ମନ୍ତ୍ରୀଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

ଭୁବନେଶ୍ବର,୨୯।୧(ବୁରୋ): ଗୁଳିମାଡ଼ରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଛି। ମନ୍ତ୍ରୀ ଦାସଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏଥିସହ ରାଜ୍ୟପାଳ ଗଣେଶୀ ଲାଲା, କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ନେତା ବୈଜୟନ୍ତ ପଣ୍ଡାଙ୍କ ସହ ବିଜେଡିର ବିଭିନ୍ନ ମନ୍ତ୍ରୀ ଓ ବିଧାୟକ ଶୋକ ପ୍ରକାଶ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏପରିକି ମନ୍ତ୍ରୀଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯେତେବେଳେ ସାରା ବିଶ୍ୱ ଦେଖାଇଥିଲା ଖଣ୍ଡାର ଶକ୍ତି, ସମ୍ରାଟ ଅଶୋକ ବାଛିଥିଲେ ଶାନ୍ତି, ଜାଣନ୍ତୁ କାହାକୁ ଟାର୍ଗେଟ କଲେ ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୯।୧: ଯେତେବେଳେ ଖଣ୍ଡା ବଳରେ ସାରା ବିଶ୍ୱରେ ସାମ୍ରାଜ୍ୟ ବିସ୍ତାର କରାଯାଉଥିଲା, ସେତେବେଳେ ସମ୍ରାଟ ଅଶୋକ ଶାନ୍ତିର ପଥ ବାଛିଥିଲେ… ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ପ୍ରବଳ ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୯ା୧(ଶିଶିର ପଟ୍ଟନାୟକ): ରାଜ୍ୟର ଶୀତଳ ସହର ଜି.ଉଦୟଗିରି ସହରରେ ୧୫ ଦିନ ହେବ ଶୀତର ପକୋପ ଜାରି ରହିଛି । ଗୁରୁବାର ସର୍ବନିମ୍ନ ତାପମାତ୍ରା ୫....

‘ଆପଣମାନଙ୍କ ପାଇଁ ମୁଁ ବିଦେଶରେ ଗର୍ବ ଅନୁଭବ କରେ’

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନଠାରେ ଆୟୋଜିତ ହୋଇଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି। ପ୍ରବାସୀମାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ...

ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ...

ଅଧରାତିରେ ନେତାଙ୍କ ସହ ମାନସମନ୍ଥନ କଲେ ମୋଦି: ଜାଣନ୍ତୁ କ’ଣ ହେଲା ଆଲୋଚନା

ଭୁବନେଶ୍ୱର,୯।୧: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ଅଛନ୍ତି। ଓଡ଼ିଶାରେ ପହଞ୍ଚିବା ପରେ ମୋଦି ଅଧରାତିରେ ବିକାଶର ଦୂରଦୃଷ୍ଟି ସଂପନ୍ନ ଯୋଜନାର ମାନସମନ୍ଥନ...

୭ ମାସରେ ଆଇନଶୃଙ୍ଖଳା ଚିନ୍ତାଜନକ: ବିଜେଡି

ଭୁବନେଶ୍ୱର,୯ା୧(ଅନିଲ ଦାସ):ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ବୁଧବାରଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି । ଦେଶ ବିଦେଶରୁ ପ୍ରବାସୀ ଓଡ଼ିଶାରେ ଏକତ୍ରିତ ହୋଇଛନ୍ତି । ଏହା ନିଶ୍ଚିତ...

ନବୀନଙ୍କ ଅସଲ ମୁଖା ଖୋଲିବେ ପ୍ରଦୀପ ପାଣିଗ୍ରାହୀ: ଓଡ଼ିଆ ନବବର୍ଷକୁ ଅପେକ୍ଷା

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କ ସହ ବିଜେଡିର ସମ୍ପର୍କରେ ତିକ୍ତତା ଆସିବା ପରେ ସେ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ଅନେକ ସମୟରେ ବିଜେଡି...

ଶିଶ୍‌ମହଲ ବନାମ ରାଜମହଲ:ସରକାରୀ ବଙ୍ଗଳାକୁ ନେଇ ହାଇଡ୍ରାମା

ନୂଆଦିଲ୍ଲୀ,୯ା୧:ଏକଦା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦଖଲରେ ଥିବା ସରକାରୀ ବଙ୍ଗଳା (ଭାଜପା ଭାଷାରେ ଶିଶ୍‌ମହଲ) ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକ କଲ୍ୟାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri