ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ମୃଣାଲ, ଖୋଲି କହିଦେଲେ ସବୁକଥା

ମୁମ୍ବାଇ, ୦୪।୦୮: ଟିଭି ଇଣ୍ଡଷ୍ଟ୍ରିରୁ କ୍ୟାରିୟର ଆରମ୍ଭ କରି ବଲିଉଡରେ ଲୋକପ୍ରିୟତା ହାସଲ କରିଥିବା ଅଭିନେତ୍ରୀଙ୍କ ମଧ୍ୟରୁ ମୃଣାଲ ଠାକୁର ଅନ୍ୟତମ। ୨୦୧୨ରେ ଟିଭି ଧାରାବାହିକ ‘ମୁଝ୍‌ସେ କୁଛ୍‌ କେହତି ହେ ଖାମୋସିୟାଁ’ ଜରିଆରେ ସେ ଛୋଟ ପରଦାରେ ଡେବ୍ୟୁ କରିଥିଲେ। ଏହାପରେ ଲୋକପ୍ରିୟ ଧାରାବାହିକ ‘କୁମ୍‌କୁମ୍‌ ଭାଗ୍ୟ’ର ବୁଲବୁଲ୍‌ ଚରିତ୍ରରେ ସେ ଅଭିନୟ କରି ପ୍ରସିଦ୍ଧି ପାଇଥିଲେ। ୨୦୧୮ରେ ମୃଣାଲ ‘ଲଭ୍‌ ସୋନିଆ’ ଚଳଚ୍ଚିତ୍ର ମାଧ୍ୟମରେ ବଡ଼ ପରଦାରେ ଏଣ୍ଟ୍ରି କରି ନିଜ ନିଖୁଣ ଅଭିନୟ ଦ୍ୱାରା ବେଶ୍‌ ପ୍ରଶଂସିତ ହୋଇଥିଲେ। ପରେ ସେ ‘ସୁପର ୩୦’ ଓ ‘ବାଟ୍‌ଲା ହାଉସ’ ଫିଲ୍ମରେ ନିଜ ଅଭିନୟର ଯାଦୁ ଦେଖାଇଥିଲେ। ଚାହୁଁ ଚାହୁଁ ବଲିଉଡ୍‌ର ଶ୍ରେଷ୍ଠ ଅଭିନେତ୍ରୀଙ୍କ ନାମ ମଧ୍ୟରେ ମୃଣାଲଙ୍କ ନାଁ ଅନ୍ତର୍ଭୁକ୍ତ ହୋଇପାରିଥିଲା।

ଅଭିନେତ୍ରୀ ହେବା ନେଇ ମୃଣାଲଙ୍କ ଯାତ୍ରା ଏତେ ସହଜ ନ ଥିଲା। ଜୀବନରେ ଅନେକ ଉତ୍ଥାନ ଓ ପତନ ଦେଖିଥିବା ନେଇ ସେ ଶନିବାର ଏକ ସାକ୍ଷାତ୍‌କାରରେ କହିଛନ୍ତି। ଏକଦା ମୃଣାଲ ତାଙ୍କ ଜୀବନରେ ଖରାପ ସମୟ ଦେଇ ଗତି କରୁଥିଲେ। ସେତେବେଳେ ତାଙ୍କୁ କୌଣସି କାମ ମଧ୍ୟ ମିଳୁ ନ ଥିଲା। ଫଳରେ ସେ ହତାଶ ହୋଇ ବହୁବାର ଆତ୍ମହତ୍ୟା କରିବାକୁ ଚିନ୍ତା କରିଥିଲେ ବୋଲି ଏହି ସାକ୍ଷାତ୍‌କାରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୁଇନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

ଭୁବନେଶ୍ୱର,୧୯।୪: ଟୁଇନ୍‌ ସିଟିରେ ହେବ ନୂଆ IT ପାର୍କ। ଏ ନେଇ ପୂର୍ତ୍ତ ମନ୍ତ୍ରୀ ପଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହି ପାର୍କ ୧୦୦୦ ହେକ୍ଟର...

Scheme: ୨୦୦ଟଙ୍କା ରଖିଲେ ମାସକୁ ମିଳିବ ୧୫ହଜାର! ଏହି ସ୍କିମ୍‌ କରିବ ମାଲାମାଲ୍‌

ନୂଆଦିଲ୍ଲୀ,୧୯।୪: ଏଭଳି କିଛି ସ୍କିମ୍‌ ଅଛି ଯାହା ଆପଣଙ୍କୁ ଲକ୍ଷପତି କରାଇବାରେ ସହାୟକ କରିଥାଏ। ଯାହା ଆପଣଙ୍କ ନିବେଶ କରିବା ତରିକାକୁ ବଦଳାଇ ଦେଇପାରେ ।...

କ’ଣ ବଦଳିଯିବ Google Searchର URL? ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ବ୍ରାଉଜିଂ ଏବଂ ସର୍ଚ୍ଚ ଇଞ୍ଜିନଗୁଡ଼ିକୁ ଉନ୍ନତ କରିବା ପାଇଁ କମ୍ପାନୀଗୁଡ଼ିକ ସମୟ ସମୟରେ ସେମାନଙ୍କର ନିୟମଗୁଡ଼ିକୁ ଅପଡେଟ କରିଚାଲିଛନ୍ତି। ତେବେ ଏକ ବଡ଼ ଟେକ କମ୍ପାନୀ...

ଦାରିଙ୍ଗବାଡି ବନାଞ୍ଚଳରେ ଅବାଧ ଗଛକଟା ଘଟଣା: ବନ ବିଭାଗ ସେଣ୍ଟ୍ରିଙ୍ଗ ଭାଙ୍ଗି ଜବତ କଲା କାଠ

ଦାରିଙ୍ଗବାଡି,୧୯।୪ (ଅରୁଣ ସାହୁ): ପୋଲ ନିର୍ମାଣରେ ମୂଲ୍ୟବାନ ଶାଳ କାଠକୁ ସେଣ୍ଟ୍ରିଙ୍ଗରେ ବ୍ୟବହାରକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ଖବର ଧରିତ୍ରୀରେ...

BJD: ବିଜେଡିରେ ଚାଲିଛି କ’ଣ? ପଛେଇଗଲେ ବଡ଼ ନେତା

ଭୁବନେଶ୍ୱର,୧୯।୪: ୯ମ ଇନିଂସରେ ପାଦ ଛାପିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକଙ୍କୁ ଶନିବାର ବିଜୁ ଜନତା ଦଳ (ବିଜେଡି)ର ସଭାପତି ଭାବେ ପୁନଃ...

ପେଟ ପାଇଁ ଗାଁ ବୁଲୁଛି ଓଟ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ସୁଦୂର ରାଜସ୍ଥାନ ଓ ଉତ୍ତରପ୍ରଦେଶରୁ କେତେଜଣ ବ୍ୟକ୍ତି ଓଟକୁ ଧରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଗାଁକୁ ଗାଁ ବୁଲି...

ନେହେରୁ ଆମକୁ ରାଜନୀତି ଶିଖାଇନାହାନ୍ତି: କାହିଁକି ଏମିତି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୯।୪: ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ ପୋଡକାଷ୍ଟର ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଅନେକ...

ଚୋରିଯାଇଥିବା ଜେସିବି ଜବତ: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡି,୧୯।୪ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ କୁ ମିଳିଛି ବଡ଼ ସଫଳତା। ଚୋରିଯାଇଥିବା ଏକ ଜେସିବିକୁ ପୋଲିସ ଉଦ୍ଧାର କରିବା ସହ ଚୋରି କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image