Posted inଫୁରସତ

ପର୍ବତ କୁହେ ସଭ୍ୟତାର କାହାଣୀ

ଯାଯାବର ଭାବେ ଜୀବନ ବିତାଉଥିବା ମଣିଷ ସ୍ଥାୟୀ ଭାବେ ବସବାସ କରିଥିଲା। ନିଜ ମନର କଥାକୁ ବିଭିନ୍ନ ସମୟରେ ମଣିଷ ପର୍ବତ ଗୁମ୍ଫାରେ ନାନା ଉପାୟରେ ଲିପିବଦ୍ଧ କରିବାର ପ୍ରୟାସ କରିଥିଲା। ଏହାଦ୍ୱାରା ଭବିଷ୍ୟତ ପିଢ଼ିଙ୍କୁ ମଧ୍ୟ ସହାୟତା ମିଳୁଥିଲା। ବହୁ ସଭ୍ୟତାର ମୂକ ସାକ୍ଷୀ ହୋଇ ପର୍ବତ ରହିଛି। ପର୍ବତ ସଭ୍ୟତାର କାହାଣୀ ବଖାଣି ଥାଏ।

ତେଣୁ ସାଂସ୍କୃତିକ, ଐତିହ୍ୟ, ପରମ୍ପରା ଏବଂ ରୀତିନୀତିର ପ୍ରାସଙ୍ଗିକତା ବିଷୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟ ନେଇ ଏହାର ମୂକସାକ୍ଷୀ ପାଲଟିଥିବା ପର୍ବତ ପାଇଁ ଦିନଟିଏ ଉତ୍ସର୍ଗ କରାଯାଇଛି। ଏହାକୁ ଅନ୍ତର୍ଜାତୀୟ ପର୍ବତ ଦିବସ ଭାବେ ପ୍ରତିବର୍ଷ ଡିସେମ୍ବର ୧୧ରେ ପାଳନ କରାଯାଇଥାଏ। ୨୦୦୩ ଡିସେମ୍ବର ୧୧ରେ ପ୍ରତିବର୍ଷ ଏହି ଦିବସ ପାଳନ ଲାଗି ଏକ ପ୍ରସ୍ତାବ ଆବଗତ କରାଯାଇଥିଲା। ପରେ ୨୦୧୪ ମେ‘ରେ ଗ୍ଲାସିଅରର ସଂରକ୍ଷଣ ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା। ଏହାପରେ ବିଧିବଦ୍ଧ ଭାବେ ୨୦୧୬ଠାରୁ ଅନ୍ତର୍ଜାତୀୟ ପର୍ବତ ଦିବସ ପାଳନକୁ ସ୍ବୀକୃତି ମିଳିଥିଲା।

ମାନବ ସଭ୍ୟତାର ଇତିହାସକୁ ଜୀବିତ ରଖିଥିବା ପର୍ବତର ସଂରକ୍ଷଣ ପାଇଁ କିଭଳି ବିଶ୍ୱସ୍ତରରେ ସଚେତନତା ସୃଷ୍ଟି କରାଯିବ ତାହା ଏହି ଦିବସ ପାଳନର ମୁଖ୍ୟ ଲକ୍ଷ୍ୟ।

 


Enter your email to get our daily news in your inbox.

All Right Reserved By Dharitri.Com

Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ

ଯାତ୍ରା ସମୟରେ ଅଧା ରାସ୍ତାରେ ଗାଡରୁ ତେଲ ସରିଗଲେ ଟେନଶନ ବଢିଯାଏ।ବେଶୀ ଅସୁବିଧା ହୁଏ ଯେତେବେଳେ ପାଖରେ କୌଣସି ପେଟ୍ରୋଲ ପମ୍ପ ନ ଥାଏ। ବାଇକ୍‌...

Uber-Rapido: ନିଜ ବାଇକ୍‌ ଲଗାଇ ମାସକୁ ୩୦ହଜାର ରୋଜଗାର କରନ୍ତୁ, ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା

କିଛି ଚାକିରି ଖୋଜୁଛନ୍ତି କି? କ’ଣ ଆପଣଙ୍କ ପାଖରେ ବାଇକ୍‌ ଅଛି? ତେବେ ନୋ ଟେନଶନ। ବର୍ତ୍ତମାନ ଆପଣ ଏଇ ବାଇକ୍‌ ଦ୍ୱାରା କରିପାରିବେ ମାସକୁ...

ଆଖିରେ କପଡ଼ା ବାନ୍ଧି ସ୍ପିଡ୍‌ ଟାଇପିଂ

ଭୋପାଳ: ଭାରତରେ ପିଲା ହୁଅନ୍ତୁ ଅବା ଯୁବକ, ସମସ୍ତଙ୍କଠାରେ କିଛି ନା କିଛି ପ୍ରତିଭା ରହିଥାଏ। ମଧ୍ୟପ୍ରଦେଶର ରେୱା ଜିଲା ନିବାସୀ ବିକାଶ ତ୍ରିପାଠୀ(୩୦)ଙ୍କର ଏପରି ଏକ...

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri