Posted inଜାତୀୟ

ରାଜ୍ୟସଭାରେ ଖସିପଡ଼ିଲେ କଂଗ୍ରେସର ମହିଳା ଏମ୍‌ପି, ତାପରେ…

ନୂଆଦିଲ୍ଲୀ, ୨୬।୦୬: ନିଟ୍‌ ମୁଦ୍ଦାକୁ ନେଇ ସାରା ଦେଶରେ ବିରୋଧ କରାଯାଉଥିବା ବେଳେ ବିପକ୍ଷ ଦଳ ମଧ୍ୟ ସରକାରଙ୍କୁ ଛାଡ଼ି ନାହାନ୍ତି । ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ ହଟ୍ଟଗୋଳ କରିଛନ୍ତି ବିରୋଧୀ । ଏହାରି ମଧ୍ୟରେ କଂଗ୍ରେସ ଦଳର ରାଜ୍ୟସଭା ଏମ୍‌ପି ଫୁଲୋ ଦେବୀ ନେତାମ ଗୃହରେ ବିରୋଧ ପ୍ରଦର୍ଶନ କରୁଥିବା ସମୟରେ ମୁଣ୍ଡ ବୁଲାଇବାରୁ ତଳେ ପଡ଼ିଯାଇଥିଲେ । ପରେ ତାଙ୍କୁ ସଂସଦର ଆମ଼୍ବୁଲାନ୍ସରେ ଡାକ୍ତରଖାନା ନିଆଯାଇଥିଲା । ତାଙ୍କୁ ଆର୍‌ଏମ୍‌ଏଲ୍‌ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଫୁଲୋ ଦେବୀ ନେତାମ ଅସୁସ୍ଥ ହୋଇପଡ଼ିବା ପରେ ବିପକ୍ଷ ଦଳ ପ୍ରତିକ୍ରିୟା ରଖିଛନ୍ତି । କଂଗ୍ରେସ ଏମ୍‌ପି ପ୍ରମୋଦ ତିୱାରୀ ଏନେଇ କହିଛନ୍ତି ଯେ, ଏହି ସରକାରଙ୍କ ଭିତରେ ମନୁଷ୍ୟତା ଏବଂ ଶାଳୀନତା ନାହିଁ । ଆମର ଜଣେ ସହଯୋଗୀ ବେହୋଶ ହୋଇଗଲେ ଏବଂ ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ୍‌ ନିଆଗଲା । ଆମେ ତାଙ୍କୁ ସେଠାରେ ଭେଟିବାକୁ ଯାଉଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ହରିୟାଣାର ୯୦ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ, ଲୋକଙ୍କ ମଧ୍ୟରେ ଅଦ୍ଭୁତ ଉତ୍ସାହ

ଚଣ୍ଡିଗଡ଼,୫।୧୦: ହରିୟାଣା ବିଧାନସଭା ଆସନ ପାଇଁ ହେବାକୁ ଥିବା ଭୋଟ ଗ୍ରହଣର ଅପେକ୍ଷାର ଅନ୍ତ ହୋଇଛି। ଶନିବାର ସକାଳୁ ସମସ୍ତ ୯୦ ଟି ଆସନ ପାଇଁ...

ମଙ୍କିପକ୍ସ ଟେଷ୍ଟିଂ କିଟ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୫ା୧୦:ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି...

ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ  ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ...

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ...

ମହାରାଷ୍ଟ୍ରରେ ଯୁବତୀଙ୍କୁ ଗଣବଳାତ୍କାର

ପୁଣେ,୪ା୧୦: ମହାରାଷ୍ଟ୍ରର ପୁଣେରେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଛନ୍ତି। ଯୁବତୀ ଜଣକ ତାଙ୍କର ବନ୍ଧୁଙ୍କ ସହ ବୋପଦେବ ଘାଟ...

ବଡ଼ଧରଣର ଏନ୍‌କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ

ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା...

ଏନସିପିର ଏକମାତ୍ର ବିଧାୟକ ଏବେ ଭାଜପାରେ

ରାଞ୍ଚି,୪।୧୦: ଝାଡ଼ଖଣ୍ଡ ଏନସିପି (ଅଜିତ ପାୱାର) ବିଧାୟକ ତଥା ଦଳର ରାଜ୍ୟ ସଭାପତି କମଲେଶ କୁମାର ସିଂ ଶୁକ୍ରବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।...

ବଡ଼ ଭବିଷ୍ୟବାଣୀ: ମୁଖ୍ୟମନ୍ତ୍ରୀ ନୁହେଁ ପ୍ରଧାନମନ୍ତ୍ରୀ ହେବେ ପ୍ରଶାନ୍ତ କିଶୋର

ରୋହତାସ,୪।୧୦: ନିର୍ବାଚନ ରାଜନୀତିର ଚାଣକ୍ୟ ଭାବେ ବିବେଚିତ ପ୍ରଶାନ୍ତ କିଶୋର ଜନ ସୁରାଜ ନାମକ ଏକ ଦଳ ଘୋଷଣା କରିଛନ୍ତି। ପିକେଙ୍କ ଏହି ନିଷ୍ପତ୍ତିକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri