର ମଇଦାନକୁ ଓହ୍ଲାଇଲେଣି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଚିକିଟି ନିର୍ବାଚନ ମଣ୍ଡଳି ବିଜେଡି ପ୍ରାର୍ଥୀ ଚିନ୍ମୟ ସ୍ବରୁପ ଦେବ ଏବଂ ତାଙ୍କ ମା’ ଉଷା ଦେବୀ ନିର୍ବାଚନ ପ୍ରଚାର ଆରମ୍ଭ କରିଦେଇଛନ୍ତି। ଅନ୍ୟପକ୍ଷେ ଚିକିଟି ନିର୍ବାଚନ ମଣ୍ଡଳିରେ ରାଣୀ ଉଷା ଦେବୀ ଦୀର୍ଘ ୨୫ ବର୍ଷ ଧରି ବିଧାୟିକା ରହିଛନ୍ତି। ଏପରିକି ସେ ରାଜ୍ୟ ସରକାରଙ୍କ ମନ୍ତ୍ରୀମଣ୍ଡଳରେ ମଧ୍ୟ ସାମିଲ ଥିଲେ।

ପୁଅକୁ ଟିକେଟ ମିଳିବା ପରେ ମା’ ପୁଅ ଦୁହେଁ ମିଶି ନିର୍ବାଚନ ପ୍ରଚାର ଆରମ୍ଭ କରିଦେଇଛନ୍ତି। ୨୦୧୯ରେ ପୁଅ ମା’ଙ୍କ ପାଇଁ ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା। ବର୍ତ୍ତମାନ ପୁଅ ପାଇଁ ମା’ ଷ୍ଟାର ପ୍ରଚାରକ ସାଜିଛନ୍ତି। ଚିକିଟି ରାଜ ପରିବାରର ପ୍ରତ୍ୟେକ କାର୍ଯ୍ୟ କଳବାଡ଼ ପଞ୍ଚାୟତରୁ ଆରମ୍ଭ ହୋଇଥାଏ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ପ୍ରଚାର ମଧ୍ୟ କଳବାଡ ପଞ୍ଚାୟତରୁ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ବ୍ରାହ୍ମଣୀଗାଁ ଥାନାରେ ଯୋଗ ଦେଲେ ନୂଆ ଆଇଆଇସି, କହିଲେ ଆପରାଧିକ ନିୟନ୍ତ୍ରଣ ତାଙ୍କ ପାଇଁ…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନାରେ ନୂଆ ଆଇଆଇସି ଭାବେ ବିଜୟ କୁମାର ହାଇବୁରୁ ଗୁରୁବାର ବିଳମ୍ବିତ ରାତିରେ ଯୋଗଦାନ କରିଛନ୍ତି।...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri