Categories: ଜାତୀୟ

ମହିଳାଙ୍କୁ ଉଲଗ୍ନ କରି ନିସ୍ତୁକ ଛେଚିଲେ

ଭୋପାଳ,୮।୧୦: ମଧ୍ୟପ୍ରଦେଶର ଧର ଜିଲାରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ମଧ୍ୟବୟସ୍କା ବିଧବାଙ୍କୁ ପଡୋଶୀ ଉଲଗ୍ନ କରି ନିର୍ଘାତ ମାଡ଼ ମାରିଛନ୍ତି। ଶତାଧିକ ଲୋକଙ୍କ ଉପସ୍ଥିତିରେ ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରୁଥିବା ଭିଡ଼ିଓ ଭାଇରାଲ ହୋଇଛି। ପୋଲିସ ତଦନ୍ତ ପରେ ଘଟଣାରେ ସମ୍ପୃକ୍ତ ୩ ଜଣ ସମ୍ପର୍କୀୟ ଓ ପଡୋଶୀଙ୍କୁ ଗିରଫ କରାଯିବା ସହ ୪ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି।

Share