ଏମ୍‌ପି ରମେଶ ମାଝିଙ୍କୁ କରୋନା

ଭୁବନେଶ୍ୱର,୪ା୯(ବ୍ୟୁରୋ): ନବରଙ୍ଗପୁର ଏମ୍‌ପି ରମେଶ ମାଝିଙ୍କୁ କରୋନା ହୋଇଥିବା ନେଇ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣାଇଛନ୍ତି। ଏଥିସହ ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ ମଧ୍ୟ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ଏମ୍‌ପି ପରାମର୍ଶ ଦେଇଛନ୍ତି।

Share