ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ମୃତା ମା’ ହେଲେ ଶଶିରେଖା ବାରିକ(୫୫) ଓ ପୁଅ ରବୀନ୍ଦ୍ର (୨୫)।

ସୂଚନାନୁଯାୟୀ, ଆଜି ସନ୍ଧ୍ୟାରେ ବିଲରେ ମୁଗ ଉପାଡୁଥିବା ସମୟରେ ବଜ୍ରପାତ ହୋଇଥିଲା। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ତେବେ ଖବର ପାଇ ଡେରାବିଶ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉଭୟଙ୍କ ମୃତଦେହ ଜବତ କରି କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିସତ୍ାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ଅଭାବନୀୟ ଘଟଣା ପାଇଁ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ରବୀନ୍ଦ୍ର ପଞ୍ଚାୟତର ୧୪ ନଂ ଓ୍ବାର୍ଡ ସଭ୍ୟ ଭାବେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର

ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ...

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

Tariff War:ଚାଇନା ଉପରେ ୨୪୫% ଟାରିଫ୍‌ ଲଗାଇବାକୁ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୬।୪: ଚାଇନା ଏବଂ ଆମେରିକା ମଧ୍ୟରେ ଟାରିଫ୍‌ ଓ୍ବାର୍‌ ଥମିବାର ନାଁ ଧରୁନି। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି ଏକ ଦଲିଲରେ କୁହାଯାଇଛି,ଆମେରିକା ବିରୋଧରେ...

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ...

ରଜନୀତିରେ ହଇଚଇ୍‌: କହିଦେଲେ ଅଖିଳେଶ, ଏବେ ଶ୍ରୀକାନ୍ତଙ୍କ ଗତି କୁଆଡ଼େ ନେଇ ବଢ଼ୁଛି ସସ୍ପେନ୍ସ

ଭୁବନେଶ୍ୱର,୧୬।୪: ଅଖିଳେଶ ଯାଦବଙ୍କ ଭୁବନେଶ୍ବର ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ତେବେ ଏହି ସମୟରେ ସେ କହିଥିବା କିଛି କଥା ବରିଷ୍ଠ କଂଗ୍ରେସ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image