ପୁଅଙ୍କୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ଙ୍କ ଜୀବନ

ପଦ୍ମପୁର,୧୬।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସାନକୃଷ୍ଣପୁର ନାଟିଆପାଳ ଗ୍ରାମରେ ଶୁକ୍ରବାର ରାତିରେ ଏକ ଦୁଖଃଦ ଘଟଣା ଘଟିଛି। ପୁଅକୁ ବଞ୍ଚାଇବାକୁ ଯାଇ ମା’ଏବଂ ପୁଅଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାଗାଁରେ ଶୋକର ଛାୟା ଖେଳିଯାଇଛି। ମୃତକ ମା’ ଲକ୍ଷ୍ମୀମଣୀ ନାୟକ ଏବଂ ପୁଅ ସପନ ନାୟକ।

ମିଳିଥିବା ସୂଚନା ମୁତାବକ, ସପନ ପାଣି ପମ୍ପ ସଜାଡୁ ଥିଲେ। ସେତିକିବେଳେ ସେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଏହା ଦେଖି ମା’ ଲକ୍ଷ୍ମୀମଣୀ ପୁଅକୁ ବଞ୍ଚାଇକୁ ଯାଇଥିଲେ। ସେତିିକିବେଳେ ସେ ମଧ୍ୟ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ। ପରିବାର ଲୋକଙ୍କ ସହ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବାରୁଦେଇପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ମା’ ଓ ପୁଅଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ହସ୍ପିଟାଲରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ: ଓଡ଼ିଶାରୁ କିଏ ଯିବେ…

ଭୁବନେଶ୍ୱର,୨୬।୧୧: ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୪ଟି ରାଜ୍ୟର ୬ଟି ଆସନ ପାଇଁ ଏହି ଉପନିର୍ବାଚନ ହେବ ବୋଲି ଇସିଆଇ ପକ୍ଷରୁ ସୂଚନା...

ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର: ନିର୍ଦ୍ଦେଶାଳୟଙ୍କ ଚିଠିରେ ….

ଭୁବନେଶ୍ୱର,୨୬।୧୧: ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର। ସଜା ଭୋଗୁଥିବା ୧୪ କଏଦୀଙ୍କ ମୁକ୍ତି ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଜାରି...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ସୁଭଦ୍ରା ଆବେଦନ, ଆସିଲା ଶେଷ …

ଭୁବନେଶ୍ୱର,୨୬।୧୧: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି...

ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ: ପୁଣି ୪ଟା  ପର୍ଯ୍ୟନ୍ତ ଗୃହମୁଲତବୀ 

ଭୁବନେଶ୍ୱର,୨୬।୧୧: ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ  ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ...

ଦୁର୍ଘଟଣାରେ ମୃତ୍ୟୁକୁ ନେଇ ହରଡ଼ଘଣାରେ ପରିବାର: ବ୍ୟବଚ୍ଛେଦରେ ହେଉଛି ବିଳମ୍ବ

ପଟ୍ଟାଙ୍ଗି,୨୬।୧୧(ଶରତ ଧଳ): ଓଡିଶା ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ହୋଇଥିବା ଦୁର୍ଘଟଣାକୁ ନେଇ ଓଡ଼ିଶାର ଲୋକେ ବର୍ତ୍ତମାନ ହରଡ଼ଘଣାରେ ପଡିଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ନ ହୋଇ...

ମଧ୍ୟାହ୍ନଭୋଜନରେ ଦିଆଯାଉଛି ନିମ୍ନମାନର ଚାଉଳ

ନବରଙ୍ଗପୁର,୨୬।୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପରିଷଦ କମିଟିର ସ୍ବତନ୍ତ୍ର ଟିମ୍‌ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ୨୫ଟି ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଚାଉଳ ନିମ୍ନମାନର ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ...

ଗରିବ ଶ୍ରେଣୀର ଲୋକଙ୍କ ସମସ୍ୟାକୁ ଦିଆଯିବ ଅଗ୍ରାଧିକାର

ରୁପ୍ରାରୋଡ,୨୬।୧୧(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକରେ ନୂତନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିପିନ ବିହାରୀ ଦୀପ ଯୋଗଦେଇଛନ୍ତି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବରେ ସେ...

ମହିଳାଙ୍କୁ କଚାଡ଼ି ଦେଲା ହାତୀ: ହସ୍ପିଟାଲ୍‌ରେ ଭର୍ତ୍ତି

ରୁପ୍ରାରୋଡ,୨୬।୧୧(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ଡମପଦର ଗ୍ରାମରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ଣ୍ଣମୀ ବେୱା (୪୦ ) ସକାଳୁ ଶୌଚପାଇଁ ଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri