କାଲି ୧୨ ଘଣ୍ଟା ବନ୍ଦ ରହିବ ମା’ ତାରିଣୀଙ୍କ ଦର୍ଶନ

କେନ୍ଦୁଝର,୧୩।୭(ଡି.ଏନ୍‌.ଏ.): ଶ୍ରଦ୍ଧାଳୁଙ୍କ ପାଇଁ ମା’ ଗୁରୁବାର ତାରିଣୀଙ୍କ ଦର୍ଶନ ବନ୍ଦ ରହିବ । ସକାଳ ୬ଟାରୁ ସା ୬ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଆଷାଢୀ ପର୍ବ ପାଇଁ ଦୀର୍ଘ ୧୨ ଘଣ୍ଟା କାଳ ବନ୍ଦ ରହିବ ସାଧାରଣ ଦର୍ଶନ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଦାଣ୍ଡରେ ଯୁବକଙ୍କୁ କରିଥିଲେ ବିଭତ୍ସ ହତ୍ୟା: ମିଳିଲା ଆଜୀବନ ଜେଲ୍‌ ଦଣ୍ଡ

ବ୍ରହ୍ମପୁର, ୬।୧୧(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୧ରେ ସନ୍ତୋଷ ସେଠୀ ନାମକ ଜଣେ ଯୁବକଙ୍କୁ ଗାଁ ଦାଣ୍ଡରେ ହତ୍ୟା କରାଯାଇଥିଲା। ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ...

ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ମାଣ୍ଡିପଙ୍କା ଗାଁରେ ପହଞ୍ଚି ତଦନ୍ତ କଲେ ଆରଡିସି, ଜିଲାପାଳ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପାଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ...

ଆମ୍ବ ଟାକୁଆ ଯାଉ ଘଟଣାପରେ ପ୍ରଶାସନର ତତ୍ପରତା: ଏସ୍‌ଏଚ୍‌ଜି ମହିଳାମାନଙ୍କୁ ସ୍ବାବଲମ୍ବୀ କରିବାକୁ ଅଣ୍ଟା ଭିଡିଛନ୍ତି ସରକାର: ଏଣିକି ଚାଷ ପାଇଁ ମିଳିବ ଋଣ 

ଦାରିଙ୍ଗବାଡି, ୬।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ମାଣ୍ଡିପଙ୍କା ଗସ୍ତପରେ ଉକ୍ତ ଅଞ୍ଚଳର ଚିତ୍ର ବଦଳିବା ନେଇ ଲୋକଙ୍କ ମଧ୍ୟରେ ଆଶାସଞ୍ଚାର...

ରାତିଅଧରେ ହଷ୍ଟେଲରେ ପଶିଲେ ୪ ଜଣ, ଜଣଙ୍କୁ ରଡରେ ପିଟିଦେଇଗଲେ

କେନ୍ଦୁଝର,୬।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜରେ ରାଗିଂ ଅଭିଯୋଗ ହୋଇଛି। ତୃତୀୟ ବର୍ଷର କେତେକ ଛାତ୍ରଙ୍କ ଆକ୍ରମଣରେ ଜଣେ ଦ୍ୱିତୀୟ ବର୍ଷର...

ରାତିରେ ହୋଇଥିଲା ଶୁଟିଂ, ସକାଳେ ହୁହୁ ହୋଇ ଜଳୁଥିଲା ଷ୍ଟୁଡିଓ

ଖୋର୍ଦ୍ଧା,୬।୧୦: ଖୋର୍ଦ୍ଧା ସାରୁଅ ଶିଳ୍ପାଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ ଘରୋଇ ଟିଭି ଚ୍ୟାନେଲର ଷ୍ଟୁଡିଓରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି।...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହ

ପାଟଣା ,୬।୧୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ପୁଟୁଳିଆ ଗ୍ରାମରେ ଘର ଭିତରୁବୁଧବାର ସକାଳୁ ଯୁବକଙ୍କ ସନ୍ଦେହ ଜନକ ଭାବେ ଝୁଲନ୍ତା ମୃତଦେହ ଉଦ୍ଧାର...

ମୋବାଇଲ ନେଟୱାର୍କ ପାଇଁ ତେଜିଲା ଆନ୍ଦୋଳନ: ବିଏସଏନଏଲର ଟାଳଟୁଳ ନୀତିକୁ ବିରୋଧ

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା):ଏବେ ରାଜ୍ୟ ହେଉ କି କେନ୍ଦ୍ର ସରକାର ସେ ସରକାରୀ ହେଉ କି ବେସରକାରୀ, ଆବେଦନଠାରୁ ପ୍ରାପ୍ୟ ପର୍ଯ୍ୟନ୍ତ ବିନା ଅନଲାଇନ କାର୍ଯ୍ୟରେ...

ପଶ୍ଚିମବଙ୍ଗର ନକଲି ଡାକ୍ତରଙ୍କ ଓଡ଼ିଶା ମୁହାଁ,କୁୱାକ ଡାକ୍ତର କରୁଛନ୍ତି ମେଜର ଅପରେଶନ

ଭୋଗରାଇ,୬।୧୧( ପ୍ରଦୀପ ଦାସ ): ରାଜ୍ୟରେ ସରକାରୀ ଚିକିତ୍ସାଳୟ ଗୁଡିକରେ ଦୈନନ୍ଦିନ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ହେଲେ ଚିକିତ୍ସା କେନ୍ଦ୍ରରେ ଡାକ୍ତର, ନର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri