ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ଏମ୍‌ପି, ବିଡିଓ- ତହସିଲଦାରଙ୍କ ସହ ମିଶି କଲେ ସଫେଇ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତରେ ଆସି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ। ସେ ପ୍ରଥମେ ଅନ୍ତଃବିଭାଗ ପରିଦର୍ଶନ କରିଥିଲେ। ସେଠାରେ ରୋଗୀଙ୍କ ପାଇଁ ରହିଥିବା ଶୌଚାଳୟର ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ। ସେ ଏନେଇ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟଙ୍କୁ ଶୌଚାଳୟକୁ ସର୍ବଦା ସଫେଇ କରିବାକୁ ପରାମର୍ଶ ଦେବା ସହ ଅବ୍ୟବସ୍ଥାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ପରେ ସେ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଫାଟକ ସମ୍ମୁଖରେ ଓ ତା’ର ଆଖପାଖ ଅଞ୍ଚଳରେ ସଫେଇ କରିଥିଲେ। ସେହିପରି ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଏମ୍‌ପିଙ୍କ ସହ ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ଆଇଆଇଆସି ରମେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସଫେଇ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୂପା ବ୍ରିଜ୍‌ ଉପରେ  ସାଇକେଲ୍‌ ମୋବାଇଲ ରଖି …

କଟକ,୨୩।୯: ବିରୂପା ନଦୀକୁ ଡେଇଁ ଜଣେ ଛାତ୍ର ନିଖୋଜ ଅଛନ୍ତି। ଏଯାବତ୍‌ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲାରେ।...

ଦୀର୍ଘ ୬୩ ବର୍ଷ ପରେ ବଦଳିଲା ବ୍ଲକ କାର୍ଯ୍ୟାଳୟର ଫାଟକ, ଉଦ୍‌ଘାଟନ କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଦିନିକିଆ ଗସ୍ତ କରିଛନ୍ତି। ଏହି ଅବସରରେ ଦାରିଙ୍ଗବାଡ଼ି ବ୍ଲକ...

ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ।...

ଭରା ନଦୀ ପାର ହୋଇ ଗାଁରେ ପହଞ୍ଚି ଲୋକଙ୍କ କଥା ଶୁଣିଲେ ବିଧାୟକ

ଚିତ୍ରକୋଣ୍ଡା/ମାଲକାନଗିରି,୨୩।୯: ମାଲକାନଗିରି ଜିଲା ଅପହଞ୍ଚ ଗଜିଆଗୁଡ଼ା ଗାଁରେ ସୋମବାର ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ଚିତ୍ରକୋଣ୍ଡା କଂଗ୍ରେସ ବିଧାୟକ ମଙ୍ଗୁ ଖିଲ। ମିଳିଥିବା ସୂଚନା ମୁତାବକ,...

ସଂଗଠନ ମଜଭୁତ ପାଇଁ କର୍ଣ୍ଣମନ୍ତ୍ର ଦେଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତ ହୋଇଛି। ଏହି ସମୟରେ ସେ ଦାରିଙ୍ଗବାଡ଼ି...

ବ୍ଲକ ଅଫିସ ସମ୍ମୁଖରେ ହୋଇଥିବା ଆନ୍ଦୋଳନକୁ ବିରୋଧ କଲେ ୧୯ ସରପଞ୍ଚ, ଜିଲାପାଳଙ୍କୁ ଦେଲେ ଦାବିପତ୍ର

କେସିଙ୍ଗା,୨୩ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପ୍ରଶାସନ ବିରୋଧରେ ଚାଞ୍ଚେର ପଞ୍ଚାୟତର ସରପଞ୍ଚ ଅଞ୍ଜୁ କୁମାର ବ୍ଲକ ଅଫିସ ଆଗରେ ୩ ଦିନ ଆନ୍ଦୋଳନ...

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri